‘ଭାରତରେ ନିବେଶ କରିବାର ସମୟ’

ନୂଆଦିଲ୍ଲୀ,୧୭।୧: ଭାରତରେ ନିବେଶ କରିବାର ଶ୍ରେଷ୍ଠ ସମୟ ଆସିଯାଇଛି। ବିଶ୍ୱ ନେତାଙ୍କୁ ଉଦ୍‌ବୋଧନ ଦେଇ ବିଶ୍ୱ ଇକୋନୋମିକ୍‌ ଫୋରୋମ (ଡବ୍ଲ୍ୟୁଇଏଫ୍‌)ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଭଳି କହିଛନ୍ତି। ଏଥିସହ ଭାରତକୁ ବିଶ୍ୱର ସବୁଠୁ ଆକର୍ଷଣୀୟ ବିନିଯୋଗ ଲକ୍ଷ୍ୟସ୍ଥଳ ନିର୍ମାଣ କରିବା ପାଇଁ ସେ କେଉଁ କେଉଁ ପଦକ୍ଷେପ ନେଇଛନ୍ତି, ତାହା ବଖାଣିଛନ୍ତି ମୋଦି।

“ତୁମ ବ୍ୟବସାୟ ଓ ଯୋଜନାକୁ ନୂଆ ସଫଳତାରେ ପହଞ୍ଚାଇବା ଲାଗି ଭାରତୀୟ ଯୁବବର୍ଗ ସମ୍ପୂର୍ଣ୍ଣ ପ୍ରସ୍ତୁତ। ବିଶ୍ୱ ସ୍ତରୀୟ ଦକ୍ଷତା ଯୋଗୁ ଭାରତରେ କେବଳ ୨୦୨୧ରେ ୬୦ ହଜାର ଷ୍ଟାର୍ଟଅପ୍ସ ଖୋଲିଛି” ବୋଲି ବିଶ୍ୱ ଇକୋନୋମିକ୍‌ ଫୋରୋମ (ଡବ୍ଲ୍ୟୁଇଏଫ୍‌)ରେ ପ୍ରଧାନମନ୍ତ୍ରୀ ସୋମବାର କହିଛନ୍ତି।

“ଭାରତ ପୂରା ବିଶ୍ୱକୁ ଆଶାର ସମାହାର ଦେଉଛି। ଏଥିରେ ଆମ ଗଣତନ୍ତ୍ର ଉପରେ ବିଶ୍ୱାସ, ଆମ ଟେକନୋଲୋଜୀ, ଆମ ଟେମ୍ପରାମେଣ୍ଟ ଏବଂ ପ୍ରତିଭା ରହିଛି। ୨୦୧୪ରେ ଭାରତରେ ପଞ୍ଜିକୃତ ଷ୍ଟାର୍ଟଅପ୍ସ ସଂଖ୍ୟା ୧୦୦ ଭଳି ଥିଲା। ବର୍ତ୍ତମାନ ଏହି ସଂଖ୍ୟା ୬୦ ହଜାରରେ ପହଞ୍ଚିଲାଣି। ଆମ ପାଖରେ ୮୦ ୟୁନିକର୍ନ ରହିଛି। ସେମାନଙ୍କ ମଧ୍ୟରୁ ୪୦ଟି ଷ୍ଟାର୍ଟଅପ୍ସ ଗତବର୍ଷ ଏହି ସଫଳତା ପାଇଛନ୍ତି” ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri