ପ୍ରଥମ ଫିଲ୍ମର ମିଟିଂ ବେଳେ ସୁରଭିନଙ୍କୁ ଏମିତି ପ୍ରଶ୍ନ…

ମୁମ୍ବାଇ: ବଲିଉଡ୍‌ ଇଣ୍ଡଷ୍ଟ୍ରି ହେଉ ଅବା ଟଲିଉଡ୍‌ ଇଣ୍ଡଷ୍ଟ୍ରି ସମସ୍ତେ କାଷ୍ଟିଂ କାଉଚ୍‌ରେ ଶିକାର ହୋଉଛନ୍ତି । ତେବେ ନିକଟରେ ଅଭିନେତ୍ରୀ ସୁରଭିନ ଚାୱଲା ମଧ୍ୟ କାଷ୍ଟିଂ କାଉଚ୍‌ର ଶିକାର ହୋଇଥିବା ନେଇ ମୁହଁ ଖୋଲିଛନ୍ତି। ଏକ ରେଡିଓ କାର୍ଯ୍ୟକ୍ରମର ସାକ୍ଷାତକାରରେ ନିଜ ସହ ଘଟିଥିବା ଘଟଣା ବିଷୟରେ ସେ ଖୁଲାସା କରିଛନ୍ତି। ଦକ୍ଷିଣ ଭାରତୀୟ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଧିକ ମାତ୍ରାରେ କାଷ୍ଟିଂ କାଉଚ୍‌ କରାଯାଉଥିବା ସେ କହିଛନ୍ତି।

ସୁରଭିନ କହିଛନ୍ତି, ଯେତେବେଳେ ସେ ଟେଲିଭିଜନ ଜଗତରୁ ଫିଲ୍ମରେ ନିଜ କ୍ୟାରିଅର ଆରମ୍ଭ କରିବାକୁ ଚେଷ୍ଟା କରୁଥିଲେ ସେତେବେଳେ ତାଙ୍କୁ କାଷ୍ଟିଂ କାଉଚ୍‌ର ସମ୍ମୁଖୀନ ହେବାକୁ ପଡିଥିଲା। ମୁମ୍ବାଇରେ ତାଙ୍କର ପ୍ରଥମ ଫିଲ୍ମର ମିଟିଂ ବେଳେ ତାଙ୍କ ସହିତ ଏଭଳି ଘଟିଥିଲା। ତାଙ୍କୁ ତାଙ୍କର ରୂପ, ଓଜନ, ଏବଂ ଆକାର ଉପରେ ପ୍ରଶ୍ନ ପଚରାଯାଇଥିଲା। ଏହି ପାରାମିଟରଗୁଡିକ ଦ୍ୱାରା ଜଣେ ମହିଳାଙ୍କୁ ବ୍ୟାଖ୍ୟା କରାଯାଇପାରିବ ନାହିଁ ବୋଲି ସେ କହିଥିଲେ।

ସୁରଭିନ ୨୦୦୩ ରେ ଟେଲିଭିଜନ ‘ସୋପ୍‌ ଅପେରା କେହଁି ତୋ ହୋଗା’ରୁ ଅଭିନୟ ଆରମ୍ଭ କରିଥିଲେ। ସେ କାସୋଟି ଜିନ୍ଦେଜି କେ, କାଜ୍ଜଲ ଏବଂ ୨୪ ଭଳି ଟିଭି ଶୋ’ରେ ମଧ୍ୟ ଅଭିନୟ କରିଛନ୍ତି। ୨୦୦୮ରେ କନ୍ନଡ ଚଳଚ୍ଚିତ୍ର ପରମେଶା ପାନୱାଲା ଚଳଚ୍ଚିତ୍ରରେ ସେ ପ୍ରବେଶ କରିଥିଲେ ଏବଂ ପରବର୍ତ୍ତୀ ସମୟରେ ପଞ୍ଜାବୀ ଚଳଚ୍ଚିତ୍ର ବ୍ୟତୀତ ହମ୍‌ ତୁମ ଶବାନା, ଅଗ୍‌ଲି, ହେଟ ଷ୍ଟୋରୀ ୨, ପରଚେଡ ଆଦି ଚଳଚ୍ଚିତ୍ର କାମ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri