କେବେ ବାହାରିବ କହି ହେବନାହିଁ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ଯୁକ୍ତ ୨ ପରୀକ୍ଷାଫଳ ବାହାରିବା ନେଇ କଳ୍ପନାଜଳ୍ପନା ଲାଗି ରହିଥିବା ବେଳେ ଶୁକ୍ରବାର ଏନେଇ ପ୍ରତିକ୍ରିୟା ରଖିଛନ୍ତି ବିଭାଗୀୟ ମନ୍ତ୍ରୀ। କେବେ ବାହାରିବ କହି ହେବନାହିଁ ବୋଲି ସେ କହିଛନ୍ତି। ଏଯାଏ ଯୁକ୍ତ ୨ ଖାତା ଦେଖା ସରିନି, ତେଣୁ ରେଜଲ୍ଟ କଥା କହି ହେବନି। ଶନିବାର ଗଣଶିକ୍ଷା ବିଭାଗ ପ୍ରମୁଖ ସଚିବ ଜିଲାପାଳ, ଏସ୍‌ପି, ଡିଏସ୍‌ପିଙ୍କୁ ଲେଖିଥିଲେ। ସଟ୍‌ଡାଉନ୍‌ ବେଳେ ଖାତା ଦେଖା ବ୍ୟବସ୍ଥା କରିବାକୁ ଚିଠି ଲେଖିଥିଲେ। ଲକ୍‌ଡ଼ାଉନ୍‌ ହେବାକୁ ଥିବା ୪ ଜିଲାରେ ୩୫ ମୂଲ୍ୟାୟନ କେନ୍ଦ୍ର ରହିଛି। ଜିଲାପାଳମାନେ ଜିଲାର ଅବସ୍ଥା ଦେଖି ବିଚାର କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କରୋନା କଟକଣା ମଧ୍ୟରେ ଶୁକ୍ରବାର ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ଅଧିବେଶନର ପ୍ରଥମ ଦିନ ଆରମ୍ଭରେ ଦିବଂଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକପ୍ରସ୍ତାବ ଆଗତ...

ନାବାଳିକାଙ୍କୁ ବଳାତ୍କାର ଘଟଣା : କ୍ଷତିପୂରଣ ରାଶି ଦେଉନାହାନ୍ତି ସରକାର

କଟକ ଅଫିସ, ୧୦।୬ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ପୀଡ଼ିତାଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ୨୦୧୮ରେ ରାଜ୍ୟ ସରକାରଙ୍କ ଗୃହ ବିଭାଗ ନିୟମ ଲାଗୁ କରିଥିଲେ। ପୀଡ଼ିତାଙ୍କ...

ଭାଷା ସୁରକ୍ଷା ଆନ୍ଦୋଳନର କର୍ଣ୍ଣଧାର ଥିଲେ ବୈଷ୍ଣବ ପରିଡ଼ା

ଭୁବନେଶ୍ୱର,୧୬।୨(ବ୍ୟୁରୋ): ସାହିତ୍ୟ ସୃଜନର ବିଷୟ ହୋଇଥିବାରୁ ଏହା ରାଜନୀତିକୁ ଅଧିକ ମାର୍ଜିତ କରିଥାଏ। ରାଜନୀତିକୁ ଉଚିତ୍‌ ମାର୍ଗଦର୍ଶନ ଦେବାରେ ସାହିତ୍ୟ ସହାୟକ ହୋଇଥାଏ। ସାହିତ୍ୟ ଓ...

‘ହସ୍ପିଟାଲରେ ସମସ୍ତ ବ୍ୟବସ୍ଥା ପ୍ରସ୍ତୁତ ରଖ’

ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ି ଚାଲୁଥିବା ବେଳେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ଉଦ୍‌ବେଗଜନକ ଭାବେ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ...

ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ଅକ୍ଟୋବର ୨ରେ ବଡ଼ଦାଣ୍ଡରେ ଶୋଭାଯାତ୍ରା

ପୁରୀ ଅଫିସ, ୨୮।୯:  ପୁରୀ ସହରକୁ ପ୍ଲାଷ୍ଟିକ ମୁକ୍ତ କରିବା ପାଇଁ ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏହି ଅଭିଯାନକୁ ଆସନ୍ତା ଅକ୍ଟୋବର ୨...

ଝଡ଼ତୋଫାନ ସହ ହେବ ପ୍ରବଳ ବର୍ଷା

ଭୁବନେଶ୍ବର,୩୦।୬: ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୁଧବାର ସତର୍କ ସୂଚନା ଜାରି...

ଆଜି ଦ୍ୱିତୀୟ ପର୍ଯ୍ୟାୟ ଡ୍ରାଏ ରନ୍‌

ଭୁବନେଶ୍ୱର,୮।୧(ବ୍ୟୁରୋ): ରାଜ୍ୟରେ କରୋନା ଟିକାକରଣ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଡ୍ରାଏ ରନ୍‌ ଶୁକ୍ରବାର ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ସବୁ ଜିଲା ଓ ମ୍ୟୁନିସିପାଲିଟି ଅଞ୍ଚଳରେ...

ରେକର୍ଡ ଭାଙ୍ଗୁଛି ଦୈନିକ ସଂକ୍ରମଣ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୮।୪(ବ୍ୟୁରୋ): ରାଜ୍ୟରେ ଲଗାତର ଭାବେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୮୭୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।...

Advertisement
Archives

Model This Week