Posted inଖେଳ

୧୯୮୫-୮୬ ପରେ ପ୍ରଥମଥର ପାଇଁ ଅଷ୍ଟ୍ରେଲିଆ ମାଟିରେ ଏମିତି କାରନାମା କଲା ଭାରତ

ମେଲବୋର୍ନ, ୨୮।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର ଗାଭାସ୍କର ଟ୍ରଫି ଆରମ୍ଭ ହୋଇଛି। ସିରିଜର ଦ୍ୱିତୀୟ ମ୍ୟାଚ ମେଲବୋନର୍ର୍ କ୍ରିକେଟ ଗ୍ରାଉଣ୍ଡରେ (ଏମସିଜି) ଖେଳାଯାଉଛି। ବକ୍ସିଂ ଡେ ଟେଷ୍ଟରେ ଭାରତ ପ୍ରଥମ ଇନିଂସରେ ୧୩୧ ରନ ଅଗ୍ରଣୀ ହାସଲ କରିଥିଲା। ଏହାପୂର୍ବରୁ ଆଡିଲେଡରେ ଖେଳାଯାଇଥିବା ଟେଷ୍ଟ ମ୍ୟାଚରେ ଭାରତ ପ୍ରଥମ ଇନିଂସରେ ୫୩ ରନର ଅଗ୍ରଣୀ ହାସଲ କରିଥିଲା। ଅଷ୍ଟ୍ରେଲିଆରେ ଚାଲିଥିବା ପ୍ରଥମ ଦୁଇଟି ଟେଷ୍ଟ ମ୍ୟାଚର ପ୍ରଥମ ଇନିଂସରେ ଅଗ୍ରଣୀ ହାସଲ କରିବାକୁ ଭାରତ ଦ୍ୱିତୀୟ ଥର କରିଛି। ୧୯୮୫-୮୬ ପରଠାରୁ ଏହା ପ୍ରଥମଥର ଅଷ୍ଟ୍ରେଲିଆରେ ପ୍ରଥମ ଦୁଇଟି ଟେଷ୍ଟ ସିରିଜର ପ୍ରଥମ ଇନିଂସରେ ଭାରତୀୟ କ୍ରିକେଟ ଦଳ ଅଗ୍ରଣୀ ହାସଲ କରିଛି।
୧୯୮୫-୮୬ ମସିହାରେ ଆଡିଲେଡରେ ଅନୁଷ୍ଠିତ ପ୍ରଥମ ଟେଷ୍ଟ ମ୍ୟାଚରେ ଅଷ୍ଟ୍ରେଲିଆର ୩୮୧ ରନ ଜବାବରେ ଭାରତ ପ୍ରଥମ ଇନିଂସରେ ୫୨୦ ରନ ସଂଗ୍ରହ କରିଥିଲା। ଏହା ପରେ ମେଲବୋର୍ନରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଅଷ୍ଟ୍ରେଲିଆାର ୨୬୨ ରନ ଜବାବରେ ଭାରତ ୪୪୫ରନ ସ୍କୋର କରିଥିଲା। ତେବେ ଏହି ଦୁଇଟି ମ୍ୟାଚ୍‌ର ଫଳାଫଳ ଡ୍ର ରହିଥିଲା। ତୃତୀୟ ଟେଷ୍ଟ ମ୍ୟାଚ ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯାଇଥିଲା ଯେଉଁଥିରେ ଭାରତ ୪ ଉଇକେଟ ପାଇଁ ୬୦୦ ରନ ସଂଗ୍ରହ କରିଥିଲା ଏବଂ ପରେ ଅଷ୍ଟ୍ରେଲିଆକୁ ୩୯୬ ରନ୍‌ରେ ଅଲଆଉଟ୍‌ ରଖିଥିଲା। ତେବେ ଏହି ଟେଷ୍ଟ ଡ୍ର ରହିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri