‘ଦ କଶ୍ମୀର ଫାଇଲ୍ସ’କୁ ନେଇ ଏମିତି କହିଲେ ଅଭିଷେକ

ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କ ଫିଲ୍ମ‘ଦ କଶ୍ମୀର ଫାଇଲ୍ସ’କୁ ନେଇ ଦେଶରେ ଚର୍ଚ୍ଚା ଜୋର ଧରିଛି। ବକ୍ସ ଅଫିସରେ ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିଛି । ୯୦ ଦଶକରେ କଶ୍ମୀର ପଣ୍ଡିତଙ୍କ ଉପରେ ହୋଇଥିବା ଅତ୍ୟାଚାରକୁ ପରଦାରେ ପ୍ରଦର୍ଶନ କରାଯାଇଛି। ଫିଲ୍ମକୁ ଦେଖିବା ପରେ ପ୍ରଶଂସକଙ୍କ ଠାରୁ ଆରମ୍ଭ କରି ସେଲିବ୍ରିଟି ପର୍ଯ୍ୟନ୍ତ ସମସ୍ତେ ପ୍ର୍ରଶଂସା କରିଛନ୍ତି। ତେବେ ନିକଟରେ ଅଭିନେତା ଅଭିଷେକ ବଚ୍ଚନ ମଧ୍ୟ ଫିଲ୍ମକୁ ଖୁବ୍‌ ପ୍ରଶଂସା କରିଛନ୍ତି। ଏହି ଫିଲ୍ମକୁ କେହି ଖରାପ କହିଛନ୍ତି ବୋଲି ଆଜି ଯାଏ କାହାକୁ ଭେଟି ନ ଥିବା କହିଛନ୍ତି ଅଭିନେତା। ବିବେକ ଅଗ୍ନିହୋତ୍ରୀ ଅଭିଷେକଙ୍କୁ ଫିଲ୍ମର ପ୍ରଶଂସା କରିଥିବାରୁ ଧନ୍ୟବାଦ ଜଣାଇଛନ୍ତି।
ମାର୍ଚ୍ଚ ୧୧ରେ ରିଲିଜ୍‌ ହୋଇଥିଲା‘ଦ କଶ୍ମୀର ଫାଇଲ୍ସ’। ଯାହାକୁ ଦେଖିବାକୁ ଦର୍ଶକଙ୍କ ଭିଡ ଲାଗି ରହୁଛି। ବକ୍ସ ଅଫିସରେ ୨୦୦ କୋଟି ଆୟ କରିସାରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରପାରିରେ ଅଭିନେତା ରତନ ଚୋପ୍ରା

ପୁଣି ଜଣେ ବଲିଉଡ୍‌ କଳାକାରଙ୍କ ପରଲୋକ ଘଟିଛି। ବଲିଉଡର ବରିଷ୍ଠ ଅଭିନେତା ରତନ ଚୋପ୍ରା ୭୦ ବର୍ଷ ବୟସରେ ସମସ୍ତଙ୍କୁ ଅଲବିଦା କହିଛନ୍ତି। ରତନ ବହୁଦିନ...

ଅନୁଷ୍କା ବିବାହ କରନ୍ତୁ ବୋଲି ଚାହୁଁ ନ ଥିଲେ ପ୍ରଭାସ, କରିଥିଲେ ଏମିତି କାମ

ବମ୍ବେ: ମନୋରଞ୍ଜନ ଦୁନିଆର ସବୁଠାରୁ ଲୋକପ୍ରିୟ ଅନ୍‌ସ୍କ୍ରିନ୍‌ କପଲ୍‌ ହେଲେ ଅନୁଷ୍କା ସେଟ୍ଟୀ- ପ୍ରଭାସ। ଅନେକ ଫିଲ୍ମରେ ଏକାଠି କାମ କରିଛନ୍ତି ସେ। ଉଭୟଙ୍କ କେମିଷ୍ଟ୍ରି...

ଭଲ କଳାକାରଙ୍କ ପାଇଁ ଯଥେଷ୍ଟ ସୁଯୋଗ ଅଛି

ମୁମ୍ବାଇ: ଭଲ କଳାକାରଙ୍କ ପାଇଁ ସିନେମାରେ ଯଥେଷ୍ଟ ସୁଯୋଗ ଅଛି ବୋଲି ବଲିଉଡ ଅଭିନେତ୍ରୀ ରିଚା ଚଢ଼ା ପ୍ରକାଶ କରିଛନ୍ତି। ଉକ୍ତ ଅଭିନେତ୍ରୀ ୨୦୦୮ରେ ପ୍ରଥମ...

ଏହି କାରଣରୁ ଅମିତାଭଙ୍କ ପ୍ରତି ଆକର୍ଷିତ ଥିଲେ ରେଖା

ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ଏବଂ ରେଖାଙ୍କ ପ୍ରେମ କାହାଣୀ କାହାକୁ ଅଛପା ନାହିଁ। ଏକ ସମୟରେ ଏହି ଯୋଡି ନିଜର ପ୍ରେମ କାହାଣୀ ପାଇଁ...

ଏହି କ୍ରିକେଟରଙ୍କୁ ହଁ କହିବାକୁ ୩ ବର୍ଷ ସମୟ ନେଇଥିଲେ ପ୍ରେମିକା: ଏବେ…

ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ଅଛନ୍ତି ଯେଉଁମାନେ ବଲିଉଡ୍‌ ଅଭିନେତ୍ରୀଙ୍କୁ ବିବାହ କରିଛନ୍ତି। ଏମିତି ଏକ ଯୋଡି ହେଲେ ଯୁବରାଜ ସିଂହ ଏବଂ ହେଜଲ...

ମୁହଁର ସର୍ଜରୀ କରିଥିବା ସ୍ବୀକାର କଲେ ଶ୍ରୁତି

ବଲିଉଡ୍‌ କଳାକାରମାନେ ପ୍ଲାଷ୍ଟିକ୍‌ ସର୍ଜରୀ କରିବା କିିଛି ନୂଆ କଥା ନୁହେଁ। ଅନେକ ଅଭିନେତ୍ରୀ ଓଠ, ନାକ ଆଦି ଶରୀରର ବିଭିନ୍ନ ଅଙ୍ଗକୁ ଆକର୍ଷଣୀୟ କରିବା...

ବଲିଉଡ୍‌ ବିବାହରେ କରୋନା ଗ୍ରହଣ: ସ୍ଥଗିତ ହେଲା ଷ୍ଟାରଙ୍କ ଓ୍ବେଡିଂ

ମୁମ୍ବାଇ: କରୋନା ଭାଇରସ୍‌ ଯୋଗୁ ସାରା ବିଶ୍ୱରେ ଲକ୍‌ଡାଉନ୍‌ର ମାହୋଲ ସୃଷ୍ଟି ହୋଇଛି। କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ଲୋକମାନେ ଘରୁ ବାହାରିବା ବନ୍ଦ କରିସାରିଲେଣି।...

ପରିନ୍ଦା ଫିଲ୍ମରେ ଅନୀଲଙ୍କୁ ୧୭ ଥର ଚଟକଣି ମାରିଥିଲେ ଜ୍ୟାକି

ମୁମ୍ବାଇ, ୧।୨: ଜଗୁ ଦାଦାରୁ ବଲିଉଡ ଷ୍ଟାର ପାଲଟିଥିବା ଜ୍ୟାକି ଶ୍ରଫଙ୍କୁ ସୋମବାର ୬୪ ବର୍ଷ ପୂରଣ ହୋଇଛି। ସେ ୬୫ ବର୍ଷରେ ପାଦ ଦେଇଛନ୍ତି।...

Advertisement
Archives

Model This Week