Posted inଫୁରସତ

କାଠରେ ନିଆଁ ଲଗାଇ ସିମ୍ପାଞ୍ଜି କରୁଛି ଏପରି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ସିମ୍ପାଞ୍ଜି କାଠ ଭାଙ୍ଗି ସେଥିରେ ନିଆଁ ଲଗାଇ ଖାଦ୍ୟ ପୋଡ଼ି ଖାଉଥିବା ଦେଖିବାକୁ ମିଳୁଛି। ଭିଡିଓଟି ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପାଖେଇଲାଣି କଳିଯୁଗର ଅନ୍ତ: ଆକାଶରେ ଦିଶିବ ୨ଟି ସୂର୍ଯ୍ୟ, ଦ୍ୱିପ୍ରହରରେ ଦେଖାଯିବ ତାରା! ଡରାଇଲା ସଙ୍କେତ…

କଳିଯୁଗରେ ଅଧର୍ମର ଶେଷ ଏବଂ କଲ୍କି ଅବତାରର ସମୟ କ’ଣ ପାଖେଇ ଆସିଲାଣି? ବାସ୍ତବରେ, ‘କାଳଜ୍ଞାନମ୍’ ନାମକ ଏକ ରହସ୍ୟମୟ ଗ୍ରନ୍ଥରେ କଳିଯୁଗର ଶେଷ ସହିତ ଜଡ଼ିତ…

ସମୁଦ୍ର ଗର୍ଭରୁ ମିଳିଲା ସୁନାର ଭଣ୍ଡାର ସାଙ୍ଗକୁ ପୁଳାପୁଳା ଟଙ୍କା; ହେଲେ ସୁନା ମୁଦି ଖୋଲିଦେଲା ବଡ଼ ରହସ୍ୟ

ସମୁଦ୍ରର ଗଭୀରତାରେ ପୋତି ହୋଇ ରହିଥିବା ଗୋଟିଏ ଜାହାଜ ପ୍ରାୟ ୧,୩୦୦ ବର୍ଷ ପରେ ଇତିହାସର ଏପରି ଏକ ପୃଷ୍ଠା ସାମ୍ନାକୁ ଆଣିଛି, ଯାହାକୁ ଦେଖି ବୈଜ୍ଞାନିକମାନେ…

ମହିଳାଙ୍କଠାରୁ ଟଙ୍କା ଭର୍ତ୍ତି ବ୍ୟାଗ୍‌ ଝାମ୍ପିନେଲା ମାଙ୍କଡ଼, ପୋଲିସ ପହଞ୍ଚିବା ପରେ ଯାହା ଘଟିଲା…

ଅଯୋଧ୍ୟାରୁ ସୋସିଆଲ ମିଡିଆରେ ମାଙ୍କଡ଼ର ଏକ କାରନାମା ସାମ୍ନାକୁ ଆସିଛି। ଜଣେ ମହିଳାଙ୍କଠାରୁ ଟଙ୍କା ବ୍ୟାଗ୍‌ ଝାମ୍ପିନେଇ ମାଙ୍କଡ଼ ପଳାଇଗଲା। ମହିଳା ଏବଂ ପାଖରେ ଥିବା ଲୋକମାନେ…

ହଠାତ୍‌ ଟ୍ରେନ୍‌ ଟ୍ରାକ୍‌କୁ ଚାଲିଆସିଲେ ହାତୀପଲ, ବନ କର୍ମଚାରୀ କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ…

ଆସାମର ହୋଜାଇ ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଯାହାକି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ରାଜଧାନୀ ଏକ୍ସପ୍ରେସ୍‌ ଯିବାକୁ ଥିବାବେଳେ ହଠାତ୍‌ ଟ୍ରେନ୍‌ ଟ୍ରାକ୍‌କୁ ହାତୀପଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri