ରାଷ୍ଟ୍ରପତିଙ୍କ ବିଷୟରେ ଏମିତି କହିଲେ ତାଙ୍କ ଶିକ୍ଷକ,ଥରକେ ସେ ଚଟ୍‌କି…

ମୟୂରଭଞ୍ଜ,୬ା୧୨: ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ନିଜ ଜନ୍ମମାଟି ରାଇରଙ୍ଗପୁରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବା ପାଇଁ ନିଜ ଜନ୍ମମାଟିର ଲୋକଙ୍କ ମଧ୍ୟରେ ଅନେକ ଉତ୍ସାହ ପରିଲକ୍ଷିତ ହୋଇଛି। ଏପରିକି ସେମାନେ ନିଜ ଗାଁର ଝିଅ ତଥା ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବା ପାଇଁ ଘର ଆଗରେ ଝୋଟି ଚିତା ପକାଇଛନ୍ତି ।ରାଷ୍ଟ୍ରପତି ରାଇରଙ୍ଗପୁର ଉପରବେଡ଼ା ଉପ୍ରା ବିଦ୍ୟାଳୟରେ ପହଞ୍ଚି ତାଙ୍କ ଅଭିଭାଷଣରେ ପିଲାଙ୍କୁ ମନ ଦେଇ ପାଠ ପଢ଼ିବାକୁ ପରାମର୍ଶ ଦେଇଛନ୍ତି।

ଏହା ସହ ତାଙ୍କ ଶିକ୍ଷକ କହିଛନ୍ତି, ଛୋଟ ବେଳୁ ସେ ଭଲ ପଢ଼ୁଥିଲେ । ଏତେ ପିଲାଙ୍କ ଭିତରୁ ସେ ରାଷ୍ଟ୍ରପତି ହେଲେ କେବଳ ନିଜସ୍ବ ବୁଦ୍ଧି ବଳରେ। ସବୁ ପିଲାଙ୍କ ମଧ୍ୟରୁ ତାଙ୍କ ସ୍ମରଣଶକ୍ତି ଅଧିକ। ଗୋଟିଏ କଥା କହିଲେ ସେ ତାହାକୁ ଚଟ୍‌କି ମନେ ରଖିଦେଉଥିଲେ। ଆମେ ଶ୍ରେଣୀରେ ଥିବା ସମସ୍ତ ପିଲାଙ୍କୁ ଏକା ପାଠ ପଢ଼ାଉଙ୍‌ଥିଲୁ ସେ କିନ୍ତୁ ରାଷ୍ଟ୍ରପତି ହେଲ। ଏହା ତାଙ୍କ ନିଜସ୍ବ ବୁଦ୍ଧି ବଳରେ। ସେ ଗରୁଙ୍କ ସମ୍ମାନ ଙ୍କରନ୍ତି। ସେ ପିଲାମାନଙ୍କୁ ଭଲ ପାଠ ପଢ଼ିବାକୁ କହିଥିବା ବେଳେ, ଅଭିଭାବକ ମାନଙ୍କୁ ମଧ୍ୟ ପିଲାଙ୍କୁ ବାଧା ନ ଦେବା ପାଇଁ କହିଛନ୍ତି। ଯେଉଁ ପିଲା ଯାହା ପଢ଼ିବାକୁ ଚାହୁଁଛି ତାଙ୍କୁ ସେଇଆ ପଢ଼ାନ୍ତୁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri