ରାଷ୍ଟ୍ରପତିଙ୍କ ବିଷୟରେ ଏମିତି କହିଲେ ତାଙ୍କ ଶିକ୍ଷକ,ଥରକେ ସେ ଚଟ୍‌କି…

ମୟୂରଭଞ୍ଜ,୬ା୧୨: ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ନିଜ ଜନ୍ମମାଟି ରାଇରଙ୍ଗପୁରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବା ପାଇଁ ନିଜ ଜନ୍ମମାଟିର ଲୋକଙ୍କ ମଧ୍ୟରେ ଅନେକ ଉତ୍ସାହ ପରିଲକ୍ଷିତ ହୋଇଛି। ଏପରିକି ସେମାନେ ନିଜ ଗାଁର ଝିଅ ତଥା ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବା ପାଇଁ ଘର ଆଗରେ ଝୋଟି ଚିତା ପକାଇଛନ୍ତି ।ରାଷ୍ଟ୍ରପତି ରାଇରଙ୍ଗପୁର ଉପରବେଡ଼ା ଉପ୍ରା ବିଦ୍ୟାଳୟରେ ପହଞ୍ଚି ତାଙ୍କ ଅଭିଭାଷଣରେ ପିଲାଙ୍କୁ ମନ ଦେଇ ପାଠ ପଢ଼ିବାକୁ ପରାମର୍ଶ ଦେଇଛନ୍ତି।

ଏହା ସହ ତାଙ୍କ ଶିକ୍ଷକ କହିଛନ୍ତି, ଛୋଟ ବେଳୁ ସେ ଭଲ ପଢ଼ୁଥିଲେ । ଏତେ ପିଲାଙ୍କ ଭିତରୁ ସେ ରାଷ୍ଟ୍ରପତି ହେଲେ କେବଳ ନିଜସ୍ବ ବୁଦ୍ଧି ବଳରେ। ସବୁ ପିଲାଙ୍କ ମଧ୍ୟରୁ ତାଙ୍କ ସ୍ମରଣଶକ୍ତି ଅଧିକ। ଗୋଟିଏ କଥା କହିଲେ ସେ ତାହାକୁ ଚଟ୍‌କି ମନେ ରଖିଦେଉଥିଲେ। ଆମେ ଶ୍ରେଣୀରେ ଥିବା ସମସ୍ତ ପିଲାଙ୍କୁ ଏକା ପାଠ ପଢ଼ାଉଙ୍‌ଥିଲୁ ସେ କିନ୍ତୁ ରାଷ୍ଟ୍ରପତି ହେଲ। ଏହା ତାଙ୍କ ନିଜସ୍ବ ବୁଦ୍ଧି ବଳରେ। ସେ ଗରୁଙ୍କ ସମ୍ମାନ ଙ୍କରନ୍ତି। ସେ ପିଲାମାନଙ୍କୁ ଭଲ ପାଠ ପଢ଼ିବାକୁ କହିଥିବା ବେଳେ, ଅଭିଭାବକ ମାନଙ୍କୁ ମଧ୍ୟ ପିଲାଙ୍କୁ ବାଧା ନ ଦେବା ପାଇଁ କହିଛନ୍ତି। ଯେଉଁ ପିଲା ଯାହା ପଢ଼ିବାକୁ ଚାହୁଁଛି ତାଙ୍କୁ ସେଇଆ ପଢ଼ାନ୍ତୁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ତାଳଚେର ଭାରତର ଦ୍ୱିତୀୟ ସର୍ବାଧିକ ପ୍ରଦୂଷିତ ସହର

ଭୁବନେଶ୍ୱର,୨୨।୧: କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ଦ୍ୱାରା ବୁଧବାର ଓଡ଼ିଶାର ତାଳଚେର ସହରର ବାୟୁ ଗୁଣବତ୍ତା ‘ଅତ୍ୟନ୍ତ ଖରାପ’ ବୋଲି ବର୍ଣ୍ଣନା କରାଯାଇଛି। ସିପିସିବି...

ଦୁଇମାସ ହେଲା ଚାଉଳ ଯୋଗାଣ ବନ୍ଦ: ଅଙ୍ଗନବାଡି କେନ୍ଦ୍ରରୁ ଭୋକରେ ଫେରୁଛନ୍ତି ଶିଶୁ

ଲାଞ୍ଜିଗଡ,୨୨।୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକରେ ଥିବା ସମସ୍ତ ଅଙ୍ଗନବାଡି କେନ୍ଦ୍ର ଗୁଡିକରେ ପ୍ରାୟ ଦୁଇମାସ ହେବ ଚାଉଳ ଯୋଗାଣ ବନ୍ଦ ଥିବା...

ଓଡ଼ିଶାରେ ପ୍ରତିଷ୍ଠା ହେବ ଭାରତର ପ୍ରଥମ ସେମିକଣ୍ଡକ୍ଟର କାରଖାନା: ଏତିକି କୋଟି ଟଙ୍କାର ପ୍ରୋତ୍ସାହନ ରାଶି ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୨ା୧: ଓଡ଼ିଶାର ଭୁବନେଶ୍ବରରେ ଭାରତର ପ୍ରଥମ ସିଲିକନ୍ କାର୍ବାଇଡ୍ (ଏସ୍. ଆଇ. ସି.) ସେମିକଣ୍ଡକ୍ଟର ଉତ୍ପାଦନ ସୁବିଧା ପ୍ରତିଷ୍ଠା କରିବା ଲାଗି ଆର୍. ଆଇ. ଆର୍....

ଲାଞ୍ଚ ନେଇ ଧରାପଡ଼ିଲେ ଡାକ୍ତର: ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ ମାଡ଼ିବସିଲା ଭିଜିଲାନ୍ସ

ଭୁବନେଶ୍ୱର,୨୨।୧: ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ ଡାକ୍ତରଙ୍କୁ ମାଡ଼ିବସିଲା ଭିଜିଲାନ୍ସ। ଅଭିଯୋଗ ଅନୁଯାୟୀ ବଡ଼ମ୍ବା CHC ଡାକ୍ତର ବିଶ୍ବନାଥ ଅଢ଼େକ ଜଣେ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତ ହେବେ ୫ ହଜାର ଡାକ୍ତର

ଭୁବନେଶ୍ୱର,୨୨ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିଥିଲା। ଏଥିରେ ୧୦ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ଏହି ପ୍ରସ୍ତାବ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରିହାତିରେ ବିଜୁଳି ବିଲ୍‌…

ଭୁବନେଶ୍ୱର,୨୨।୧: ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା । କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରତି ପଞ୍ଚାୟତରେ ହେବ…

ଭୁବନେଶ୍ୱର,୨୨।୧: ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା । କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ...

ନବୀନ ନବୀନ ଗୀତ ପାଇଁ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କଲେ ଯାତ୍ରା ପାର୍ଟି ପରିଚାଳକ

ଚାନ୍ଦବାଲି,୨୨ା୧(ଅଶୋକ ପଣ୍ଡା): ୧୯ ତାରିଖ ମକର ମେଳା ସମୟରେ ଭଦ୍ରକ ଜିଲା ଧାମରା ଗଙ୍ଗା ମାତା ପଡ଼ିଆରେ ଯାତ୍ରା ସ୍ବର୍ଣ୍ଣମହଲ ନିଜର ଅପେରା ଶୋ’ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri