Posted inଫୁରସତ

ଏମିତି ଦେଶ, ଯେଉଁଠି ଚାକିରି ପାଇଁ ଠେଲିବାକୁ ପଡ଼େ ଟ୍ରେନ୍‌

ସାଧାରଣତଃ ମଣିଷ ପାଇଁ ଖାଦ୍ୟ, ବସ୍ତ୍ର ଏବଂ ବାସଗୃହ ନିତାନ୍ତ ଆବଶ୍ୟକ। ଏହା ମୌଳିକ ଆବଶ୍ୟକତା। ଆଉ ଏହି ଆବଶ୍ୟକତା ପୂରଣ କରିବା ପାଇଁ ଜଣେ ଲୋକକୁ କିଛି ନା କିଛି ରୋଜଗାର କରିବା ନିହାତି ଦରକାର। ଅନେକ ଲୋକ ପେଟ ପୋଷିବା ପାଇଁ ଚାକିରି ଖୋଜିଥା’ନ୍ତି। ଏପରିକି ଚାକିରି ଖଣ୍ଡିଏ ପାଇବା ପାଇଁ ଘରଦ୍ୱାର, ସହର, ଦେଶ ମଧ୍ୟ ଛାଡ଼ିଥାନ୍ତି। କାରଣ ବିଦେଶରେ ବିଭିନ୍ନ ପ୍ରକାରର ଚାକିରି ମିଳିଥାଏ। କିନ୍ତୁ ଏପରି କିଛି ଅଜବ ଚାକିରି ରହିଛି, ଯାହା ବିଷୟରେ ଜାଣି ଆଶ୍ଚର୍ଯ୍ୟ ହେବେ। ତେବେ ଜାଣନ୍ତୁ ଏ ସମ୍ପର୍କରେ…
ଜାପାନରେ ଏମିତି ଏକ ଚାକିରି ଅଛି, ଯେଉଁଥିରେ କର୍ମଚାରୀମାନଙ୍କୁ ଟ୍ରେନ୍‌କୁ ଠେଲିବାକୁ ପଡ଼ିବ। ବାସ୍ତବରେ, ଏଠାରେ ଟ୍ରେନ୍‌ରେ ଲୋକଙ୍କ ପ୍ରବଳ ଭିଡ଼ ହୋଇଥାଏ। ଯେଉଁଥିପାଇଁ ବହୁବାର ଟ୍ରେନ୍‌ର ଡୋର୍‌ ଖୋଲିଯାଇଥାଏ। ଏହି ଚାକିରି ପାଇଁ ନିଯୁକ୍ତ ଲୋକମାନେ ବାହାରେ ଭିଡ଼ ଭିତରେ ରହି ଟ୍ରେନ୍‌ ଡୋର୍‌ ବନ୍ଦ କରିବାରେ ସାହାଯ୍ୟ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନାସ୍ଥା ନୋଟିସରେ ତ୍ରୁଟି

ନୂଆଦିଲ୍ଲୀ,୧୨ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ବିରୋଧରେ ବିପକ୍ଷ ସଦସ୍ୟମାନେ ଅନାସ୍ଥା ପ୍ରସ୍ତାବ ଆଗତ କରିବା ପାଇଁ ଦେଇଥିବା ନୋଟିସ ତ୍ରୁଟିଯୁକ୍ତ। ନୋଟିସ ଡ୍ରାଫ୍ଟିଙ୍ଗ୍‌ରେ ଏଭଳି…

ଲିମ୍‌କା ବୁକ୍‌ ଅଫ୍‌ ରେକଡର୍‌ସରେ ମୁନ୍ନା: ପେନସିଲ ଗ୍ରାଫାଇଟରେ ସୂକ୍ଷ୍ମ ଇଣ୍ଡିଆ ଗେଟ୍‌

ଅମରପାଲି,୧୨ା୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଗ୍ରାମର ମୁନ୍ନା ମାହାଣା ଲିମକା ବୁକ ଅଫ ରେକଡର୍‌ସରେ ନିଜ ନାମକୁ ନାମିତ କରି ଜିଲା ପାଇଁ…

ନାଣ୍ଡୁ ବାବୁ-ସାଇ ବିବାଦରେ ପୂର୍ଣ୍ଣଛେଦ: ମା’ବାପାଙ୍କ ଉପସ୍ଥିତରେ…

ଭୁବନେଶ୍ୱର,୧୨ା୨ (ସୌମ୍ୟରଞ୍ଜନ ରାଉତ):ତୁଳସୀ ଗଣନାଟ୍ୟର ମାଲିକ ଅନନ୍ତ ନାରାୟଣ ଧଳ ଓରଫ୍‌ ନାଣ୍ଡୁ ବାବୁ ଓ ଯାତ୍ରା ଖଳନାୟକ ସାଇ ସତ୍ୟଜିତ୍‌ ପଣ୍ଡାଙ୍କ ବିବାଦରେ ପୂର୍ଣ୍ଣଛେଦ ପଡ଼ିଛି।…

ଆଜି ଭାରତ ବନ୍ଦ: ଜାଣନ୍ତୁ କ’ଣ ରହିବ ପ୍ରଭାବ

ଭୁବନେଶ୍ୱର, ୧୨।୨(ସୁନିତ୍‌ ମିଶ୍ର):ଭାରତୀୟ ଚାଷୀ ଏବଂ ଟ୍ରେଡ୍‌ ୟୁନିୟନଗୁଡିକ ପକ୍ଷରୁ ଗୁରୁବାର ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। ମୁଖ୍ୟତଃ କେନ୍ଦ୍ର ସରକାର ଆଣିଥିବା ୪ ନୂଆ ଶ୍ରମ…

ଟି-୨୦ ବିଶ୍ୱକପ୍: ୧୦ ବର୍ଷ ପରେ ଇଂଲଣ୍ଡକୁ ହରାଇଲା ୱେଷ୍ଟଇଣ୍ଡିଜ୍, ରଦରଫୋର୍ଡଙ୍କ ବିସ୍ଫୋରକ ବ୍ୟାଟିଂ

ନୂଆଦିଲ୍ଲୀ,୧୧।୨: ୱେଷ୍ଟଇଣ୍ଡିଜ୍ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ହାଇ-ଭୋଲଟେଜ୍ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍ ୩୦ ରନ୍‌ରେ ଚମତ୍କାର ବିଜୟ ହାସଲ କରିଛି। ୨୦୧୬ ଟି-୨୦ ବିଶ୍ୱକପ୍ ଫାଇନାଲ୍ ପରେ…

FIH Hockey Pro League: ରାଉରକେଲାରେ ଭାରତକୁ ୩-୧ରେ ହରାଇଲା ବେଲଜିୟମ

ରାଉରକେଲା,୧୧।୨: ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯାଇଥିବା ଏଫ୍‌ଆଇଏଚ୍ ପୁରୁଷ ପ୍ରୋ ଲିଗ୍ ୨୦୨୫-୨୬ର ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ଭାରତୀୟ ଦଳ ବେଲଜିୟମ ନିକଟରୁ ପରାଜିତ ହୋଇଛି।…

ରାସ୍ତା ପାର୍‌ ହେଉଥିଲେ ମହିଳା, ଦ୍ରୁତଗତିରେ ଆସି ପିଟିଦେଲା ବାଇକ୍‌, ଆଉ ତା’ ପରେ…

କେନ୍ଦୁଝର,୧୧ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥର ପୁଟୁଳିଆ କ୍ରସିଙ୍ଗ ନିକଟରେ (ଓଡି-୧୧-ଏ-କେ-୧୧୬୩) ବାଇକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।…

ରୋଗୀଙ୍କୁ ମିଳୁନଥିଲା ୧୦୮ ଆମ୍ବୁଲାନ୍ସ ସେବା, ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆସିଲା…

କଲ୍ୟାଣସିଂହପୁର,୧୧।୨(ଦୀପକ କୁମାର ପରିଡା ):  ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଏକ ଆଦିବାସୀ ବହୁଳ ଅଞ୍ଚଳ ହେଇଥ‌ିବା ବେଳେ ଏଠାରେ ଜରୁରୀକାଳୀନ ସମୟରେ ଲୋକଙ୍କୁ ୧୦୮ ଆମ୍ବୁଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri