ମଧୁମେହରୁ ମୁକ୍ତି ଦିଏ ଏହି ସାମାନ୍ୟ ପାଣି

ଆୟୁର୍ବେଦରେ ମେଥିକୁ ସ୍ବାସ୍ଥ୍ୟ ଉପକାରୀ କୁହାଯାଇଥାଏ। ଅନ୍ୟପକ୍ଷରେ ଏହାକୁ ରୋଷେଇ ସମୟରେ ମଧ୍ୟ ମସଲା ରୂପେ ବ୍ୟବହାର କରାଯାଏ। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ ମଧୁମେହ ରୋଗୀଙ୍କ ଲାଗି ମଧ୍ୟ ଏହା ଲାଭକାରୀ। ଏହା ରକ୍ତରେ ଶର୍କରା ସ୍ତର ନିୟନ୍ତ୍ରଣ କରିବା ସହ ମଧୁମେହରୁ ମୁକ୍ତି ପାଇଁ ଏହାର ପାଣିକୁ ମଧ୍ୟ ବ୍ୟବହାର କରାଯାଏ। ପ୍ରତିବର୍ଷ ମଧୁମେହ କାରଣରୁ ଅନେକ ଲୋକଙ୍କ ମୃତ୍ୟୁ ଘଟିଥାଏ। ଏହାର ଚିକିତ୍ସା କରା ନ ଗଲେ ହାର୍ଟ, ଆଖି ଏବଂ କିଡ୍‌ନୀ ଉପରେ ପ୍ରଭାବ ପଡ଼ିଥାଏ। ତେବେ ମେଥିରେ ଏପରି କିଛି ଉପାଦାନ ଅଛି ଯାହା ରକ୍ତ ଶର୍କରାକୁ ନିୟନ୍ତ୍ରଣ କରିଥାଏ।

କିପରି ପ୍ରସ୍ତୁତ କରିବେ ମେଥି ପାଣି

– ରାତିରେ ୨ ଚାମଚ ମେଥିକୁ ପାଣିରେ ପକାଇ ଦିଅନ୍ତୁ। ସକାଳେ ପାଣିକୁ ଛାଣି ମେଥିକୁ ଅଲଗା କରି ଦିଅନ୍ତୁ। ମଧୁମେହ ରୋଗୀ ସକାଳୁ ଏହାକୁ ପିଇବା ଫଳରେ ଅନେକ ମଧୁମେହ ଆଶଙ୍କା ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସଂକ୍ରମଣରୁ ମୁକ୍ତି ପାଇଁ ବର୍ଷାଦିନେ ଖାଆନ୍ତୁ ଏସବୁ ଫଳ

ମୌସୁମୀ ଆସିବା ଫଳରେ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ଏହି ସମୟରେ ଅନେକ କିଛି ଖାଇବା ଉଚିତ ହୋଇ ନ ଥାଏ। ଏହା ସହ ଦୈନିକ...

ଚମକିବ ପୁରୁଣା ଗହଣା; ଆପଣାନ୍ତୁ ଏସବୁ ଘରୋଇ ଉପାୟ…

ଗହଣାର ଚମକ ମହିଳାଙ୍କ ସୁନ୍ଦରତାକୁ ଦ୍ୱିଗୁଣିତ କରିଥାଏ। ଏଥିଯୋଗୁ ମହିଳାମାନଙ୍କର ଗହଣା କିଣିବାର ସଉକ ଥାଏ। ହେଲେ ଘରେ ଦୀର୍ଘଦିନ ଯାଏ ଗହଣା ରଖିଲେ ତାହା...

ଶର୍ଟ ପ୍ୟାଣ୍ଟ ଫ୍ୟାଶନ

ସମର୍‌ ଫ୍ୟାଶନ ପାଇଁ ଶଟର୍‌ସ ବା ଶର୍ଟ ପ୍ୟାଣ୍ଟ ସବୁଠାରୁ ଉତ୍ତମ ହୋଇଥାଏ। କାରଣ ଏହା ଯୁବକଙ୍କୁ କୁଲ୍‌ ଲୁକ୍‌ ଦେବା ସହିତ ଖରାଦିନେ ପିନ୍ଧିବାକୁ...

ଏହି ସମୟରେ ଏସବୁ ଫଳ ଖାଇଲେ ବଢ଼ିବ ଇମ୍ୟୁନିଟ ପାଓ୍ବାର

ଫଳ ସ୍ବାସ୍ଥ୍ୟ ପାଇଁ ଉପକାରୀ। ସେଥିପାଇଁ ଯଦି କାହାର ଦେହ ଖରାପ ହୋଇଯାଏ, ଡାକ୍ତର ତାଙ୍କୁ ଫଳ ଖାଇବାକୁ ପରାମର୍ଶ ଦେଇଥା’ନ୍ତି। କାରଣ ଫଳରେ ଅନେକ...

ଶ୍ମଶାନ ସମାନ ହୋଇଥାଏ ଏହି ଘର…

ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଅନେକ କିଛି ବର୍ଣ୍ଣନା କରିଛନ୍ତି। ଏହା ଜୀବନର ପ୍ରତ୍ୟେକ ସମସ୍ୟାର ସମାଧାନ କରିଥାଏ। ଯାହାକୁ ଆପଣାଇ ଜଣେ ଖୁସିରେ ଜୀବନ ଅତିବାହିତ...

ଅଧିକ ଲୁଣ ଖାଉଛନ୍ତି କି? ଦେଖାଦେଇପାରେ ଏହି ଜଟିଳ ସ୍ବାସ୍ଥ୍ୟ ସମସ୍ୟା; ଜାଣନ୍ତୁ..

ଆଜିକାଲି ସମୟରେ କିଡନୀ ଷ୍ଟୋନ୍‌ ଏକ ସାଧାରଣ ସମସ୍ୟା ପାଲଟିଛି। ହେଲେ ପୋଷକ ତତ୍ତ୍ୱ କମ୍‌ ହେବା କାରଣରୁ ମଧ୍ୟ ଏହି ଷ୍ଟୋନ୍‌ ହୋଇଥାଏ। ସ୍ବାସ୍ଥ୍ୟ...

ନୋବେଲ ପୁରସ୍କାର ରସାୟନ ବିଜ୍ଞାନ -୨୦୧୯ : ସମାଜକୁ ଜୀବାଶ୍ମ ଇନ୍ଧନ ମୁକ୍ତ କରିବା ବ୍ୟାଟେରି

”ଏବେ ଆମେ ବ୍ୟବହାର କରୁଥିବା ଅସଂଖ୍ୟ ସ୍ମାର୍ଟଫୋନ୍‌, ଲ୍ୟାପ୍‌ଟପ୍‌ ତଥା ଅନ୍ୟାନ୍ୟ ବହନୀୟ ଇଲେକ୍‌ଟ୍ରୋନିକ୍‌ ଯନ୍ତ୍ରପାତି ଏବଂ ରାଜମାର୍ଗରେ ଗଡ଼ିବାକୁ ଆରମ୍ଭ କରିଥିବା ନୂତନ ପିଢ଼ିର...

ଏ ସବୁ ସମସ୍ୟାରୁ ମୁକ୍ତିଦିଏ କର୍ପୂରତେଲ

ଘରେ ବିଭିନ୍ନ ପୂଜାପାର୍ବଣ ବା ଆଳତି ସମୟରେ କର୍ପୂରର ବ୍ୟବହାର କରାଯାଇଥାଏ। ଏହା ପରେ ମଧ୍ୟ କର୍ପୂରକୁ ବିଭିନ୍ନ କାର୍ଯ୍ୟ ପାଇଁ ବ୍ୟବହାର କରାଯାଇଥାଏ। ଏଥିରୁ...

Advertisement
Archives

Model This Week