Posted inଜାତୀୟ

ଏହି ନେତାଙ୍କୁ ବିରୋଧୀ ଦଳର ନେତା ବାଛିଲେ ଅଖିଳେଶ

ଲକ୍ଷ୍ନୌ,୨୮ା୭: ଉତ୍ତରପ୍ରଦେଶ ବିଧାନସଭାରେ ବିରୋଧୀ ଦଳର ନେତା କିଏ ହେବେ ସେନେଇ ଉତ୍ତରପ୍ରଦେଶ ରାଜନୀତିରେ ଦୀର୍ଘଦିନ ଧରି ଚାଲିଥିବା ଆଲୋଚନା ଶେଷ ହୋଇଛି। ବିଧାନସଭାରେ ବିରୋଧୀ ଦଳର ନେତା ଭାବରେ ସମାଜବାଦୀ ପାର୍ଟି ଦ୍ୱାରା ପ୍ରସାଦ ପାଣ୍ଡେଙ୍କ ନାମ ଅନୁମୋଦନ ହୋଇଛି। ଏକ ଚିଠି ଜାରି କରି ଏହା ଘୋଷଣା କରିଛନ୍ତି। ପ୍ରସାଦ ମଧ୍ୟ ଅଖିଳେଶ ସରକାରରେ ବିଧାନସଭା ବାଚସ୍ପତି ହୋଇଛନ୍ତି। ଏହା ସହିତ ସମାଜବାଦୀ ପାର୍ଟି ବିଧାନସଭାରେ ଅଧ୍ୟକ୍ଷ ବୋର୍ଡର ଦାୟିତ୍ୱ ମେହବୁବ ଅଲି, କମଲ ଅଖତରଙ୍କୁ ମୁଖ୍ୟ ସଚେତକ ଏବଂ ରାକେଶ କୁମାର ଓରଫ ଆର.କେ ବର୍ମାଙ୍କୁ ଉପସଚେତକ ଭାବେ ଦାୟିତ୍ୱ ଦେଇଛନ୍ତି।

ସମସ୍ତ କଳ୍ପନାଜଳ୍ପନାର ପ୍ରତିବାଦରେ ଅଖିଳେଶ  ପ୍ରସାଦଙ୍କୁ ବିରୋଧୀ ଦଳର ନେତା ଭାବେ ଚୟନ କରିଛନ୍ତି। ଏହା ସହିତ ସେ ଇନ୍ଦ୍ରଜିତ ସରୋଜଙ୍କ ନାମ ମଧ୍ୟ ଏହି ତାଲିକାରେ ଥିଲା, ଯଦିଓ ସେ ତାଙ୍କ ବିବୃତ୍ତିରେ ସ୍ପଷ୍ଟ କରିଛନ୍ତି ଯେ ମୁଁ ଉତ୍ତରପ୍ରଦେଶ ବିଧାନସଭାରେ ବିରୋଧୀଦଳର ନେତାଙ୍କ ଦୌଡ଼ରେ ନାହିଁ, ଯାହା ରାଷ୍ଟ୍ରୀୟ ଅଧ୍ୟକ୍ଷ ବାଛିବେ ତାହା ହିଁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର! ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri