ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ ପିଇବା ପାଣି ଦେଉଛନ୍ତି। କଚ୍ଛର ଗ୍ରେଟ ରାଣା (ଯାହା ଥର୍‌ ମରୁଭୂମି ସନ୍ନିକଟ ଅଞ୍ଚଳ)ରେ ସେ ଏହି କାର୍ଯ୍ୟ କରୁଛନ୍ତି। ଏହା ସେ ପ୍ରତିବର୍ଷ କରି ଆସୁଛନ୍ତି। ସେଥିପାଇଁ ତାଙ୍କୁ ସେହି ଅଞ୍ଚଳର ଲୋକେ ଶ୍ରଦ୍ଧାରେ ଆମ୍ମା ବୋଲି ଡାକନ୍ତି। ପଥଚାରୀଙ୍କୁ ପିଇବା ପାଣି ଯୋଗାଇବାରେ ତାଙ୍କୁ ତାଙ୍କ ସାନ ପୁଅ ସାହାଯ୍ୟ କରୁଛନ୍ତି। ରାସ୍ତାକଡ଼ରେ ବଡ଼ ବଡ଼ ମାଠିଆରେ ପାଣି ଭରି ସେ ତାଙ୍କ ସାନ ପୁଅ ସହ ଏକ ଅସ୍ଥାୟୀ ଘରେ ଠିଆ ହୋଇଥାନ୍ତି। ସେ ଓ ତାଙ୍କ ପୁଅ ଖରାରୁ ରକ୍ଷା ପାଇଁ ବାଉଁଶ ବାନ୍ଧି ପଲିଥିନରେ ଏହି କୁଡ଼ିଆ କରିଛନ୍ତି। ସେଇଠି ଠିଆ ହୋଇ ମା’ ପୁଅ ତୁଷାର୍ତ୍ତଙ୍କୁ ପାଣି ଯୋଗାଉଛନ୍ତି। ମରୁ ଅଞ୍ଚଳର ଛୋଟିଆ କୁଡ଼ିଆରେ ତାଙ୍କ ଉପସ୍ଥିତି ସମ୍ପର୍କରେ ପ୍ରାୟ ସମସ୍ତ ପଥଚାରୀ ଜାଣନ୍ତି ଏବଂ ସେହିବାଟରେ ଗଲାବେଳେ ଆମ୍ମାଙ୍କ ହାତରୁ ଥଣ୍ଡାପାଣି ପିଇବାକୁ ଭୁଲନ୍ତି ନାହିଁ। ଲୋକେ ପାଣି ପିଇସାରିବା ପରେ ତାଙ୍କୁ ଧନ୍ୟବାଦ ଦେଇ ବିଦାୟ ନିଅନ୍ତି, ଯାହା ସବୁଠୁ ଖୁସିର ମୁହୂର୍ତ୍ତ ବୋଲି ଆମ୍ମା କହନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ରପ୍ରଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ମୃତ୍ୟୁ ସଂଖ୍ୟା ୪, ହାଇ ଆଲର୍ଟରେ…

ଅମରାବତୀ,୧୭।୭: ଆନ୍ଧ୍ରରେ ମାଡୁଛି କରୋନା ଭାଇରସ୍ । ରାଜ୍ୟ ସ୍ୱାସ୍ଥ୍ୟ କମିଶନର ଜି. ବୀରାପାଣ୍ଡିଆନ୍ କହିଛନ୍ତି ଯେ ଜୁନ୍ ୨୬ ରୁ ଜୁଲାଇ ୧୬ ମଧ୍ୟରେ ରାଜ୍ୟରେ…

ବଙ୍ଗୋପସାଗରରେ ବୁଡ଼ିଗଲା ଦୁଇ ଡଙ୍ଗା; ୫୦୦ ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ମୃତ୍ୟୁ ଆଶଙ୍କା

ନୂଆଦିଲ୍ଲୀ,୧୭।୭: ମ୍ୟାନମାରରୁ ଯାଇଥିବା ୫୦୦ ରୁ ଅଧିକ ଲୋକ ସମୁଦ୍ରରେ ନିଖୋଜ ହେବାର ଆଶଙ୍କା କରାଯାଉଛି। ଖରାପ ପାଗ ଯୋଗୁ ମ୍ୟାନମାର ଉପକୂଳ ନିକଟରେ ଦୁଇଟି ଡଙ୍ଗା…

ବାର୍‌ହା ଆତଙ୍କ: ଘରେ ପଶି ଗୋଡ଼ାଇ ଗୋଡ଼ାଇ କଲା ଆକ୍ରମଣ, ୫ ଲହୁଲୁହାଣ

ମହାକାଳପଡ଼ା,୧୭ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବରକନ୍ଧା ପଞ୍ଚାୟତର ସାଠିଏବାଟି ଗ୍ରାମରେ ଶୁକ୍ରବାର ସକାଳୁ ଜଙ୍ଗଲୀ ବାର୍‌ହା ଆତଙ୍କ ସୃଷ୍ଟି କରିଛି। ବାର୍‌ହା ଆକ୍ରମଣରେ…

ପରସ୍ପର କଥା ହେଉନାହାନ୍ତି କି କୋହଲି-ଗମ୍ଭୀର: କୋଚ କଲେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୭।୭: ବିରାଟ କୋହଲି ଏବଂ ଟିମ ଇଣ୍ଡିଆର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ମଧ୍ୟରେ ସମ୍ପର୍କକୁ ନେଇ ବହୁତ ସମୟ ଧରି କଳ୍ପନାଜଳ୍ପନା ଚାଲିଛି। ଗତ ବର୍ଷ…

ଜୈଶ-ଇ-ମହମ୍ମଦର ୫ ଆତଙ୍କବାଦୀ ଗିରଫ; ଦେଶବ୍ୟାପୀ ବିସ୍ଫୋରଣ ଯୋଜନା ପଣ୍ଡ

ଅହମଦାବାଦ,୧୭।୭: ଗୁଜୁରାଟ ATS ଜୈଶ-ଇ-ମହମ୍ମଦ ସହିତ ଜଡିତ ୫ ଜଣ ଆତଙ୍କବାଦୀଙ୍କୁ ଗିରଫ କରିଛି। ଜୈଶ ଆତଙ୍କବାଦୀଙ୍କ ସମ୍ପର୍କରେ ଗୁପ୍ତ ସୂଚନା ପାଇ ଗୁଜୁରାଟ ଆତଙ୍କବାଦ ନିରୋଧୀ…

ଶୋଇଥିବାବେଳେ ଘର ମାଲିକାଣୀଙ୍କୁ ବାହାର ପଟୁ ଶିକୁଳି ମାରି ୪ ଛେଳି ଧରି ଛୁ, ସକାଳୁ ଉଠି ଦେଖିଲା ବେଳକୁ…

ପାଟଣା ,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଜଗନ୍ନାଥ ବାରିକଙ୍କ ଘର ଭିତରୁ…

ବୃଦ୍ଧ, ଗୁରୁତର ଅସୁସ୍ଥ କଏଦୀଙ୍କ ପାଇଁ ଖୁସି ଖବର: ସୁପ୍ରିମକୋର୍ଟ ଜାରି କଲେ ନୂଆ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭।୭: ଦେଶର ବିଭିନ୍ନ ଜେଲ୍‌ରେ ବନ୍ଦୀ ଥିବା ବୃଦ୍ଧ, ଗୁରୁତର ଅସୁସ୍ଥ ଏବଂ ଅକ୍ଷମ କଏଦୀମାନଙ୍କ ପାଇଁ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ସମସ୍ତ ରାଜ୍ୟ…

ଛାତ୍ରଙ୍କ ସ୍କୁଲ ବ୍ୟାଗ୍‌ରେ ନାଗ ସାପ, ଖୋଲିବା ମାତ୍ରେ କଲା ସୁ ସୁ ଗର୍ଜନ, ଭିଡିଓ ଦେଖିଲେ…

ଭୋପାଳ,୧୭ା୭: ମଧ୍ୟପ୍ରଦେଶର ସାଗର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଛାତ୍ରଙ୍କ ବ୍ୟାଗରୁ ହଠାତ୍‌ ଏକ ସାପ ବାହାରିଲା। ବିଷାକ୍ତ ସାପ ଦେଖିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri