ଏଇ ଭାରତରେ

୪୦୦ଟି ଭାଷାରେ ପଢ଼ି ଓ ଲେଖି ପାରୁଛନ୍ତି ତାମିଲନାଡୁ ଚେନ୍ନାଇର ୧୯ ବର୍ଷୀୟ ମହମ୍ମଦ ଆକ୍ରାମ। ଏଭଳି ଦକ୍ଷତା ପାଇଁ ସେ ବିଶ୍ୱ ରେକର୍ଡର ଅଧିକାରୀ ହୋଇପାରିଛନ୍ତି। ଆକ୍ରାମ ୪୬ଟି ଭାଷା ଅତି ପ୍ରାଞ୍ଜଳ ଭାବେ କହିପାରୁଛନ୍ତି। ଆକ୍ରାମଙ୍କ ପିତା ଶିଲ୍‌ବି ମୋଝିପ୍ରିୟାନ୍‌ ମଧ୍ୟ ୧୬ଟି ଭାଷା କହିପାରନ୍ତି ଏବଂ କଗ୍ନିଟିଭ୍‌ ସାଇକୋଲୋଜିରେ ପିଏଚ୍‌ଡି କରିଛନ୍ତି। ତାଙ୍କ ତତ୍ତ୍ୱାବଧାନରେ ଆକ୍ରାମ ଏତେସବୁ ଭାଷ ଶିଖିପାରିଛନ୍ତି। ତାଙ୍କୁ ଯେତେବେଳେ ୪ ବର୍ଷ ହୋଇଥିଲା ସେତେବେଳେ ସେ ବିଭିନ୍ନ ଭାଷା ଶିଖିବା ଆରମ୍ଭ କରିଥିଲେ। ବୟସ ୬ରୁ ୮ ବର୍ଷ ମଧ୍ୟରେ ସେ ୫୦ଟି ଭାଷା ଜାଣିସାରିଥିଲେ। ଆକ୍ରାମ ୭୦ ଜଣ ଭାଷା ବିଶେଷଜ୍ଞଙ୍କ ସହ ପ୍ରତିଯୋଗିତା କରି ଜର୍ମାନୀ ୟଙ୍ଗ୍‌ ଟ୍ୟାଲେଣ୍ଟ ଆଓ୍ବାର୍ଡ ହାସଲ କରିଛନ୍ତି। ସେ ଟ୍ୟାଲେଣ୍ଟ ଶୋ’ରେ ଭାଗନେବା ସହ ବିଭିନ୍ନ ଦେଶର ଏକାଧିକ ଡିଗ୍ରୀ କୋର୍ସ କରୁଛନ୍ତି। ତାଙ୍କ ପିତା ଚେନ୍ନାଇର ଶେନୟ ନଗରରେ ‘ଆକ୍ରାମ ଗ୍ଲୋବାଲ ଲାଙ୍ଗୁଏଜ୍‌ ଇନ୍‌ଷ୍ଟିଚ୍ୟୁଟ୍‌’ ପ୍ରତିଷ୍ଠା କରି ଉଭୟ ଅନ୍‌ଲାଇନ ଓ ଅଫ୍‌ଲାଇନ ଶିକ୍ଷା ଦେଉଛନ୍ତି । ଆକ୍ରାମ ସେଠାରେ ପିଲାମାନଙ୍କୁ ମଧ୍ୟ ପଢ଼ାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଘର ନାହିଁ, ସ୍କୁଲ ଚାଲିଛି ଖୋଲା ଆକାଶ ତଳେ। ଏଠି ଦେୟ ଦେବାକୁ ପଡ଼ୁନାହିଁ କି ସିଲାବସ୍‌ ମଧ୍ୟ ନାହିଁ। ଯଦି ଏପରି କୌଣସି ସ୍କୁଲ୍‌ ସରକାରୀସ୍ତରରେ…

ଚାଲ ଭୋଟର ତିଆରି କରିବା

ଯଦିଓ ଭାରତରେ ପ୍ରତ୍ୟେକ ନାଗରିକ ୧୮ ବର୍ଷ ପରେ ଭୋଟ ଦେବା ପାଇଁ ଯୋଗ୍ୟ ବିବେଚିତ ହେଉଛନ୍ତି, ସେମାନେ ଭୋଟ ଦେବା ପାଇଁ କେତେଦୂର ସକ୍ଷମ ଏହା…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

କଳାଧନ ଓ କାଳମନ

କଳାଧନ ବିଷୟରେ କେତେ ପ୍ରକାର କଥା କୁହାଯାଇଛି, କୁହାଯାଉଛି ଓ କାମ କରାଯାଉଛି। ଭାରତ ପରିପ୍ରେକ୍ଷୀରେ ଏହାର ନକାରାମତ୍କ ଗୁରୁତ୍ୱ ଏତେ ବଢ଼ିଯାଇଛି ଯେ ଢିଙ୍କିଶାଳରୁ ଢେଙ୍କାନାଳ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ଇଏ କି ଭକ୍ତ-୨

ଗଣେଶ ପୂଜାରୁ ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି। ଓଡ଼ିଶାର ଖୋର୍ଦ୍ଧା ଜିଲାର ଜଟଣୀରେ ୨୬ ସେପ୍ଟେମ୍ବରରେ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା ଚାଲୁଥିବା ବେଳେ ଏକ ବ୍ୟାଙ୍କ୍‌ର ତାଜା…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?