Posted inଜାତୀୟ

ମୋ ପାଇଁ ଏହା ବ୍ୟକ୍ତିଗତ କ୍ଷତି..କାହିଁକି ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୮।୨: ଜୈନ ସାଧୁ ଆଚାର୍ଯ୍ୟ ବିଦ୍ୟାସାଗର ମହାରାଜ ଛତିଶଗଡର ଡୋଙ୍ଗରଗଡରେ ସମାଧି ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ପରଲୋକରେ ଭାବପ୍ରବଣ ହୋଇପଡିଛନ୍ତି। ସେ କହିଛନ୍ତି, ଗତ ବର୍ଷ ଶେଷରେ ସେ ଡୋଙ୍ଗରଗଡର ଚନ୍ଦ୍ରଗିରି ଜୈନ ମନ୍ଦିର ଗସ୍ତକୁ ଭୁଲି ପାରିବେ ନାହିଁ। ସେହି ସମୟରେ ସେ ମହାରାଜ ଜୀଙ୍କ ସହିତ ସମୟ ବିତାଇଥିଲେ।
ଭାରତୀୟ ଜନତା ପାର୍ଟିର ଜାତୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୋ ପାଇଁ ଏହା ବ୍ୟକ୍ତିଗତ କ୍ଷତି ପରି। ବର୍ଷ ବର୍ଷ ଧରି ମୁଁ ତାଙ୍କୁ ଅନେକ ଥର ବ୍ୟକ୍ତିଗତ ଭାବରେ ସାକ୍ଷାତ କରିବାର ଏବଂ ତାଙ୍କ ମାର୍ଗଦର୍ଶନ ଗ୍ରହଣ କରିବାର ସୁଯୋଗ ପାଇଛି। କିଛି ମାସ ପୂର୍ବେ ହଠାତ୍‌ ମନ ହେବାରୁ ମୁଁ ମୋର ଯାତ୍ରା ଯୋଜନା ବଦଳାଇ ତାଙ୍କ ପାଖରେ ପହଞ୍ଚିଲି। ମୁଁ ସେତେବେଳେ ଜାଣି ନ ଥିଲି ଯେ ମୁଁ ଆଉ ତାଙ୍କୁ ଭେଟିବାକୁ ସମର୍ଥ ହେବି ନାହିଁ। ମୁଁ ତାଙ୍କୁ ଦେଖି ପାରିବି ନାହିଁ। ଏହା ମୋର ସୌଭାଗ୍ୟ ଯେ ୫୦ ବର୍ଷରୁ ଅଧିକ ସମୟ ଧରି ମୁଁ ଦେଶର ବିଶିଷ୍ଟ ଆଧ୍ୟାତ୍ମିକ ବ୍ୟକ୍ତିବିଶେଷଙ୍କ ଆଶୀର୍ବାଦ ଗ୍ରହଣ କରିବାର ସୁଯୋଗ ପାଇଛି। ସେଥିପାଇଁ ମୁଁ ସେହି ଶକ୍ତି ଜାଣେ ଏବଂ ଅନୁଭବ କରେ।
ସୂଚନଯୋଗ୍ୟ, ଆଚାର୍ଯ୍ୟ ବିଦ୍ୟାସାଗର ମହାରାଜଙ୍କ ଦେହାନ୍ତରେ ସରକାର ଅଧା ଦିନ ଛୁଟି ଘୋଷଣା କରିଛନ୍ତି। ଏହି ଅବଧି ମଧ୍ୟରେ ଜାତୀୟ ପତାକା ଅର୍ଦ୍ଧନମିତରେ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri