ମଧୁମେହ ରୋଗୀଙ୍କ ପାଇଁ ଉପକାରୀ ଏହି ରସ

ପ୍ରାଚୀନ କାଳରୁ ଦୂରାରୋଗ୍ୟ ରୋଗର ଚିକିତ୍ସା ଏବଂ ସୌନ୍ଦର୍ଯ୍ୟ ପାଇଁ ଅଁଳା ବ୍ୟବହାର କରାଯାଉଛି। ଭିଟାମିନ, ଫାଇବର୍‌, କ୍ୟାଲସିୟମ୍‌ ଏବଂ କାର୍ବୋହାଇଡ୍ରେଟ୍‌ ଭଳି ତତ୍ତ୍ୱରେ ଭରପୂର୍‌ ଥିବାରୁ ଏହା ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପଯୋଗୀ। କେଶର ପ୍ରାକୃତିକ ଚମକ୍‌ ବଜାୟ ରଖିବାକୁ ଅଁଳା ବେଶ୍‌ ଫାଇଦା ଦେଇଥାଏ। ଏହାଛଡ଼ା କେଶ ଝଡ଼ା ଏବଂ କେଶ ପାଚିବା ସମସ୍ୟାରୁ ବି ରକ୍ଷା କରିଥାଏ। ଅଁଳା ଆଖି ପାଇଁ ବରଦାନ। ଏଥିରେ ମହଜୁଦ୍‌ ତତ୍ତ୍ୱ ଆଖିର ରଶ୍ମିକୁ ବର୍ଷ ବର୍ଷ ପର୍ଯ୍ୟନ୍ତ ସତେଜ ରଖିଥାଏ। ସକାଳୁ ଖାଲି ପେଟରେ ଅଁଳା ରସ ପିଇଲେ ଦୃଷ୍ଟିଶକ୍ତି ଶୀଘ୍ର ହ୍ରାସ ପାଇ ନ ଥାଏ। ପ୍ରତିଦିନ ଏକ ଚାମଚ ଅଁଳା ଗୁଣ୍ଡରେ ମହୁ ମିଶାଇ ଖାଇଲେ ମୋତିଆବିନ୍ଦୁ ସମସ୍ୟାରୁ ରକ୍ଷା ମିଳେ। ଯଦି ଆପଣ ମଧୁମେହରେ ପୀଡ଼ିତ, ତେବେ ଅଁଳା ଆପଣଙ୍କ ପାଇଁ ବେଶ୍‌ ଭଲ କାମ କରିବ। ଏସିଡିଟିରୁ ରକ୍ଷା ପାଇବାକୁ ଚାହଁୁଥିଲେ ଖାଲି ପେଟରେ ଅଁଳା ରସ ଦୈନନ୍ଦିନ ପିଅନ୍ତୁ। ରକ୍ତରେ ହିମୋଗ୍ଲୋବିନ୍‌ କମ୍‌ ହୋଇଥିଲେ, ପ୍ରତିଦିନ ଅଁଳା ରସର ସେବନ କରିବା ବେଶ୍‌ ଲାଭଦାୟକ ସାବ୍ୟସ୍ତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମହାଯଜ୍ଞ ନିମନ୍ତେ ପ୍ରସ୍ତୁତି ଶେଷ: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ମହାଯଜ୍ଞ ପରିଚାଳନା କମିଟି ପକ୍ଷରୁ…

ଦିଗପହଣ୍ଡି,୨୩।୫(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ…

ପାରିବାରିକ କଳହର ଉଗ୍ରରୂପ: ଶଳାଙ୍କୁ ବସ୍‌ଷ୍ଟାଣ୍ଡରେ ଛୁରାମାଡ଼ କଲେ ଭିଣୋଇ

ଆସିକା,୨୩ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ବସ୍‌ଷ୍ଟାଣ୍ଡଠାରେ ଶନିବାର ପୂର୍ବାହ୍ନରେ ଭିଣୋଇଙ୍କ ଛୁରାମାଡ଼ରେ ଶଳା ଗୁରୁତର ହୋଇଛନ୍ତି। ଆହତ ଶଳା ହେଉଛନ୍ତି କଂସ ଡାକୁଆ (୨୫)…

୧୦ ଦିନରେ କାହିଁକି ତୃତୀୟ ଥର ପାଇଁ ବଢିଲା ପେଟ୍ରୋଲ-ଡିଜେଲ ଦାମ? ଇଣ୍ଡିଆନ ଅଏଲ କହିଲା ଅସଲ କାରଣ

ନୂଆଦିଲ୍ଲୀ,୨୩।୬: ଶନିବାର, ମେ ୨୩, ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ପେଟ୍ରୋଲ ୮୭ ପଇସା ମହଙ୍ଗା ହୋଇଛି, ଯେତେବେଳେ…

ଗହୀରମଥାକୁ ଅଣ୍ଡାଦାନ ପାଇଁ ଆସିଥିଲେ ୬ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ, ଅଣ୍ଡାଦାନ ନ କରି ଫେରିଗଲେ, ପରିବେଶବିତ୍‌ କହିଲେ…

ବିରଳ ଅଲିଭ ରିଡ୍‌ଲେ କଇଁଛଙ୍କ ବିଶ୍ୱର ସର୍ବବୃହତ୍‌ ପ୍ରଜନନସ୍ଥଳୀ ଭାବେ ପରିଚିତ ଗହୀରମଥା। କେନ୍ଦ୍ରାପଡା ଜିଲାର ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟରେ ଥିବା ଏହି ସ୍ଥାନରେ ଚଳିତବର୍ଷ…

ପେଟ୍ରୋଲ-ଡିଜେଲ ପରେ ଏବେ LPG ପାଳି? ଜାଣନ୍ତୁ ଆଜି କେତେ ରହିଛି ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୨୩।୫: ଦେଶରେ ସାଧାରଣ ଜନତାଙ୍କ ପକେଟ ଉପରେ ପୁଣି ଥରେ ମହଙ୍ଗା ମାଡ଼ ହୋଇଛି। ଆଜି (୨୩ ମଇ, ୨୦୨୬) ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପୁଣି…

ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ, ଟିଏମସି ନେତା ସଞ୍ଜୟ ଦାସଙ୍କ ମୃତଦେହ ତାଙ୍କ ଘରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର

କୋଲକାତା,୨୩।୫: ପଶ୍ଚିମବଙ୍ଗରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦକ୍ଷିଣ ଦମ ଦମ ମ୍ୟୁନିସିପାଲିଟିର ତୃଣମୂଳ କଂଗ୍ରେସ କାଉନସିଲର ସଞ୍ଜୟ ଦାସଙ୍କ ମୃତଦେହ ତାଙ୍କ ବାସଭବନରେ ସନ୍ଦେହଜନକ…

୫୧,୦୦୦ରୁ ଅଧିକ ଯୁବତୀଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି: ଆଗାମୀ ବର୍ଷଗୁଡ଼ିକରେ…

ନୂଆଦିଲ୍ଲୀ,୨୩।୫: ପ୍ରଧାନମନ୍ତ୍ରୀ ମୋଦି ୫୧,୦୦୦ରୁ ଅଧିକ ଯୁବକଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୯ତମ ‘ରୋଜଗାର ମେଳା’ (ନିଯୁକ୍ତି ମେଳା)ରେ…

ରାତିରେ ତେଲ ଆସୁଛି କିନ୍ତୁ ସକାଳୁ ସରିଯାଉଛି: ବଡ଼ ବଡ଼ ବ୍ୟାରେଲରେ ବୋହି ନେଉଛନ୍ତି, ବିରୋଧ କରୁଛନ୍ତି…

ମୋହନା,୨୩।୬(ମନ୍ମଥ ମିଶ୍ର): ବଡ଼ବଡ଼ ବ୍ୟାରେଲରେ ପେଟ୍ରୋଲ ଡିଜେଲ ଦିଆଯିବା ନେଇ ସ୍ଥାନୀୟ ଲୋକଙ୍କ ବିରୋଧ ଦେଖୁବାକୁ ମିଳିଛି। ଗଜପତି ଜିଲା ମୋହନା ବ୍ଲକ ଲୁହାଗୁଡ଼ି ୩୨୬ ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri