ଏହି କାରଣରୁ ହୋଇପାରେ ଡାଇବେଟିସ୍‌: ହୋଇଯାନ୍ତୁ ସାବଧାନ

ପୃଥୁଳତା ଏବଂ ଡାଇବେଟିସ୍‌ ମଧ୍ୟରେ ଯେ ପ୍ରତ୍ୟକ୍ଷ ସମ୍ବନ୍ଧ ରହିଛି। ଅବଶ୍ୟ ଅଧିକାଂଶ ଡାଇବେଟିସ୍‌ ରୋଗୀଙ୍କ କ୍ଷେତ୍ରରେ ଏଥିରେ ବଂଶଗତ ପ୍ରଭାବ ପରିଲକ୍ଷିତ ହୋଇଥାଏ। ପୃଥୁଳତା ବା ଓବେସିଟି ବଢ଼ିଗଲେ ତାହା ରକ୍ତରେ ସୁଗାର ପରିମାଣ ବଢ଼ାଇ ଦିଏ। ରକ୍ତରେ ଚର୍ବି ଜମିଲେ ମଧ୍ୟ ତାହା ଡାଇବେଟିସ୍‌ ରୋଗୀଙ୍କ ପାଇଁ କ୍ଷତିକାରକ। ଏପରି ସ୍ଥିତିକୁ ଡାକ୍ତରୀ ଭାଷାରେ ‘ଇନ୍‌ସୁଲିନ୍‌ ରେଜିଷ୍ଟାନ୍ସ’ ବୋଲି କୁହନ୍ତି। ଏହାବ୍ୟତୀତ ପୃଥୁଳତା ଲାଗି ରହିଲେ ଇନ୍‌ସୁଲିନ୍‌ ତିଆରି କରୁଥିବା ‘ବିଟା ସେଲ୍‌’ ନାମକ ଜୀବକୋଷମାନ କ୍ଳାନ୍ତ ହୋଇପଡ଼ନ୍ତି। ପୃଥୁଳକାୟ ବ୍ୟକ୍ତିଙ୍କ ରକ୍ତରେ ଅଧିକ ମାତ୍ରାରେ ଇନ୍‌ସୁଲିନ୍‌ ଥାଇ ମଧ୍ୟ ତାହା ଆଶାନୁରୂପ କାର୍ଯ୍ୟ କରିପାରେନି। ତେଣୁ ପୃଥୁଳତା ଡାଇବେଟିସ୍‌ ରୋଗୀଙ୍କ ଚିକିତ୍ସାରେ ଅନ୍ୟତମ ପ୍ରଧାନ ବାଧକ ସାଜିଥାଏ। ମାତ୍ର ଖାଦ୍ୟ ନିୟନ୍ତ୍ରଣ ଓ ନିୟମିତ ବ୍ୟାୟାମ କରନ୍ତୁ। ଏହାଦ୍ୱାରା ପୃଥଳତାକୁ କେତେକାଂଶରେ ହ୍ରାସ କରାଯାଇ ପାରିବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସୋନିଆଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଲା ବଡ଼ ଅପଡେଟ, ଆଣ୍ଟିବାୟୋଟିକରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୋନିଆ ଗାନ୍ଧୀ…

ପ୍ରଧାନମନ୍ତ୍ରୀ ମୋଦି, ନିର୍ବାଚନ କମିଶନଙ୍କ AI ଭିଡିଓ ଭାଇରାଲ, X ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୬।୩: କେରଳ ପୋଲିସର ସାଇବର ଶାଖା ସୋସିଆଲ ମିଡିଆ ପ୍ଲାଟଫର୍ମ X ଏବଂ ଏହାର ଏକ ହ୍ୟାଣ୍ଡେଲ ବିରୋଧରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ହୋଇଛି…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri