ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’କୁ ନେଇ ଏମିତି କହିଲେ ଅଜୟ ଦେବଗନ

ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’କୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ଏହି ବକ୍ସ ଅଫିସ୍‌ରେ ହିଟ୍‌ ହୋଇଛି। ବିବେକ ଅଗ୍ନିହୋତ୍ରୀଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ରିଲିଜ ହେବାର ଦୁଇ ସପ୍ତାହ ବିତିଥିଲେ ସୁଦ୍ଧା ଦିନକୁ ଦିନ ନୂଆ ରେକର୍ଡ କରିବାରେ ଲାଗିଛି । ବର୍ତ୍ତମାନ ବଲିଉଡର ଅଭିନେତା ଅଜୟ ଦେବଗନ ଫିଲ୍ମକୁ ନେଇ ମୁହଁ ଖୋଲିଛନ୍ତି। ତାଙ୍କର ଆଗାମୀ ଫିଲ୍ମ ‘ରନୱେ ୩୪’ର ଟ୍ରେଲର ଲଞ୍ଚ ସମୟରେ ଅଜୟ ବିବେକ ଅଗ୍ନିହୋତ୍ରୀଙ୍କ ଫିଲ୍ମର ସଫଳତା ଉପରେ ନିଜର ମତ ରଖିଛନ୍ତି।
‘ରନୱେ ୩୪’ର ଟ୍ରେଲର ଲଞ୍ଚରେ ଅଜୟ ଦେବଗନଙ୍କୁ ‘ଦ କଶ୍ମୀର ଫାଇଲ୍ସ’ ସଫଳତାର ରହସ୍ୟ ବିଷୟରେ ପଚରାଯାଇଥିଲା। କୁହାଯାଇଥିଲା କି ବର୍ତ୍ତମାନ କେବଳ ପ୍ରକୃତ ଘଟଣା ଉପରେ ଆଧାରିତ କାହାଣୀକୁ ନେଇ ଦର୍ଶକଙ୍କୁ ଥିଏଟରକୁ ଆଣିପାରିବ କି? ଏହି ପ୍ରଶ୍ନ ଉପରେ ଅଜୟ ଦେବଗନ କହିଛନ୍ତି, ‘ନା ନା, ସେମିତି କିଛି ନୁହେଁ, ଏହା କେବଳ ଭାରତରେ ହିଁ ନୁହେଁ।, ଏହା ସମଗ୍ର ବିଶ୍ୱରେ ଅଛି। ଯେପରି ମୁଁ ‘ଦି ଲିଜେଣ୍ଡ ଅଫ ଭଗବତ ସିଂ’ ଭଳି ଚଳଚ୍ଚିତ୍ରରେ କରିସାରିଛି । କିଛି କାହାଣୀ ଏତେ ପ୍ରେରଣାଦାୟକ ଥାଏ ଏବଂ ବେଳେବେଳେ ସତ୍ୟତା ରହିପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri