Posted inଜାତୀୟ

ମୋଦିଙ୍କ ବିପକ୍ଷରେ ନିର୍ବାଚନ ଲଢିବାକୁ ତେଲଙ୍ଗାନାରୁ ବାରାଣସୀ ଧାଇଁ ଆସିଲେ ଏହି କୋଟିପତି ପ୍ରାର୍ଥୀ: ସମ୍ପତ୍ତି ଜାଣିଲେ ଉଡିଯିବ ହୋଶ୍‌

ବାରାଣସୀ,୧୪।୫: ଉତ୍ତରପ୍ରଦେଶର ବାରାଣସୀ ଲୋକ ସଭା ଆସନ ପାଇଁ ନାମାଙ୍କନ ପାଇଁ ଶେଷ ତାରିଖ ମେ ୧୪ ଅର୍ଥାତ୍‌ ଆଜି। ଏହି ଆସନରୁ ନିର୍ବାଚନ ଲଢୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଖବର ଲେଖିବା ପର୍ଯ୍ୟନ୍ତ ୧୫ ଜଣ ପ୍ରାର୍ଥୀ ଏହି ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି।
ଏପର୍ଯ୍ୟନ୍ତ ଦାଖଲ ହୋଇଥିବା ୧୫ଟି ନାମାଙ୍କନ ମଧ୍ୟରୁ ଗୋଟିଏ ନାମ ହେଉଛି – କୋଲିଶେଟ୍ଟୀ ଶିବ କୁମାର। ତେଲଙ୍ଗାନାର ବାସିନ୍ଦା ଶିବ କୁମାର ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ନିର୍ବାଚନ ଲଢୁଛନ୍ତି। ଶିବ କୁମାରଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ରହିଛି। ତାଙ୍କର ମୋଟ ସମ୍ପତ୍ତି ହେଉଛି ୫ କୋଟି ଟଙ୍କା ଏବଂ ତାଙ୍କର ୧.୪ କୋଟି ଟଙ୍କା ଋଣ ମଧ୍ୟ ଅଛି। ଏହା ବ୍ୟତୀତ ତାଙ୍କର ମୋଟ ଆୟ ହେଉଛି ୨୨ ଲକ୍ଷ ଟଙ୍କା।
ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ନିର୍ବାାଚନ ଲଢିବା ପାଇଁ ମହାରାଷ୍ଟ୍ରର ୱାର୍ଡ଼ାରୁ ଆଉ ଜଣେ ପ୍ରାର୍ଥୀ ଆସିଛନ୍ତି। ଅଭଚିତ୍‌ ସାରାଓ ସାୟମ ମଧ୍ୟ କୋଟି କୋଟି ଟଙ୍କାର ମାଲିକ ଅଟନ୍ତି। ତାଙ୍କର ୫୪ ଲକ୍ଷ ୨୧,୦୦୦,୨୬୯ ମୂଲ୍ୟର ଚଳନ ସମ୍ପତ୍ତି ଅଛ। ୫ କୋଟି ୭୧ ଲକ୍ଷ ଟଙ୍କା ମୂଲ୍ୟର ଅସ୍ଥାବର ସମ୍ପତ୍ତି ଅଛି । ଶ୍ୟାମଙ୍କ ମୋଟ ସମ୍ପତ୍ତି ହେଉଛି ୮,୩୨,୯୬,୨୯୪ ଟଙ୍କା ଏବଂ ତାଙ୍କର ୩୨,୫୨,୦୧୪ ଟଙ୍କା ଋଣ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri