ଆଇପିଏଲ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି…

ମୁମ୍ବାଇ,୨୩।୫: ଆଇପିଏଲ ଇତିହାସରେ ପ୍ରଥମଥର ପାଇଁ ଗୋଟିଏ ସିଜିନ୍‌ରେ ୧୦୦୦ ଛକା ମାରିବାର ରେକର୍ଡ ସୃଷ୍ଟି ହୋଇଛି। ପଞ୍ଜାବ କିଙ୍ଗସ ବ୍ୟାଟ୍ସମ୍ୟାନ ଲିଆମ ଲିଭିଙ୍ଗଷ୍ଟୋନ ଚଳିତ ସିଜିନ୍‌ରେ ୧୦୦୦ ତମ ଛକା ମାରିଥିଲେ। ଚଳିତ ଆଇପିଏଲ୍‌ରେ ଏପର୍ଯ୍ୟନ୍ତ ୧୦୦୧ଟି ଛକା ମରାଯାଇଛି। ଏହାପୂର୍ବରୁ, ଆଇପିଏଲ ୨୦୧୮ରେ ୮୭୨ଟି ଛକା ହୋଇଥିଲା। ସେହିପରି ଆଇପିଏଲ ୨୦୧୯ରେ ୭୮୪ ଛକା, ୨୦୧୨ରେ ୭୩୧ଟି ଛକା ହୋଇଥିଲା।
ଆଇପିଏଲର ଗୋଟିଏ ସିଜିନରେ ଛକା ରେକର୍ଡ
ଆଇପିଏଲ ୨୦୨୨ – ୧୦୦୧ ଛକା (ଆଜି ପର୍ଯ୍ୟନ୍ତ)
ଆଇପିଏଲ ୨୦୧୮ – ୮୭୨ ଛକା
ଆଇପିଏଲ ୨୦୧୯ – ୭୮୪ ଛକା
ଆଇପିଏଲ ୨୦୨୦ – ୭୩୪ ଛକା
ଆଇପିଏଲ ୨୦୧୨ – ୭୩୧ ଛକା


Enter your email to get our daily news in your inbox.

All Right Reserved By Dharitri.Com

ତେନ୍ଦୁଲକରଙ୍କ ହୃଦୟ ଜିଣିଲେ ଦିବ୍ୟାଙ୍ଗ

ମୁମ୍ବାଇ,୪ା୧- ଛତିଶଗଡ଼ର ଦାନ୍ତଓ୍ବୋଡାରେ ରହୁଥିବା ଦିବ୍ୟାଙ୍ଗ ଶିଶୁ ନିଜ କ୍ରିକେଟ ଖେଳ ବଳରେ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ହୃଦୟ ଜିଣି ନେଇଛନ୍ତି। ତାଙ୍କ ନାମ...

ଚେପକ୍‌ ପିଚ୍‌କୁ ନେଇ ଅନିଶ୍ଚିତତା

ଚେନ୍ନାଇ,୨୩ା୫(ପି.ଟି.): ଆଇପିଏଲ୍‌ର କ୍ୱାଲିଫାୟର୍‌-୧ରେ ମଙ୍ଗଳବାର ପରସ୍ପରକୁ ଭେଟିବେ ୪ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ ଓ ଡିଫେଣ୍ଡିଂ ଚାମ୍ପିୟନ ଗୁଜରାଟ ଟାଇଟନ୍ସ। ଏହା ସହିତ...

ଫିଫା ସର୍ଭେ: ୭୦ ପ୍ରତିଶତ ମହିଳା କ୍ଲବ କ୍ଷତିରେ ଚାଲୁଛି

ଜେନେଭା,୨୮।୫(ଏପି): ବିଶ୍ୱ ଫୁଟ୍‌ବଲର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ଫିଫାର ଏକ ସର୍ଭେ ବିଶ୍ୱ ମହିଳା ଫୁଟ୍‌ବଲର ସମସ୍ୟାକୁ ପଦାରେ ପକାଇଛି। ଅନ୍ତର୍ଜାତୀୟସ୍ତରର ୭୦ ପ୍ରତିଶତ ମହିଳା...

ସଫଳତାର ରାଜ୍‌ ଖୋଲିଲେ ଜାଡେଜା

ଲଣ୍ଡନ,୩।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଶେଷ ଟେଷ୍ଟ ମ୍ୟାଚ ଏଜବାଷ୍ଟନଠାରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଟସ ହାରିବା ପରେ ପ୍ରଥମେ ବ୍ୟାଟିଂ କରି ଭାରତ...

କ୍ରିକେଟ୍‌ରୁ ଦୂରେଇଲେ ଆଫ୍ରିଦୀ

କରାଚୀ,୧୩।୨: ପୂର୍ବତନ ପାକିସ୍ତାନ ଅଧିନାୟକ ଶାହିଦ ଆଫ୍ରିଦୀ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌)ରୁ ରବିବାର ସନ୍ନ୍ୟାସ ନେଇଛନ୍ତି। ଅଣ୍ଟା ଜନିତ ଆହତ ସମସ୍ୟା ଯୋଗୁ ସିଜିନ...

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ତୃତୀୟ ଦିନିକିଆ ମ୍ୟାଚ୍‌: ଜାଣନ୍ତୁ କେଉଁଠି, କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ତ୍ରିନିଦାଦ,୧।୮: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ ଆଜି ଖେଳାଯିବ। ଏପର୍ଯ୍ୟନ୍ତ ଭାରତ ଏବଂ...

ଅଶ୍ୱିନଙ୍କ ଜଲଓ୍ବା: ଅଭ୍ୟାସ ମ୍ୟାଚ୍‌ ଡ୍ର

ଲିସେଷ୍ଟର,୨୭।୬: ଭାରତ ଏବଂ ଲିସେଷ୍ଟରଶାୟାର୍‌ ମଧ୍ୟରେ ଅଭ୍ୟାସ ମ୍ୟାଚ ଡ୍ର’ରେ ଶେଷ ହୋଇଛି। ମ୍ୟାଚର ଚତୁର୍ଥ ଦିନରେ ଲିସେଷ୍ଟରଶାୟାର୍‌କୁ ଜିତିବା ପାଇଁ ୩୬୭ ରନ ସ୍କୋର...

ଆର୍‌ସିବି ପାଇଁ ବିଜୟ ଲକ୍ଷ୍ୟ ୧୫୨…

ମୁମ୍ବାଇ, ୯।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ...

Advertisement
Archives

Model This Week