Posted inଫୁରସତ

Viral- Video ବାଘ ମାଂସ ଖାଇବାକୁ ଡେଇଁଲା ବେଳେ ଘଟିଲା ଏପରି, ଭିଡିଓ  ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଭାଇରାଲ ହେଉଛି।  ସେଥିରୁ କେତେକ  ଭିଡିଓ ହସର ଖୋରାକ ଯୋଗାଉଥିବା ବେଳେ  ବେଳେବେଳେ କେତେକ ଆଶ୍ଚଯ୍ୟ କରିଦିଏ। ବର୍ତ୍ତମାନ ଭାଇରାଲ ଭିଡିଓରେ  ଦେଖିବାକୁ ମିଳୁଛି ଯେ,  କେତେକ ବାଘ ତଳେ ଥିବା ବେଳେ  ଉପରେ  ସୂତାରେ ମାଂସ  ଟଙ୍ଗାଯାଇଛି। ବାଘ ମୁହଁ ପାଖରେ ମାଂସ   ଦେଖାଇ ଉପରକୁ  ନିଆଯାଉଛି । ବାଘ ମାଂସ ଖାଇବାକୁ ଡେଇଁ ପାଣିରେ ପଡ଼ୁଛି। ଜଣକ ପରେ ଜଣେ ଏପରି କରୁଥିବା ଦେଖିବାକୁ ମିଳୁଛି।
ଏହି ଭିଡିଓଟି ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟ ‘ଇଣ୍ଡିଆ ଯାତ୍ରା’ରେ ଶେୟାର କରାଯାଇଛି।

 

View this post on Instagram

 

A post shared by India YaTra (@india.yatra)


Enter your email to get our daily news in your inbox.

All Right Reserved By Dharitri.Com

ଝଙ୍କଡ଼ ଶାରଳା ପୀଠ

ରାଜ୍ୟର ପ୍ରମୁଖ ଦେବୀ ପୀଠ ମଧ୍ୟରେ ମା’ ଶାରଳାଙ୍କ ମନ୍ଦିର ଅନ୍ୟତମ। ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଝଙ୍କଡ଼ କନକପୁରଠାରେ ଏହି ପୀଠ ଅବସ୍ଥିତ।...

ପର୍ଯ୍ୟଟକଙ୍କୁ ଟାଣି ଆଣେ କଣ୍ଟିଲୋ ନୀଳମାଧବ

ପର୍ଯ୍ୟଟକଙ୍କୁ ଟାଣି ଆଣିବା ପାଇଁ ନୟାଗଡ଼ ଜିଲାର କଣ୍ଟିଲୋରେ ରହିଛି ମନଲୋଭା ପର୍ଯ୍ୟଟନ ସ୍ଥଳ। ମହାନଦୀର ଦକ୍ଷିଣ ପାର୍ଶ୍ୱରେ ଜଗନ୍ନାଥ ସଂସ୍କୃତିର ଆଦି ପୀଠ କଣ୍ଟିଲୋ...

କୃଷ୍ଣଚୂଡାର ରଙ୍ଗ ଆଜି ଫିକା…ମନେ ପଡନ୍ତି ଖୋକା ଭାଇ

ଓଡ଼ିଆ ସଙ୍ଗୀତ ଦୁନିଆର ବେତାଜ୍‌ ବାଦଶାହା। ହେଲେ ଥିଲେ ମୁକୁଟ ବିହୀନ ସମ୍ରାଟ। କାଳଜୟୀ ତଥା ଲୋକପ୍ରିୟ ସଙ୍ଗୀତଜ୍ଞ ଚିର ସବୁଜ ଅକ୍ଷୟ ମହାନ୍ତିଙ୍କର ଆଜି...

ପ୍ରକୃତିର ଅନନ୍ୟ ଉପହାର ପ୍ରଧାନପାଟ ଜଳପ୍ରପାତ

ପ୍ରକୃତିର ଅନନ୍ୟ ଉପହାର ହେଉଛି ଦେବଗଡ଼ ଜିଲାର ପ୍ରଧାନପାଟ ଜଳପ୍ରପାତ। ଦେବଗଡ଼ ସହରରୁ ମାତ୍ର ଦେଢ଼ କିଲୋମିଟର ଦୂରରେ ଅବସ୍ଥିତ ଏହି ପର୍ଯ୍ୟଟନସ୍ଥଳକୁ ବର୍ଷ ସାରା...

ପର୍ଯ୍ୟଟକଙ୍କ ପ୍ରମୁଖ ଆକର୍ଷଣ ତାମ୍ପରା ହ୍ରଦ

ଗଞ୍ଜାମ ଜିଲା ଛତ୍ରପୁର ନିକଟ ହୁମୁରୀ ତାମ୍ପରା ହ୍ରଦ ପର୍ଯ୍ୟଟକଙ୍କ ପ୍ରମୁଖ ଆକର୍ଷଣର କେନ୍ଦ୍ର ପାଲଟିଛି। ଲେକ୍‌ ଭ୍ୟୁ ପାର୍କ ଓ ବୋଟିଂ ପାଇଁ ଏହି...

ସଚେତନତାକୁ ଗୁରୁତ୍ୱ ଦେବା ଆବଶ୍ୟକ

ପ୍ରତିବର୍ଷ ଅକ୍ଟୋବର ୧୨ ତାରିଖକୁ ‘ବିଶ୍ୱ ଗଣ୍ଠିବାତ ରୋଗ ଦିବସ’ (ଓ୍ବାଲର୍‌ଡ ଆର୍ଥ୍ରାଇଟିସ୍‌ ଡେ) ଭାବରେ ପାଳନ କରାଯାଇଥାଏ। ଏହି ଦିବସ ଅବସରରେ ଚଳିତବର୍ଷର ସ୍ଲୋଗାନ...

କିଏ ସେ ଶାନ୍ତନୁ ନାଇଡୁ? ମାତ୍ର ୩୧ ବର୍ଷରେ ପାଲଟିଥିଲେ ରତନ ଟାଟାଙ୍କ ବନ୍ଧୁ, ଅନ୍ତିମ ଯାତ୍ରାରେ ଆଗରେ ରହି ଦେଲେ ବିଦାୟ…

ନୂଆଦିଲ୍ଲୀ,୧୧।୧୦: ପ୍ରତ୍ୟେକଙ୍କ ଜୀବନରେ ଏକ ଅଦେଖା ଖାଲିପଣ ଥାଏ, ଯାହାକୁ ବନ୍ଧୁଟିଏ ପୂର୍ଣ୍ଣ କରିଥାଏ। ସେଥିଲାଗି କୁହାଯାଏ ବନ୍ଧୁ ହେବା ପାଇଁ କୌଣସି ବୟସ ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri