ଇଡି ଚଢାଉବେଳେ ନିର୍ବାଚନୀ ବଣ୍ଡ କିଣିଛନ୍ତି ଏହି ଦିଗ୍‌ଗଜ ଖଣି-ଷ୍ଟିଲ କମ୍ପାନୀ, ଓଡିଶା ସହ ରହିଛି ଲିଙ୍କ୍‌

ନୂଆଦିଲ୍ଲୀ,୧୫।୩: ଲୋକସଭା ନିର୍ବାଚନ ଘୋଷଣାର ଗୋଟିଏ ଦିନ ପୂର୍ବରୁ ନିର୍ବାଚନ ଆୟୋଗ ଇଲୋକ୍ଟରଲ ବଣ୍ଡର ଡାଟା ଓ୍ବେବସାଇଟ୍‌ରେ ସାର୍ବଜନୀନ କରିଛନ୍ତି। ଆୟୋଗ, ଏସବିଆଇରୁ ବଣ୍ଡ କିଣିଥିବା ଓ ବଣ୍ଡ କିଣିଥିବା ରାଜନୈତିକ ଓ ସବୁ କମ୍ପାନୀର ନାମ ଓ୍ବେବସାଇଟରେ ଅପଲୋଡ କରିଛନ୍ତି। ତେବେ ଏହାକୁ ନେଇ ତାଜୁବ କରିଦେବା ଭଳି ତଥ୍ୟ ସାମ୍ନାକୁ ଆସିଛି।

୨୦୧୯ରୁ ୨୦୨୪ ଭିତରେ ରାଜନୈତିକ ଦଳଙ୍କୁ ଚାନ୍ଦା ଦେଇଥିବା ଶୀର୍ଷ ୫କମ୍ପାନୀ ମଧ୍ୟରୁ ୩ଟି କମ୍ପାନୀ ଏପରି ଅଛନ୍ତି ଯେଉଁମାନେ କମ୍ପାନୀରେ ଇଡି ଓ ଇନକମ ଟ୍ୟାକ୍ସ ଚଢାଉବେଳେ ନିର୍ବାଚନୀ ବଣ୍ଡ କିଣିଛନ୍ତି। ସେମାନେ ହେଲେ ଫ୍ୟୁଚର ଗେମିଂ, ଇନଫ୍ରାଷ୍ଟକଚର ଫର୍ମ ମେଘା ଇଞ୍ଜିନିୟରିଂ ଏବଂ କେତେକ ଦିଗ୍‌ଗଜ ଖଣି କମ୍ପାନୀ ମଧ୍ୟ ଅଛନ୍ତି।

ନିର୍ବାଚନ ଆୟାଗଙ୍କ ଦ୍ୱାରା ସାର୍ବଜନୀନ କରାଯାଇଥିବା ତଥ୍ୟନୁସାରେ , ଦେଶର ଦିଗ୍‌ଗଜ ଖଣି ଓ ଇସ୍ପାତ କମ୍ପାନୀ ଯଥା, ବେଦାନ୍ତ ଲିମିଟେଡ, ରୁଙ୍ଗତା ସନ୍ସ ପ୍ରାଇଭେଟ ଲିମିଟେଡ, ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ବାର, ଇଏସଏସଇଏଲ ମାଇନିଂ ଆଣ୍ଡ ଇଣ୍ଡ୍ରଷ୍ଟିଜ ଲିମିଟେଡ ଓ ଡେମ୍ପୋ ସମୁଦାୟ ୮୨୫ କୋଟି ଟଙ୍କାର ନିର୍ବାଚନୀ ବଣ୍ଡ କିଣିଛନ୍ତି। ରୁଙ୍ଗତା ସନ୍ସ ପ୍ରାଇଭେଟ ଲିମିଟେଡ ୧୦୦କୋଟି, ବେଦାନ୍ତ ୩୭୬ କୋଟି, ଇଏମଆଇଏଲ ୨୨୪.୫ କୋଟି, ଜିଏସପିଏଲ ୧୨୩ କୋଟି ଓ ଡେମ୍ପୋ ୧.୫କୋଟି ଟଙ୍କାର ନିର୍ବାଚନୀ ବଣ୍ଡ କିଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri