ଏହି କାରଣରୁ ଶାହାରୁଖଙ୍କ ‘ପଠାନ’କୁ ପଛରେ ପକାଇଲା ‘ତୁ ଝୁଠି ମୈ ମକ୍କର’

ମୁମ୍ବାଇ: ହିନ୍ଦୀ ସିନେମାର ପ୍ରସିଦ୍ଧ ନିର୍ଦ୍ଦେଶକ ଲଭ ରଞ୍ଜନଙ୍କ ଫିଲ୍ମ ‘ତୁ ଝୁଠି ମୈ ମକ୍କର’ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଛି। ପ୍ରଥମ ଦିନରେ ଏହି ଫିଲ୍ମ ବକ୍ସ ଅଫିସରେ ଏକ ବମ୍ପର ରୋଜଗାର କରିଛି। କେବଳ ଏତିକି ନୁହେଁ, ଆଇଏମଡିବି ରେଟିଂ ଅନୁଯାୟୀ ସୁପରଷ୍ଟାର ରଣବୀର କପୁର ଏବଂ ଶ୍ରଦ୍ଧା କପୁରଙ୍କ ଅଭିନୀତ ‘ତୁ ଝୁଠି ମୈ ମକ୍କର’ ବଲିଉଡର ମେଗା ସୁପରଷ୍ଟାର ଶାହରୁଖ ଖାନଙ୍କ ବ୍ଲକବଷ୍ଟର ଫିଲ୍ମ ‘ପଠାନ’କୁ ପଛରେ ପକାଇଛି। ତେବେ ଶାହାରୁଖଙ୍କ ବ୍ଲକବଷ୍ଟର ଫିଲ୍ମ ‘ପଠାନ’ ର ଆଇଏମଡିବି ରେଟିଂ ବିଷୟରେ କହିବାକୁ ଗଲେ ଏହା ୧୦/୬.୪ ଅଟେ । ଅନ୍ୟ ପଟେ, ଯଦି ଆମେ ‘ତୁ ଝୁଠି ମୈ ମକ୍କରର’ ସର୍ବଶେଷ ଆଇଏମଡିବି ରେଟିଂ ହେଉଛି ୧୦/୬.୭। ଏଭଳି ପରିସ୍ଥିତିରେ ରଣବୀର କପୁରଙ୍କ ଅଭିନୀତ ‘ତୁ ଝୁଠି ମୈ ମକ୍କର’ ବର୍ତ୍ତମାନ ଆଇଏମଡିବି ରେଟିଂ ଦୃଷ୍ଟିରୁ ‘ପଠାନ’ଠାରୁ ଆଗରେ ରହିଛି। କିନ୍ତୁ କୌଣସି ଚଳଚ୍ଚିତ୍ର ବକ୍ସ ଅଫିସ ସଂଗ୍ରହରେ ଶାହାରୁଖ ଖାନଙ୍କ ‘ପଠାନ’କୁ ଅତିକ୍ରମ କରିପାରିବ ନାହିଁ। ଅଭିନେତା ରଣବୀର କପୁର ଏବଂ ଶ୍ରଦ୍ଧା କପୁରଙ୍କ ଏହି ଫିଲ୍ମଟି ମାର୍ଚ୍ଚ ୮ରେ ରିଲିଜ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୁଚିଛପି ଏହି କାମ କରୁଛନ୍ତି ବିରାଟ କୋହଲି: ଫଟୋ ଭାଇରାଲ ପରେ ଜଣାପଡ଼ିଲା…

ଲଣ୍ଡନ,୩।୭:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଚାଲିଛି। ପ୍ରଥମ ମ୍ୟାଚ ବର୍ଷା ଯୋଗୁ ଧୋଇ ଯାଇଥିଲା। ଦ୍ୱିତୀୟ ମ୍ୟାଚ ଆଜି ଖେଳାଯିବ।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନରେ କାର୍ଯ୍ୟାନୁଷ୍ଠାନ ପାଇଁ ବାଧ୍ୟ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୩ା୭:  ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ସ୍ଥିତି ଉପରେ ଅନୁଧ୍ୟାନ କରୁଛୁ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଧ୍ୟ ବୋଲି କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ…

ଚମତ୍କାର କଲେ ରାହୁଲ ଦ୍ରାବିଡଙ୍କ ପୁଅ: ମହାରାଜା ଟ୍ରଫିରେ…

ନୂଆଦିଲ୍ଲୀ,୩।୭: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରାହୁଲ ଦ୍ରାବିଡଙ୍କ ବଡ଼ ପୁଅ ସମିତ ଦ୍ରାବିଡ ପୁଣିଥରେ ତାଙ୍କ ବ୍ୟାଟିଂ ଦକ୍ଷତା ସହିତ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଜା ଟ୍ରଫି…

କରୁର୍ ଦଳାଚକଟା; ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧ ମୃତକଙ୍କ ପରିବାରକୁ ମିଳିବ ସରକାରୀ ଚାକିରି!

ଚେନ୍ନାଇ,୩ା୭: କରୁରରେ ଟିଭିକେ ନେତା ବିଜୟଙ୍କ ପ୍ରଚାର ସମୟରେ ଦଳାଚକଟାରେ ୪୧ଜଣଙ୍କ ଜୀବନ ଯଆଇଥିଲେ । ଏହି ଘଟଣାରେ ଗୁରୁବାର ଦିନ ସି ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

ମାଲାମାଲ ଅକ୍ଷୟ: ଗୋଟିଏ ମାସରେ ୪ ଫ୍ଲାଟ୍‌ ବିକି ଏତିକି ଟଙ୍କା କଲେ ଲାଭ

ବଲିଉଡ ଅଭିନେତା ଅକ୍ଷୟ କୁମାର କେବଳ ଚଳଚ୍ଚିତ୍ରରୁ ନୁହେଁ ବରଂ ରିଅଲ ଇଷ୍ଟେଟରୁ ମଧ୍ୟ ରୋଜଗାର କରୁଛନ୍ତି। ସାମ୍ପ୍ରତିକ ମାସ ଗୁଡ଼ିକରେ ତାଙ୍କର ପ୍ରୋଜେକ୍ଟ ‘ଭୂତ ବଙ୍ଗଳା’…

ପେଟ୍ରୋଲରେ ଇଥାନଲ ମିଶାଇଲେ ଗାଡ଼ିର ମାଇଲେଜ କମିଯାଏ କି? କେନ୍ଦ୍ରମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ,୩।୭: ପେଟ୍ରୋଲରେ ଇଥାନଲ ବ୍ୟବହାର ନେଇ ଦେଶରେ ବର୍ତ୍ତମାନ ଏକ ଉଷ୍ମ ବିତର୍କ ଚାଲିଛି। ଏହି ପ୍ରସଙ୍ଗକୁ ସମ୍ବୋଧିତ କରି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri