Posted inଫୁରସତ

ସାପ ମୁଣ୍ଡକୁ ଚୁମ୍ବନ ଦେଇ କାତି ଛଡ଼ାଇବାକୁ ଲାଗିଲେ ଏହି ବ୍ୟକ୍ତି: ଦେଖନ୍ତୁ ଲୋମଟାଙ୍କୁରା ଭିଡ଼ିଓ

ସାରା ବିଶ୍ୱରେ ଅନେକ ପ୍ରଜାତିର ସାପ ଅଛନ୍ତି, ସେମାନଙ୍କ ମଧ୍ୟରୁ କେତେକ ଶାନ୍ତିପୂର୍ଣ୍ଣ ଏବଂ କେତେକ ଅତ୍ୟନ୍ତ ଭୟାନକ। କିଛି ଲୋକ ସାପ ବିଷୟ ଉଠିଲା ମାତ୍ରେ ଭୟଭୀତ ହୁଅନ୍ତି। କିନ୍ତୁ କିଛି ଲୋକ ଅଛନ୍ତି ସାପଙ୍କ ସହ ବନ୍ଧୁତ୍ୱପୂର୍ଣ୍ଣ ଭାବେ ନଜର ଆସନ୍ତି। ନିକଟରେ ଏମିତି ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଜଣେ ବ୍ୟକ୍ତି ପ୍ରଥମେ ସାପର କପାଳକୁ ଚୁମ୍ବନ ଦେଇଥାଏ ଏବଂ ତା’ପରେ ଆରାମରେ ସାପର କାତିକୁ ହାତରେ କାଢୁଥିବାର ଦେଖାଯାଏ। ଭିଡିଓରେ ଥିବା ବ୍ୟକ୍ତିଙ୍କ ଏହି ଭୟାନକ କାର୍ଯ୍ୟକୁ ଦେଖି ନିଶ୍ଚିତ ଭାବରେ ଲୋମ ଟାଙ୍କୁରି ଉଠିବ।
ଭିଡିଓରେ ଏହା ଦେଖିବାକୁ ମିଳେ ଯେ, ଜଣେ ବ୍ୟକ୍ତି କିପରି ନିଜ ହାତରେ ସାପର କାତି ହଟାଉଛନ୍ତି। ଏଥିପାଇଁ ସର୍ବପ୍ରଥମେ ସେ ସାପର କାତିକୁ ପାଟି ପାଖରେ ଧରି ରଖନ୍ତି ଏବଂ ପରେ ଧୀରେ ଧୀରେ ଏହାକୁ ବାହାର କରିବା ଆରମ୍ଭ କରନ୍ତି। ଏହି ସମୟରେ ସାପ ମଧ୍ୟ ଚର୍ମକୁ ସଙ୍କୁଚିତ କରୁଥିବା ଦେଖାଯାଏ। ସାପର ଶୈଳୀକୁ ଦେଖିଲେ ଲାଗୁଛି ଯେପରି ସେ ମଧ୍ୟ ଚାହୁଁଛି ଯେ ବ୍ୟକ୍ତି ଜଣକ ସହଜରେ ତା’ କାତି ଛଡାଇ ଦିଅନ୍ତୁ। ବ୍ୟକ୍ତି ଜଣକ ବର୍ଷ ବର୍ଷ ଧରି ପୋଷା ସାପକୁ କାତି ଛଡାଇବାରେ ସାହାଯ୍ୟ କରିଆସୁଛନ୍ତି।
ଏହା କୁହାଯାଉଛି ଯେ ଏହା ଏକ ଇଷ୍ଟର୍ନ ଇଣ୍ଡିଗୋ ଚର୍ମ, ଯାହା ବିଷାକ୍ତ ନୁହେଁ ଏବଂ ଆମେରିକାରେ ମିଳିଥାଏ। ଏହି ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ @therealtarzann ନାମକ ଏକ ଆକାଉଣ୍ଟରେ ଶେୟାର କରାଯାଇଛି।

 

View this post on Instagram

 

A post shared by Mike Holston (@therealtarzann)


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?