ଏହି ବିଶ୍ୱସୁନ୍ଦରୀ କରୋନା ପଜିଟିଭ

ବଲିଉଡ୍‌ ଅଭିନେତ୍ରୀ ତଥା ପୂର୍ବତନ ବିଶ୍ୱ ସୁନ୍ଦରୀ ନତାଶା ସୁରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏବେ ସେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। ଏ ନେଇ ନିଜେ ନତାଶା ସୋସିଆଲ ମିଡିଆ ମାଧ୍ୟମରେ ସୂଚନା ଦେଇଛନ୍ତି।
୬ ଦିନ ପୂର୍ବେ ଏକ ଜରୁରୀ କାମରେ ନତାଶା ପୁଣେ ଯାଇଥିଲେ। ସେଠାରୁ ଫେରିବା ପରେ ସେ ଅସୁସ୍ଥ ହୋଇପଡ଼ିଥିଲେ। ଜ୍ୱର ହେବା ସହ ତଣ୍ଟି ଦରଜ ଏବଂ ଧକ୍କା ଅନୁଭବ କରିଥିଲେ। ତେଣୁ କରୋନା ଟେଷ୍ଟ କରିବା ପରେ ପଜିଟିଭ ଜଣାପଡ଼ିଛନନ୍ତି। ତେଣୁ ସେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ମେଡିସିନ ଖାଉଛନ୍ତି। ଜେଜେ ମା’ ଓ ଭଉଣୀଙ୍କ ସହ ରହୁଥିବାରୁ ସେମାନଙ୍କର ମଧ୍ୟ କରୋନା ଟେଷ୍ଟ କରାଇବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥରକେ ଏତିକି ସିଙ୍ଗଡା ଖାଆନ୍ତି ହ୍ରିତିକ୍‌ ରୋଶନ

ବଲିଉଡ୍‌ ଅଭିନେତା ହ୍ରିତିକ୍‌ ରୋଶନ ଇଣ୍ଡ୍ଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ଡ୍ୟାନ୍ସ ହେଉ କି ଅଭିନୟ ସବୁଥିଲେ ସେ ବେଶ୍‌ ପାରଙ୍ଗମ।...

ଯମ ଅଭିନୟରେ କରୋନା ସଚେତନତା କଲେ କଂସ ଅଭିନେତା ଭୁବନେଶ୍ବର

ବରଗଡ଼ ଅଫିସ,୧୬।୫: କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ଯୋଗୁ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି ସଂକ୍ରମଣକୁ ପ୍ରତିହତ କରିବା...

କରୋନା ସଂକ୍ରମଣ ରୋକିବାକୁ ରାସାୟନିକ ପଦାର୍ଥ ଚିହ୍ନଟ, ଔଷଧ ପ୍ରସ୍ତୁତିରେ ହୋଇପାରେ ସହାୟକ

ଟେନିସି: କରୋନା ଭାଇରସ୍‌ କ୍ଷୀପ୍ର ବେଗରେ ବଢ଼ିଚାଲିଥିବାରୁ ଏହାକୁ କେମିତି ରୋକାଯାଇପାରିବ ସେନେଇ ବୈଜ୍ଞାନିକମାନେ ରାତିଦିନ ଲାଗିଛନ୍ତି। ଏଥିପାଇଁ ବୈଜ୍ଞାନିକମାନେ ବିଶ୍ୱର ଦ୍ରୁତତମ ସୁପର କମ୍ପ୍ୟୁଟର...

୧୨ ବର୍ଷ ପରେ ସିଲ୍‌ଭର ସ୍କ୍ରିନ୍‌କୁ ଫେରୁଛନ୍ତି ଶିଳ୍ପା

ଦର୍ଶକଙ୍କ ପାଇଁ ଖୁସି ଖବର। ୧୨ ବର୍ଷ ପରେ ପୁଣି ସିଲ୍‌ଭର ସ୍କ୍ରିନ୍‌କୁ ଫେରୁଛନ୍ତି ସୁନ୍ଦରୀ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ। ବିବାହ ପରଠାରୁ ଫିଲ୍ମଠୁ ଦୂରେଇ...

ସମୁଦ୍ର ମଧ୍ୟକୁ ଯାଇ କାନ୍ଦୁଥିଲେ ବଲିଉଡ୍‌ର ସବୁଠୁ ହ୍ୟାଣ୍ଡସମ୍‌ ଅଭିନେତା: ଜାଣନ୍ତୁ କାହିଁକି…

ବଲିଉଡ୍‌ର ସବୁଠାରୁ ହ୍ୟାଣ୍ଡସମ୍‌ ହିରୋ ଶଶି କପୁରଙ୍କ ସ୍ତ୍ରୀ ଜେନିଫର କେଣ୍ଡେଲଙ୍କର ସୋମବାର ଅର୍ଥାତ୍‌ ଆଜି ହେଉଛି ୩୬ତମ ଶ୍ରାଦ୍ଧ ପାର୍ଷିକୀ। ସେପ୍ଟେମ୍ବର ୭, ୧୯୮୪ରେ...

୧୧୨ ଜିଲାରେ ସର୍ଭେ କରିବ ନୀତି ଆୟୋଗ

ନୂଆଦିଲ୍ଲୀ,୨୭ା୪: କୋଭିଡ୍‌-୧୯ର ମୁକାବିଲା ପାଇଁ ଭାରତରେ ଗରିବମାନେ ସୋସିଆଲ ଡିଷ୍ଟାନ୍ସିଂ କରୁଛନ୍ତି କି? ଏହି ପ୍ରଶ୍ନର ଉତ୍ତର ଖୋଜିବା ପାଇଁ ଦେଶର ୧୦୦ରୁ ଊର୍ଦ୍ଧ୍ୱ ଜିଲାରେ...

କରୋନା ଭୂତାଣୁଠାରୁ କିପରି ଦୂରେଇ ରଖେ ସାନିଟାଇଜର

ଓ୍ବାଶିଂଟନ,୩୧।୩: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଭୟଙ୍କର ସ୍ଥିତି ଦେଖାଦେଇଛି। ଏପରିସ୍ଥଳେ ସାମାଜିକ ଦୂରତା, ହାତ ଧୋଇବା ଏବଂ ସାନିଟାଇଜର ବ୍ୟବହାର କରିବା ଉପରେ...

ଜୁଲାଇ ୩୧ ପର୍ଯ୍ୟନ୍ତ ଗଞ୍ଜାମରେ ବାଇକ୍‌ ଚଳାଚଳ ନିଷେଧ

ଛତ୍ରପୁର, ୨।୬(ଡି.ଏନ୍‌.ଏ.) ଗଞ୍ଜାମ ଜିଲାରେ ଜୁଲାଇ ୩୧ ପର୍ଯ୍ୟନ୍ତ ବାଇକ ଚଳାଚଳକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। କେବଳ ମେଡିକାଲ, କୃଷି କାର୍ଯ୍ୟ ପାଇଁ ପରିଚୟପତ୍ର ଦେଖାଇ...

Seven Jackpot
Advertisement


Archives

Model This Week

Why Dharitri