ଏହି ଭଳି ହେବ ଭିକି- କାଟ୍ରିନାଙ୍କ ଗ୍ରାଣ୍ଡ୍‌ ଏଣ୍ଟ୍ରି

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କାଟ୍ରିନା କୈଫ ଏବଂ ଭିକି କୌଶଲ ଆଜି ହାତକୁ ଦି’ହାତ ହେବାକୁ ଯାଉଛନ୍ତି। ଏଥିପାଇଁ ସମସ୍ତ ପ୍ରସ୍ତୁତି ମଧ୍ୟ ଶେଷ ହୋଇସାରିଛି। ରାଜସ୍ଥାନର ସାୱାଇ ମାଧୋପୁରର ଫୋର୍ଟ ବାରୱାରାର ସିକ୍ସ ସେନ୍ସ ରିସର୍ଟରେ ବିବାହ କରିବେ ଏହି ଯୋଡି।
ଏହି ଲଭ୍‌ ବାର୍ଡଙ୍କର ବିବାହ ସବୁ କ୍ଷେତ୍ରରେ ଗ୍ରାଣ୍ଡ୍‌ ହେବାକୁ ଯାଉଛି। ତେବେ କାଟ୍ରିନା ଏବଂ ଭିକି ମଣ୍ଡପକୁ ନିଜ ନିଜ ଗ୍ରାଣ୍ଡ୍‌ ଏଣ୍ଟ୍ରି କରିବା ପାଇଁ ପ୍ରସ୍ତୁତି କରିସାରିଛନ୍ତି। କାଟ୍ରିନା ଏକ ଝୁଲଣାରେ ପ୍ରବେଶ କରିବେ। ପାରମ୍ପାରିକ ଭାରତୀୟ ଝୁଲଣା ରିସର୍ଟ ଭିତରେ ରଖାଯାଇଛି। ସେହିପରି ଭିକି ମଧ୍ୟ ସାତୋଟି ଧଳା ଘୋଡା ବିଶିଷ୍ଟ ଗାଡିରେ ଗ୍ରାଣ୍ଡ୍‌ ଏଣ୍ଟ୍ରି କରିବେ ବୋଲି ଶୁଣାଯାଉଛି।

ବୁଧବାର ତାଙ୍କର ହଳଦୀ ଉତ୍ସବ ଅନୁଷ୍ଠିତ ହୋଇଥିଲା। ସେଥିରେ ମାତ୍ର୨୦ ଜଣ ଅତିଥି ଯୋଗ ଦେଇଥିବା ବେଳେ ୯୦ ରୁ ଅତିଥିଙ୍କ ଉପସ୍ଥିତିରେ ସଙ୍ଗୀତ ଉତ୍ସବ ହୋଇଥିବା ଦେଖିବାକୁ ମିଳିଥିଲା। ତାଙ୍କ ବିବାହକୁ ସେ ସମ୍ପୂର୍ଣ୍ଣ ପ୍ରାଇଭେଟ୍‌ ରଖିବାକୁ ଚାହାନ୍ତି। ଉତ୍ସବରେ ଅତିଥିଙ୍କ ପାଇଁ ଫୋନ ଅନୁମତି ନାହିଁ। କେହି ଫଟୋ ମଧ୍ୟ ଉଠାଇ ପାରିବେ ନାହିଁ କି କେହି ସୋସିଆଲ ମିଡିଆରେ ଫଟୋ ଶେୟାର କରିପାରିବେ ନାହିଁ। ଆଉ ଅତିଥିମାନଙ୍କ ପାଇଁ ମଧ୍ୟ ଆରଟିଫିସିଆର ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାଇଲେ ପରୀକ୍ଷା ଦେଇଥାନ୍ତେ ଶିବାନୀ: ମା’ ବିଲକୁ ଯାଇଥିବାବେଳେ ଘରେ…

ଭଞ୍ଜନଗର,୧୩।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଟୋକାଗଣ୍ଡା ଗ୍ରାମର ଖଦାଳି ସ୍ବାଇଁଙ୍କ ଝିଅ ତଥା ମେଧାବୀ ଛାତ୍ରୀ ଶିବାନୀ ସାଇଁ (୧୭) ସୋମବାର ସନ୍ଧ୍ୟାରେ…

ଘାରିଲା କୋଭିଡ ଭୟ: ଏହି ଜିଲାରେ ହାଇଆଲର୍ଟ ଜାରି

ଭୁବନେଶ୍ୱର, ୧୩।୭: ଆନ୍ଧ୍ରରେ କୋଭିଡ ସଂକ୍ରମଣ ବଢ଼ିବା ପରେ ଗଞ୍ଜାମରେ ହାଇ ଆଲର୍ଟ। ସରକାରୀ ହସ୍ପିଟାଲ ଓ CHCକୁ ସତର୍କ ରହିବାକୁ CDMO ଓ PHO ନିର୍ଦ୍ଦେଶ…

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

କଟକ,୧୩।୭(ପ୍ରଭୁ କଲ୍ୟାଣ ପାଲ୍‌): ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପାଠ୍ୟପୁସ୍ତକର ପ୍ରସ୍ତୁତି, ଅନୁମୋଦନ ଏବଂ ପ୍ରକାଶନ ପ୍ରକ୍ରିୟାରେ ହୋଇଥିବା ଅନିୟମିତତାର ତଦନ୍ତ ଭାର ଆଜି…

୧ କୁଇଣ୍ଟାଲର ଘଡ଼ିଆଳ କୁମ୍ଭୀର ଉଦ୍ଧାର: ସାତକୋଶିଆରେ ଛାଡିଲା ବନବିଭାଗ

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ବ୍ଲକ ଭାଲୁବୁଟୁରା ଗ୍ରାମର ଏକ କେନାଳରୁ ସୋମବାର ଅପରାହ୍ନରେ ଏକ ଘଡ଼ିଆଳ କୁମ୍ଭୀର ବନ ବିଭାଗ ପକ୍ଷରୁ ଉଦ୍ଧାର…

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତଙ୍କୁ ମିଳିଲା ଏହି ଦଣ୍ଡ

ଜୟପୁର,୧୩ା୭(ପବନ ପାଣିଗ୍ରାହୀ): ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର ମାମଲାର ସୋମବାର ରାୟ ପ୍ରକାଶ ପାଇଛି। ଜୟପୁର ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ପୋକ୍ସୋ…

ପ୍ରଶାନ୍ତ କିଶୋରଙ୍କ ମୋଟ ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ପାଟନା,୧୩।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନକୁ ନେଇ ରାଜନୈତିକ ଚର୍ଚ୍ଚା ମଧ୍ୟରେ ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ସମ୍ପତ୍ତି ସମ୍ପର୍କିତ ବିବରଣୀ ପ୍ରକାଶ…

ସ୍କୁଲରୁ ଫେରୁଥିବାବେଳେ ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ: ଥାନାର ଦ୍ୱାରସ୍ଥ ହେଲେ ପରିବାର ଲୋକେ

ଲାଞ୍ଜିଗଡ,୧୩।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା । ଲାଞ୍ଜିଗଡ ବ୍ଲକ ବେନଗାଁ ପଞ୍ଚାୟତ ଅନର୍ଗତ…

ପ୍ରଭାତଙ୍କୁ ବିଶ୍ୱାସଘାତକ କହିଲେ ନବୀନ, ଜବାବରେ ପ୍ରଭାତ ବିଶ୍ବାଳ କହିଲେ ଏମିତି…ରାଜନୀତିରେ ଚହଳ

ଭୁବନେଶ୍ୱର, ୧୩।୭: ପ୍ରଭାତ ବିଶ୍ୱାଳଙ୍କ ଉପରେ ବର୍ଷିଲେ ନବୀନ ପଟ୍ଟନାୟକ। ପ୍ରଭାତଙ୍କୁ ବିଶ୍ୱାସଘାତକ କହି ଟାର୍ଗେଟ୍‌ କରିଛନ୍ତି। ଚୌଦ୍ବାର ବିଜେଡି କର୍ମୀଙ୍କୁ ସମ୍ବୋଧନ ବେଳେ ଏପରି କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri