Posted inଫୁରସତ

୧୦ ସପ୍ତାହ ମଧ୍ୟରେ ଏହି ବ୍ୟକ୍ତି ୫ ଥର ନେଇ ସାରିଲେଣି କରୋନା ଟିକା, କାରଣ ଜାଣିଲେ…

କରୋନା ଭାଇରସ୍‌କୁ ଏଡ଼ାଇବା ପାଇଁ ଲୋକମାନେ ଅନେକ ସତର୍କତା ଅବଲମ୍ବନ କରୁଛନ୍ତି। ସୁଯୋଗ ପାଇବା ମାତ୍ରେ ଲୋକେ ଟିକା ନେଉଛନ୍ତି। ବିଶ୍ୱର ପ୍ରାୟ ସମସ୍ତ ଦେଶର ଲୋକମାନେ କରୋନା ଟିକା ଗ୍ରହଣ କଲେଣି। ଟିକା ଆସିବା ପରଠାରୁ ଲୋକମାନେ କରୋନା ଟିକା ନେଇ ଚାଲିଛନ୍ତି। ଭାରତରେ ପ୍ରାୟ ୬୨ କୋଟି ଲୋକଙ୍କୁ ଏହି ଟିକା ମିଳିସାରିଛି।

ନିର୍ଦ୍ଦେଶାବଳୀ ଅନୁଯାୟୀ, କରୋନା ଟିକାର ଦୁଇଟି ଡୋଜ୍‌ ସୁରକ୍ଷା ପାଇଁ ଉପଯୁକ୍ତ। କିନ୍ତୁ ଜଣେ ବ୍ୟକ୍ତି ଏପର୍ଯ୍ୟନ୍ତ ୫ଟି ଡୋଜ ନେଇସାରିଲେଣି। ଏହି ଖବର ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି।

ଏକ ରିପୋର୍ଟ ଅନୁଯାୟୀ, ବ୍ରାଜିଲର ରିଓଡିଜେନେରିଓରେ ରହୁଥିବା ଜଣେ ବ୍ୟକ୍ତି ୧୦ ସପ୍ତାହ ମଧ୍ୟରେ ୫ଟି କରୋନା ଟିକା ନେଇଛନ୍ତି। ଯେତେବେଳେ ପ୍ରଶାସନ ଏହି ଖବର ବିଷୟରେ ସୂଚନା ପାଇଲା, ଏହାର ତଦନ୍ତ ଆରମ୍ଭ ହୋଇଥିଲା। ଅନୁସନ୍ଧାନରୁ ଜଣାପଡ଼ିଛି ଯେ, ଏହି ବ୍ୟକ୍ତି ଜାଣିଶୁଣି କରୋନା ଟିକାର ଅନେକ ଡୋଜ୍‌ ନେଉଛନ୍ତି।

ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା ହେଉଛି କରୋନା ଟିକାର ୫ ଡୋଜ୍‌ ନେବା ସତ୍ତ୍ୱେ ଏହି ବ୍ୟକ୍ତି ଭଲ ଅଛନ୍ତି। ତାଙ୍କର କୌଣସି ଅସୁବିଧା ନାହିଁ। କରୋନାର ପ୍ରଥମ ଲହର ଏବଂ ଦ୍ୱିତୀୟ ଲହରରେ ଏହା ଦେଖିବାକୁ ମିଳିଥିଲା ଯେ, ବ୍ରାଜିଲ କରୋନା ଦ୍ୱାରା ଅନେକ ଅସୁବିଧାରେ ପଡ଼ିଥିଲା। ବର୍ତ୍ତମାନ ଏଠାରେ ଟିକାର ଅଭାବ ବି ପରିଲକ୍ଷିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri