ଅଖିଳେଶଙ୍କ ଏହି ବିଧାୟିକା ଭାଜପା ପାଇଁ କରୁଛନ୍ତି ପ୍ରଚାର, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୨୪ା୫: ଲୋକ ସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ ଉତ୍ତରପ୍ରଦେଶର ୧୪ଟି ଆସନରେ ଶନିବାର ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମୟରେ ଏକ ଫଟୋ ସାମ୍ନାକୁ ଆସିଛି। ଯାହା ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବଙ୍କ ଟେନ୍‌ସନ୍‌କୁ ବଢ଼ାଇ ଦେଇଛି। ସମାଜବାଦୀ ପାର୍ଟିର ବିଧାୟିକା ପୂଜା ପାଲ୍‌ ଭାଜପା ପାଇଁ ପ୍ରଚାର କରିଛନ୍ତି। ଭାଜପା ନିର୍ବାଚନ କାର୍ଯ୍ୟକ୍ରମରେ ପୂଜା ଅଂଶଗ୍ରହଣ କରିଛନ୍ତି।

ପୂଜା ଦୀର୍ଘ ଦିନ ଧରି ଭାଜପା କର୍ମୀଙ୍କ ସହ ନଜର ଆସୁଥିବା ଦେଖିବାକୁ ମିଳୁଥିଲା। ସେ ପ୍ରୟାଗର ଚକିଆ ଅଞ୍ଚଳରେ ରୋଡ୍‌ ଗାର୍ଡେନ୍‌ରେ ଆୟୋଜିତ ଭାଜପାର ବୁଥ୍‌ସ୍ତରୀୟ କର୍ମୀ ସମ୍ମିଳନୀରେ ଉପସ୍ଥିତ ଥିଲେ। ପୂଜା ଏଠାରେ ମଧ୍ୟ ଭାଜପା କର୍ମୀଙ୍କ ସହ ଫଟୋ ଉଠାଇଥିଲେ। ସୋସିଆଲ ମିଡିଆରେ ଏହି ସମୟର କିଛି ଫଟୋ ଭାଇରାଲ ହେବାରେ ଲାଗିଛି, ଯଦିଓ ପୂଜାଙ୍କ ପକ୍ଷରୁ କୌଣସି ମତାମତ ପ୍ରକାଶ ପାଇନାହିଁ। ଏହି ସମ୍ମିଳନୀରେ ପୂଜାଙ୍କ ଉପସ୍ଥିତିକୁ ଭାଜପା ଅଧିକାରୀମାନେ ମଧ୍ୟ ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ IPS ଦୟାଲ ଗଙ୍ଗଓ୍ବାର ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୬: ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରାଜ୍ୟ ପୋଲିସ ବିଭାଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରିଷ୍ଠ ଆଇପିଏସ (IPS) ଅଧିକାରୀ ଦୟାଲ ଗଙ୍ଗୱାରଙ୍କୁ…

NEET ମାମଲାରେ ଟେଲିଗ୍ରାମ ବନାମ ସରକାର: ସରକାର ହ୍ବାଟସଆପ-ଫେସବୁକକୁ ଛାଡି କେବଳ ଟେଲିଗ୍ରାମକୁ କାହିଁକି ବ୍ୟାନ କଲେ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୧୮।୬: NEET ପେପର୍‌ ଲିକ ମାମଲା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଭାରତ ସରକାର ବୁଧବାର ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛନ୍ତି। ଜୁନ ୨୨…

ଭାଜପାରେ ଯୋଗଦେବେ ହେମନ୍ତ ସୋରେନ! NDA ବିଧାୟକ ଦେଲେ ବଡ଼ ଅଫର

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ପରେ, ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ପରିମଳ ନାଥୱାନୀ ବିଜୟୀ ହୋଇଥିଲେ। କଂଗ୍ରେସକୁ ଝଟକା ଲାଗିଥିଲା କାରଣ…

ଘସିପୁରା ପୋଲିସକୁ ଆକ୍ରମଣ-ଦାଦାଗିରି: ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ

ହାଟଡିହୀ,୧୮।୬(ଶୁଭକାନ୍ତ ନାୟକ): କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ଧମକ ଚମକ ଦେବା ଘଟଣାରେ ଶେଷରେ ପୋଲିସକୁ ମିଳିଛି ବଡ଼ ସଫଳତା। କେନ୍ଦୁଝର ଜିଲା ଘସିପୁରା ଥାନା…

Video: ପ୍ରକୃତ ବିଜୟ ପୂର୍ବରୁ ଉତ୍ସବ ପାଳିଲେ ଖେଳାଳି, ତା’ପରେ ପୁଣି ପଡ଼ିଆକୁ ଫେରିଲେ, ହେଲେ ପୂର୍ବରୁ ଷ୍ଟମ୍ପଗୁଡ଼ିକୁ ଟାଣି ସାରିଥିଲେ

ନୂଆଦିଲ୍ଲୀ,୧୮।୬: ଛତିଶଗଡ଼ କ୍ରିକେଟ ପ୍ରିମିୟର ଲିଗର ତୃତୀୟ ସଂସ୍କରଣରେ ଶେଷ ଓଭରର ଘଟଣାଗୁଡ଼ିକ ବହୁତ ମଜାଦାର ଥିଲା। ପରାଜିତ ଦଳ ସ୍ବାଭାବିକ ଭାବରେ ନିରାଶ ହୋଇଥିଲେ ମଧ୍ୟ,…

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଏୟାରବ୍ୟାଗ ଯୋଗୁ ଟଳିଲା…

କେନ୍ଦୁଝର,୧୮।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ସଡ଼କ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। କେନ୍ଦୁଝର ଦେଇ ୪୯ ନଂ ଜାତୀୟ ରାଜପଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri