Posted inଫୁରସତ

ଏମିତି ଦେଶ, ଯେଉଁଠି ମହିଳା ଏବଂ ପୁରୁଷ ପିନ୍ଧିଥାନ୍ତି ଏକାପ୍ରକାର ପୋଷାକ

ବିଶ୍ୱରେ ଅନେକ ଦେଶ ରହିଛି। ପ୍ରତ୍ୟେକ ଦେଶ ନିଜର ସ୍ବତନ୍ତ୍ର ପରିଚୟ ପାଇଁ ଜଣାଶୁଣା। ଅନେକ ଦେଶ ସେମାନଙ୍କ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ସମଗ୍ର ବିଶ୍ୱରେ ପ୍ରସିଦ୍ଧି ଲାଭ କରିଥିବା ବେଳେ ଅନେକ ଦେଶର ଅନନ୍ୟ ସଂସ୍କୃତି ଏବଂ ଏହାର ନାଗରିକଙ୍କ ଜୀବନ, ଜୀବିକା ଏବଂ ଚଳଣି ଏହାକୁ ସ୍ବତନ୍ତ୍ର କରିଥାଏ। ସେହିଭଳି ଏକ ଦେଶ ହେଉଛି ମାଡାଗାସ୍କର। ଯାହା ବିଶ୍ୱର ଚତୁର୍ଥ ବୃହତ୍ତମ ଦ୍ୱୀପ ଅଟେ। ଏହି ଦେଶରେ ଏକ ଅନନ୍ୟ ପରମ୍ପରା ରହିଛି।
ମାଡାଗାସ୍କରର ସମ୍ପୂର୍ଣ୍ଣ ନାମ ହେଉଛି ରିପବ୍ଲିକ ଅଫ୍‌ ମାଡାଗାସ୍କର। ଆଫ୍ରିକାର ଦକ୍ଷିଣ ଉପକୂଳ ନିକଟ ଭାରତ ମହାସାଗରରେ ଏକ ଦ୍ୱୀପ ଦେଶ। ଏହି ଦେଶରେ ବସବାସ କରୁଥିବା ଲୋକେ ବ୍ରୁନେଇ ଦ୍ୱୀପରୁ ଆସିଥିଲେ। ଯାହା ବର୍ତ୍ତମାନ ବ୍ରୁନେଇ, ଇଣ୍ଡୋନେସିଆ ଏବଂ ମାଲେସିଆ ମଧ୍ୟରେ ବିଭକ୍ତ।

ସବୁଠୁ ଆଶ୍ଚର୍ଯ୍ୟର କଥା ହେଲା ମାଡାଗାସ୍କରର ମହିଳା ଏବଂ ପୁରୁଷ ଏକାପ୍ରକାରର ପୋଷାକ ପିନ୍ଧିଥାନ୍ତି। ଏହି ପୋଷାକକୁ ସ୍ଥାନୀୟ ଭାଷାରେ ‘ଲାମ୍ବା’ କୁହାଯାଏ। ଏପରିକି ମୃତକମାନଙ୍କ କଫିନ୍‌ରେ ମଧ୍ୟ ‘ଲାମ୍ବା’ ବ୍ୟବହାର କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

୨୪ ଘଣ୍ଟାରେ ୨୬୦୦୦ ବସ୍‌ ଉଠ୍‌ ହୋଇ ଗିନିଜ ଓ୍ବାର୍ଲଡ ରେକର୍ଡ

ପିଲାଦିନେ ସ୍କୁଲରେ ପାଠ ପଢି ନ ଥିଲେ ଦଣ୍ଡ ଆକାରରେ ସାର୍‌ କହୁଥିଲେ ବସ୍‌ ଉଠ୍‌ ହେବା ପାଇଁ। ୩୦ ଥର ବସ୍‌ ଉଠ୍‌ ହେଲା...

ଉଛୁଳା ଭକ୍ତିର ଅନ୍ତରାଳେ….

ମା’ଛେଉଣ୍ଡ ମାଧବ ବାବୁ ଭଦ୍ରଲୋକରେ ଗଣାହେଲେ, ଯେବେଠୁଁ କଷ୍ଟକରି ଉଚ୍ଚଶିକ୍ଷା ଲାଭ କଲା ପରେ ଉଚ୍ଚ ପଦବୀଯୁକ୍ତ ଚାକିରି ପାଇଲେ। ତାଙ୍କର ସବୁଗୁଣ ଭଲ l...

ନିମାପଡ଼ାର ‘ମାଇପି ମେଳା’

ଗୁହାରିଆ ପଡ଼ିଲେ ମାନସିକ ପୂରଣ ହୋଇଥାଏ l ଅନ୍ଧବିଶ୍ୱାସ ହେଉ କି ବିଶ୍ୱାସ, ଏଭଳି ଏକ ପ୍ରଥା କିନ୍ତୁ ପ୍ରଚଳିତ ହୋଇଆସୁଅଛି କାହିଁ କେବେଠୁ। ପୁରାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri