Posted inଖେଳ

ସୁପର-୧୨ ଗ୍ରୁପ୍‌ର ଚିତ୍ର ସ୍ପଷ୍ଟ: କିଛି ଏଭଳି ରହିଛି ଟିମ୍‌ ଇଣ୍ଡିଆର ସମ୍ପୂର୍ଣ୍ଣ ମ୍ୟାଚ୍‌ ବିବରଣୀ

ମେଲବୋର୍ନ,୨୧।୧୦: ଟି୨୦ ବିଶ୍ୱକପ୍‌ର ଅନ୍ତିମ କ୍ୱାଲିଫାଇଂ ମୁକାବିଲା ପରେ ସୁପର-୧୨ ଗ୍ରୁପକୁ ନେଇ ଚିତ୍ର ସ୍ପଷ୍ଟ ହୋଇଛି। ଗ୍ରୁପ୍‌-ଏରୁ ଶ୍ରୀଲଙ୍କା ଏବଂ ନେଦରଲ୍ୟାଣ୍ଡ ଟିମ୍‌ ଏହି ଟିକେଟ ହାସଲ କରିଥିବା ବେଳେ ଅପ୍ରତ୍ୟାଶିତ ଭାବେ ଗ୍ରୁପ୍‌-ବିରୁ ଜିମ୍ବାଓ୍ବେ ଏବଂ ଆୟରଲ୍ୟାଣ୍ଡ ଟିମ୍‌ ଏହି ଗ୍ରୁପ୍‌ରେ ପହଞ୍ଚିବାରେ ସଫଳ ହୋଇଛି। ଏମିତିରେ ଏବେ ସୁପର-୧୨ ଗ୍ରୁପ୍‌-୧ରେ ଆଫଗାନିସ୍ତାନ, ଅଷ୍ଟ୍ରେଲିଆ, ଆୟରଲ୍ୟାଣ୍ଡ, ନ୍ୟୁଜିଲାଣ୍ଡ ଏବଂ ଶ୍ରୀଲଙ୍କା ଟିମ୍‌ ମଧ୍ୟରେ ସେମିଫାଇନାଲ ଲାଗି ମୁକାବିଲା ହେବ। ସେହିଭଳି ଗ୍ରୁପ୍‌-୨ରେ ବାଲାଂଦେଶ, ଭାରତ, ନେଦରଲ୍ୟାଣ୍ଡ, ପାକିସ୍ତାନ, ଦକ୍ଷିଣ ଆଫ୍ରିକା ଏବଂ ଜିମ୍ବାଓ୍ବେ ଟିମ୍‌ ମଧ୍ୟରେ ପ୍ରଥମ ସ୍ଥାନରେ ରହିବା ଲାଗି କଡ଼ା ମୁକାବିଲା ଦେଖିବାକୁ ମିଳିବ।

ଭାରତୀୟ ଟିମ୍‌ ନିଜର ଅଭିଯାନ ଅକ୍ଟୋବର ୨୩ରୁ ମେଲବୋର୍ନରେ ପାକିସ୍ତାନ ବିପକ୍ଷରେ ଆରମ୍ଭ କରିବ। ଏହାପରେ ଦଳ ଅକ୍ଟୋବର ୨୭ରେ ନେଦରଲ୍ୟାଣ୍ଡ , ଅକ୍ଟୋବର ୩୦ରେ ଦକ୍ଷିଣ ଆଫ୍ରିକା , ନଭେମ୍ବର ୨ରେ ବାଲାଂଦେଶ  ଏବଂ ନଭେମ୍ବର ୬ରେ ଜିମ୍ବାଓ୍ବେ ବିପକ୍ଷରେ ମ୍ୟାଚ୍‌ ଖେଳିବ।

-ଅକ୍ଟୋବର ୨୩-ପାକିସ୍ତାନ-ମେଲବୋର୍ନ-ଅପରାହ୍ନ ୧.୩୦
-ଅକ୍ଟୋବର ୨୭-୨୦୨୨-ନେଦରଲ୍ୟାଣ୍ଡ-ସିଡନୀ-ଅପରାହ୍ନ ୧୨.୩୦
-ଅକ୍ଟୋବର ୩୦- ଦକ୍ଷିଣ ଆଫ୍ରିକା-ପର୍ଥ-ଅପରାହ୍ନ ୪.୩୦
-ନଭେମ୍ବର ୨-ବାଲାଂଦେଶ-ଅପରାହ୍ନ ୧.୩୦
-ନଭେମ୍ବର ୬-ଜିମ୍ବାଓ୍ବେ-ମେଲବୋର୍ନ-ଅପରାହ୍ନ ୧.୩୦


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri