Posted inଖେଳ

୪୦ ବର୍ଷ ପରେ ବିଶ୍ୱକପ୍‌ରେ ଘଟିଲା ଏମିତି

ଚେନ୍ନାଇ,୮।୧୦: ଦିନିକିଆ ବିଶ୍ୱକପ ୨୦୨୩ର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍‌ ଦଳ ଏକ ଲଜ୍ଜାଜନକ ରେକର୍ଡ କରିଛି। ଚେନ୍ନାଇର ଚେପକ ଷ୍ଟାଡିୟମରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ଏହି ମ୍ୟାଚରେ ଉଭୟ ଭାରତୀୟ ଓପନର୍‌ ଖାତା ଖୋଲି ପାରି ନ ଥିଲେ। ଅଷ୍ଟ୍ରେଲୀୟ ଦ୍ରୁତ ବୋଲର ମିଚେଲ ଷ୍ଟାର୍କ ଏବଂ ଜୋଶ ହାଜଲେଉଡ ଭାରତୀୟ ଓପନରଙ୍କୁ ଆଉଟ୍‌ କରିଥିଲେ। ବିଶ୍ୱକପରେ ୪୦ ବର୍ଷ ପରେ ଭାରତର ଉଭୟ ଓପନିଂ ବ୍ୟାଟ୍ସମ୍ୟାନ ଶୂନ୍ୟରେ ଆଉଟ୍‌ ହୋଇଛନ୍ତି। ଏହା ପୂର୍ବରୁ ୧୯୮୩ ବିଶ୍ୱକପରେ ଘଟିଥିଲା।
ଆଜିର ମ୍ୟାଚରେ ଇଶାନ କିଶନ ଅଧିନାୟକ ରୋହିତ ଶର୍ମାଙ୍କ ସହ ଭାରତ ପାଇଁ ଖୋଲିବାକୁ ଆସିଥିଲେ। ଇଶାନ କିଶନ ଇନିଂସର ପ୍ରଥମ ଓଭରରେ ମିଚେଲ ଷ୍ଟାର୍କଙ୍କ ଦ୍ୱାରା ଶୂନରେ ଆଉଟ ହୋଇଥିଲେ। ଏହା ପରେ ଇନିଂସର ଦ୍ୱିତୀୟ ଓଭରରେ ରୋହିତ ଶର୍ମା ଖାତା ନ ଖୋଲି ଜୋଶ ହାଜଲେଉଡଙ୍କ ଶିକାର ହୋଇଥିଲେ। ୫ଟି ବଲ ଖେଳିବା ପରେ ରୋହିତ ଶର୍ମା ଷଷ୍ଠ ବଲରେ ଆଉଟ ହୋଇଥିଲେ।
ଏହା ପୂର୍ବରୁ ୧୯୮୩ ବିଶ୍ୱକପରେ ଭାରତୀୟ ଓପନର୍‌ ଜିମ୍ବାୱେ ବିପକ୍ଷ ମ୍ୟାଚରେ ଆକାଉଣ୍ଟ ନ ଖୋଲି ପ୍ୟାଭିଲିୟନକୁ ଫେରିଥିଲେ। ଜିମ୍ବାୱେ ବିପକ୍ଷ ମ୍ୟାଚରେ ସୁନୀଲ ଗାଭାସ୍କର ଏବଂ କେ ଶ୍ରୀକାନ୍ତ ଭାରତ ପାଇଁ ଖୋଲିବାକୁ ଆସିଥିଲେ। ଦ୍ୱିତୀୟ ବଲରେ ଆକାଉଣ୍ଟ ଖୋଲିବା ପରେ ଗାଭାସ୍କର ଫେରିଥିଲେ ଏବଂ ଶ୍ରୀକାନ୍ତ ୧୩ତମ ବଲରେ ଶୂନ ସ୍କୋରରେ ପ୍ୟାଭିଲିୟନକୁ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri