Posted inଫୁରସତ

ମୁଣ୍ଡରେ ଫ୍ରିଜ୍‌ ରଖି ସାଇକେଲ ଚଳାଉଛନ୍ତି ଏହି ବ୍ୟକ୍ତି, ଭିଡିଓ ଦେଖିଲେ…

ଆଜିକାଲି ସୋସିଆଲ ମିଡିଆରେ ଜଣେ ବ୍ୟକ୍ତିଙ୍କର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯାହା ଚର୍ଚ୍ଚାର ବିଷୟ ପାଲଟିଛି। ଏହି ବ୍ୟକ୍ତିଙ୍କ ବେକକୁ ଦେଖିଲେ ଅନୁଭବ କରିବେ ଏହା ଲୁହାରେ ତିଆରି। କେବେ ଭାଙ୍ଗିବ ନାହିଁ। ବ୍ୟକ୍ତି ଜଣକ ମୁଣ୍ଡରେ ଏକ ଫ୍ରିଜ୍‌ ରଖି ବେକକୁ ସନ୍ତୁଳିତ ରଖିଛନ୍ତି। ତାଙ୍କୁ ଦେଖି ଲୋକମାନେ ଦୁନିଆର ସବୁଠାରୁ ଶକ୍ତିଶାଳୀ ବେକ ଥିବା ବ୍ୟକ୍ତି କୁହନ୍ତି। ତଥାପି ତାଙ୍କ ନାମରେ ସେପରି କୌଣସି ରେକର୍ଡ ନାହିଁ।

 

 

View this post on Instagram

 

A post shared by Barstool Sports (@barstoolsports)


@barstoolsports ନାମକ ଏକ ଇନ୍‌ଷ୍ଟାଗ୍ରାମରେ ଭିଡିଓଟି ଶେୟାର କରାଯାଇଛି। ଯେଉଁଥିରେ ଜଣେ ବ୍ୟକ୍ତି ତାଙ୍କ ମୁଣ୍ଡରେ ଫ୍ରିଜ୍‌ ରଖି ସନ୍ତୁଳନ ରଖି ଯାଉଛନ୍ତି। ସେ ସାଇକେଲ ଯୋଗେ ଏହି ସବୁ କାମ କରିଥିଲେ। ଭିଡିଓରେ ବ୍ୟକ୍ତି ଜଣକ ଏକ ଲେଡିଜ୍‌ ସାଇକେଲ ଚଲାଉଛନ୍ତି । ଯେଉଁ କାରଣରୁ ସାଇକେଲରେ ଯିବା ସହଜ ଅଟେ। ସେ ତାଙ୍କ ମୁଣ୍ଡରେ ଏକ ଫ୍ରିଜ ରଖିଛନ୍ତି ଏବଂ ଏହା ପରେ ପେଡିଂ କରୁଛନ୍ତି । ତାଙ୍କର ସନ୍ତୁଳନ ଆଶ୍ଚର୍ଯ୍ୟଜନକ। ଲୋକମାନେ ତାଙ୍କୁ ଦେଖି ଆଶ୍ଚର୍ଯ୍ୟ ହୋଇଗଲେ ଏବଂ ତାଙ୍କର ଅନନ୍ୟ କୀର୍ତ୍ତିର  ଭିଡିଓ ମଧ୍ୟ ପ୍ରସ୍ତୁତ କରୁଛନ୍ତି।

ଏହି ଭିଡିଓକୁ ଲକ୍ଷାଧିକ ଲୋକ ଦେଖିସାରିଲେଣି। ଅନେକ ଲୋକ ମନ୍ତବ୍ୟ ଦେଇଛନ୍ତି। ଜଣେ ୟୁଜର କହିଛନ୍ତି, ଏହା ବାସ୍ତବ ହୋଇପାରିବ ନାହିଁ କାରଣ ଏହା ପାଗଳପଣ। ଜଣେ କହିଛନ୍ତି, ସେହି ବ୍ୟକ୍ତିଙ୍କ ବେକ ପ୍ରସିଦ୍ଧ କୁସ୍ତି ଯୋଦ୍ଧା ପରି। ଅନ୍ୟ ଜଣେ କହିଛନ୍ତି, ଆଫ୍ରିକାରେ ଏସବୁ ସ୍ବାଭାବିକ। ଆଉ ଜଣେ ୟୁଜର ମଜାଳିଆ ଭାବେ କମେଣ୍ଟ ଦେଇଛନ୍ତି, ମୁଁ ଚାହେଁ ମୋ ପ୍ରେମିକାଙ୍କ ସହିତ ମୋର ସମ୍ପର୍କ ଏହି ବ୍ୟକ୍ତିଙ୍କ ପରି ମଜବୁତ ହେଉ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି: ଯୋଗଦେଲେ ଡ.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦ….

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଆଜି ପବିତ୍ର ଶ୍ରୀରାମ ନବମୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଚଳଚଞ୍ଚଳ ହୋଇ ଉଠିଛି। ତେବେ ଗୁରୁବାର ସାରେ ଶ୍ରୀରାମ ନବମୀ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

ବଚସା ହେଲା କାଳ…ସ୍ତ୍ରୀକୁ ସିଲିଣ୍ଡର ଛେଚି ହତ୍ୟା କଲେ ସ୍ବାମୀ

ଚଣ୍ଡିଗଡ଼,୨୭।୩: ହରିୟାଣାର ଗୁରୁଗ୍ରାମ ଜିଲାରୁ ଏକ ହୃଦୟ ବିଦାରକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁସାରେ, ଗୁରୁଗ୍ରାମର ଚୌମା ଗାଁରେ, ଗୁଞ୍ଜନ ନାମକ ଜଣେ ୨୨ ବର୍ଷୀୟା…

ଭାରତ୍ତୋଳନରେ ଦୀପାରାଣୀଙ୍କୁ ରୌପ୍ୟ

ଚିକିଟି, ୨୭ା୩ (ପ୍ରକାଶ ଚନ୍ଦ୍ର ସାହୁ ): ଛତିଶଗଡ ରାଇପୁର ସ୍ଥିତ ପଣ୍ଡିତ ରବି ଶଙ୍କର ବିଶ୍ୱ ବିଦ୍ୟାଳୟର ଖେଳ ପଡ଼ିଆ ପରିସରରେ ଗୁରୁବାର ଜାତୀୟସ୍ତରୀୟ ଉଦ୍‌ଘାଟିତ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ ମହାରାଷ୍ଟ୍ରର ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ଜଳାଶୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri