ପ୍ରଥମଥର ଏପରି କରିବାକୁ ଯାଉଛନ୍ତି ସଲମାନ ଖାନ୍‌

ବଲିଉଡ୍‌ର ଦବଙ୍ଗ ଷ୍ଟାର୍‌ ସଲମାନ ଖାନ ତାଙ୍କର ୩୨ ବର୍ଷର କ୍ୟାରିୟରରେ ପ୍ରଥମ ଥର ପାଇଁ ଏମିତି ଏକ ଫିଲ୍ମ କରିବାକୁ ଯାଉଛନ୍ତି, ଯାହା ସେ ପୂର୍ବରୁ କରିନାହାଁନ୍ତି । ପ୍ରଥମ ଥର ପାଇଁ ସେ ଏକ ବାୟୋପିକ ଫିଲ୍ମ କରିବାକୁ ଯାଉଛନ୍ତି। ବଲିଉଡର ଭାଇଜାନ ସଲ୍ଲୁଙ୍କ ଫିଲ୍ମକୁ ନେଇ ଦର୍ଶକଙ୍କ ମଧ୍ୟ ପ୍ରବଳ ଉତ୍କଣ୍ଠା ରହିଥାଏ। କମେଡି, ଡ୍ରାମା, ଆକ୍ସନ, ରୋମାଣ୍ଟିକ ଚଳଚ୍ଚିତ୍ର କରିବା ପରେ ସେ ଏବେ ନିର୍ଦ୍ଦେଶକ ରାଜକୁମାର ଗୁପ୍ତାଙ୍କ ଆଗାମୀ ଚଳଚ୍ଚିତ୍ରରେ ‘ବ୍ଲାକ ଟାଇଗର’ ଭାବରେ ଜଣାଶୁଣା ଭାରତୀୟ ଗୁପ୍ତଚର ରବିନ୍ଦ୍ର କୌଶିକଙ୍କ ଭୂମିକାରେ ଅଭିନୟ କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏହି ପ୍ରୋଜେକ୍ଟ ପ୍ରାଥମିକ ପର୍ଯ୍ୟାୟରେ ଅଛି।
ଏହି ଚଳଚ୍ଚିତ୍ରଟି ଭାରତୀୟ ଗୁପ୍ତଚର ରବିନ୍ଦ୍ର କୌଶିକଙ୍କ ଜୀବନୀ ଉପରେ ଆଧାରିତ। ରବିନ୍ଦ୍ରଙ୍କୁ ଭାରତର ସର୍ବଶ୍ରେଷ୍ଠ ଗୁପ୍ତଚର ଭାବରେ ବିବେଚନା କରାଯାଏ, ସେ ବ୍ଲାକ ଟାଇଗର ଭାବରେ ଜଣାଶୁଣା। ରାଜକୁମାର ଗୁପ୍ତା ଗତ ୫ ବର୍ଷ ଧରି ତାଙ୍କ ଜୀବନ ଉପରେ ଗବେଷଣା କରୁଛନ୍ତି ଏବଂ ଶେଷରେ ସେ ଏକ ସ୍କ୍ରିପ୍ଟ ପ୍ରସ୍ତୁତ କରିଛନ୍ତି, ଯାହାକୁ ସେ ପରଦାରେ ଆଣିବାକୁ ଚାହୁଁଛନ୍ତି। ସେ ଏହି ସ୍କ୍ରିପ୍ଟକୁ ସଲମାନଙ୍କୁ କିଛି ଦିନ ପୂର୍ବରୁ ଶୁଣାଇଥିଲେ, ଯାହା ପରେ ସଲମାନ ଏହି ଚଳଚ୍ଚିତ୍ରରେ କାମ କରିବାକୁ ସମ୍ମତି ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?