ଏହି କାରଣରୁ ଅଜୟ ଦେବଗନ୍‌ଙ୍କୁ କିସ୍‌ କରିବାକୁ ମନା କରିଦେଇଥିଲେ କରିନା

ବମ୍ବେ: ବଲିଉଡର ପ୍ରଫେସନାଲ ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ ହେଲେ କରିନା କପୁର ଖାନ। ସେ ସର୍ବଦା ନିଜର ବ୍ୟକ୍ତିଗତ ଏବଂ କର୍ମ ଜୀବନକୁ ଅଲଗା ରଖିଥାନ୍ତି। ତେବେ ବେବୋ ଅନେକ ଫିଲ୍ମରେ ଲିପ୍‌ଲକ୍‌କୁ ହଁ କରିଥିବା ବେଳେ ଗୋଟିଏ ଫିଲ୍ମରେ ଅଜୟଙ୍କୁ କିସ୍‌ କରିବାକୁ ମନା କରିଦେଇଥିଲେ। ଫିଲ୍ମଟି ଥିଲା ‘ସତ୍ୟାଗ୍ରହ’। ୨୦୧୩ ରିଲିଜ ହୋଇଥିବା ଏହି ଫିଲ୍ମରେ ଅଜୟଙ୍କ ବିପକ୍ଷରେ ନାୟିକା ସାଜିଥିଲେ କରିନା। ହେଲେ ରିଲିଜର କିଛି ଦିନ ପୂର୍ବରୁ କରିନା-ସୈଫଙ୍କ ବିବାହ ହୋଇଥିଲା। ଉଭୟ ଶୁଟିଂ ଏବଂ ବିବାହ ପ୍ରସ୍ତୁତି କାମକୁ କରିନା ଏକାସଙ୍ଗେ କରୁଥିଲେ।

ବିବାହ ତାରିଖ ପାଖେଇ ଆସୁଥିବାରୁ କରିନା କୌଣସି ବିବାଦ ଚାହୁଁ ନ ଥିଲେ। ଏଣୁ ଫିଲ୍ମରେ ଅଜୟଙ୍କ ସହ ଲିପ୍‌ଲକ୍‌ ସିନ୍‌ କରିବାକୁ ସେ ମନା କରିଦେଇଥିଲେ। ୨୦୧୭ରେ ଏକ ସାକ୍ଷାତକାର ଦେବା ସମୟରେ କରିନା ଏହା କହିଥିଲେ।
ଏହାଛଡ଼ା ଅଜୟ ବହୁତ ସିଗାରେଟ୍‌ ଟାଣିଥାନ୍ତି। ଏଣୁ ତାଙ୍କ ପାଖକୁ ଯିବା ପୂର୍ବରୁ ଅନେକ ଥର ଭାବିବାକୁ ପଡେ। ଶୁଟିଂ ସେଟ୍‌ରେ ଖାଇବା ସମୟରେ ସେ ସିଗାରେଟ୍‌ ମଧ୍ୟ ଟାଣିଛନ୍ତି। ଏଣୁ ତାଙ୍କଠାରୁ ଦୂରରେ ରହିବାକୁ ସେ ଚାହିଁଥାନ୍ତି ବୋଲି କହିଛନ୍ତି। ତେବେ ଉଭୟ ଗୋଲମାଲ-୨, ସିଙ୍ଘମ-୨, ଓମ୍‌କାରା, ସତ୍ୟାଗ୍ରହ ଆଦି ଫିଲ୍ମରେ କାମ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

ଆମେରିକା-ଇରାନ ଯୁଦ୍ଧବିରତି ଶେଷ; ଏବେ ହର୍ମୁଜ ସହ ତୈଳ ବଜାର ଉପରେ ନଜର, ଭାରତ ପାଇଁ ଆଗାମୀ ୪୦ ଦିନ କାହିଁକି ଗୁରୁତ୍ୱପୂର୍ଣ୍ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୯।୭: ତିନି ସପ୍ତାହ ପୂର୍ବେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରତିଷ୍ଠିତ ଯୁଦ୍ଧବିରତି ଏବେ ଶେଷ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ କରିଛନ୍ତି ଯେ…

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଶ୍ରେୟସ ଆୟରଙ୍କ ଭଉଣୀ ଶ୍ରେଷ୍ଠା ଦେଲେ ବଡ଼ ବୟାନ, ଭାଇଙ୍କ ଅଧିନାୟକତ୍ୱ ସମ୍ପର୍କରେ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୯।୭: ବିଶ୍ୱକପ ବିଜେତା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଠାରୁ ଆୟରଲ୍ୟାଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କୁ ଭାରତୀୟ ଟି-୨୦ ଦଳର ଦାୟିତ୍ୱ ଦିଆଯାଇଥିଲା। କିନ୍ତୁ, ଅଧିନାୟକ…

ଭାରତ-ଇଂଲଣ୍ଡ ଟି-୨୦ ସିରିଜ ମଧ୍ୟରେ ସଞ୍ଜୁ ସାମସନ ନେଲେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ପ୍ରଶଂସକ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୯।୭: ବ୍ୟକ୍ତିଗତ କାରଣରୁ ସଞ୍ଜୁ ସାମସନ କେରଳ କ୍ରିକେଟ ଲିଗ (KCL 2026)ରେ ଖେଳିବେ ନାହିଁ। ପୂର୍ବରୁ, କୋଚି ବ୍ଲୁ ଟାଇଗର୍ସ ସାମସନଙ୍କୁ ସେମାନଙ୍କର ରିଟେନସନ ତାଲିକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri