ରାଜଧାନୀରେ ବିନା ଦରମାରେ ୩୨ ବର୍ଷ ହେବ କାମ କରିଆସୁଛନ୍ତି ବୃଦ୍ଧ: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ, ୨୯।୮: ରାଜଧାନୀ ଦିଲ୍ଲୀର ସିଲମପୁର ଲାଲବତି ଛକରେ ଜଣେ ବୃଦ୍ଧ ଟ୍ରାଫିକ ପୋଲିସ ୟୁନିଫର୍ମ ପିଦ୍ଧି ଟ୍ରାଫିକ ସିଷ୍ଟମ ଚଲାଉଥିବା ଦେଖିବାକୁ ମିଳୁଛି। ଦୀର୍ଘ ୩୨ ବର୍ଷ ହେବ ସେ ଏହି କାର୍ଯ୍ୟ କରିଆସୁଛନ୍ତି। ସକାଳ ୯ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସେ ଟ୍ରାଫିକ ବ୍ୟବସ୍ଥାକୁ ନିୟନ୍ତ୍ରିତ କରିଥାନ୍ତି। ଏହି ସମୟରେ ସେ ହାତରେ ଏକ ବାଡିଧରି ତାହା ସାହାଯ୍ୟରେ ଲୋକଙ୍କୁ ରାସ୍ତା ଦେଖାଇଥାନ୍ତି। ଆଶ୍ଚର୍ଯ୍ୟର କଥା ହେଲା ବିନା ଦରମାରେ ଏହି କାର୍ଯ୍ୟ କରିଚାଲିଛନ୍ତି। ସେ ହେଲେ ଗଙ୍ଗାରାମ। । ତେବେ ଗାଙ୍ଗୁରାମ ବିନା ଦରମାରେ ଏପରି କାମ କରିବାର କାରଣ ଶୁଣିଲେ ଯେକେହିବି ଆଶ୍ଚର୍ଯ୍ୟ ହୋଇଯିବେ।
ଏକ ସଡ଼କ ଦୁର୍ଘଟଣାରେ ଗାଙ୍ଗୁରାମଙ୍କ ଏକମାତ୍ର ପୁଅର ମୃତୁ ଘଟିଥିଲା। ଏହାପରେ ଅନ୍ୟ ଏକ ଦୁର୍ଘଟଣାରେ ତାଙ୍କ ସ୍ତ୍ରୀଙ୍କ ମଧ୍ୟ ମୃତ୍ୟୁ ଘଟିଲା। ଏହା ପରେ ସେ ସମ୍ପୂର୍ଣ୍ଣ ଏକାକୀ ହୋଇଗଲେ। ଯେତେଦିନ ପର୍ଯ୍ୟନ୍ତ ବଞ୍ଚିବେ ଟ୍ରାଫିକ ବ୍ୟବସ୍ଥାକୁ ସମ୍ଭାଳିବେ ବୋଲି ପ୍ରତିଜ୍ଞା କଲେ। ଅନେକ ଲୋକ ତାଙ୍କର ଏହି କାର୍ଯ୍ୟକୁ ପ୍ରଶଂସା କରିଥାନ୍ତି। ଆଉ କିଛି ଲୋକ ତାଙ୍କୁ ଉପହାର ରୂପେ ନୂତନ ପୋଷାକ ଦେଉଥିବା ବେଳେ ସେ କିନ୍ତୁ ତାହାକୁ ନେବାକୁ ମନାକରିଦିଅନ୍ତି। ଆଗକୁ ଯେପରି କୌଣସି ଦୁର୍ଘଟଣା ନ ଘଟୁ ସେଥିପାଇଁ ସେ ବିନା ସ୍ବାର୍ଥରେ ଟ୍ରାଫିକ ନିୟନ୍ତ୍ରଣ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ନେପାଳରେ ବନ୍ୟା ତାଣ୍ଡବ: ୨୮୮ ଭାରତୀୟଙ୍କ ମିଳୁନି ପତ୍ତା,୨୧ ଉଦ୍ଧାର

ନୂଆଦିଲ୍ଲୀ,୨୭।୮: ନେପାଳରେ ବନ୍ୟା ପରେ ୨୮୮ ଜଣ ଭାରତୀୟ ନିଖୋଜ ଥିବା ରିପୋର୍ଟ ହୋଇଛି। ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବୈଦେଶିକ ମନ୍ତ୍ରଣାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri