ଏହି କ୍ଷଣ ଅବିସ୍ମରଣୀୟ: ମୋଦି

ନୂଆଦିଲ୍ଲୀ/ଜୋହାନ୍ସବର୍ଗ,୨୩ା୮: ବୁଧବାର ସନ୍ଧ୍ୟାରେ ଇତିହାସ ରଚିଛି ଭାରତ। ଇସ୍ରୋର ଚନ୍ଦ୍ରୟାନ-୩ ସୁରକ୍ଷିତ ଭାବରେ ଚନ୍ଦ୍ରର ସାଉଥ୍‌ପୋଲ ବା ଦକ୍ଷିଣ ମେରୁରେ ଲ୍ୟାଣ୍ଡିଂ କରିଛି। ଏହି ସଫଳତା ହାସଲ ପରେ ଦକ୍ଷିଣ ଆଫ୍ରିକା ଗସ୍ତରେ ଥାଇ ପ୍ରଧାନମନ୍ତ୍ରୀ ସେଠାରୁ ଇସ୍ରୋ ବୈଜ୍ଞାନିକ ଏବଂ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି, ଏହା ଭାରତ ଉଦୟର କ୍ଷଣ। ଏହି କ୍ଷଣ ଅବିସ୍ମରଣୀୟ। ଏହି ସଫଳତା ହାସଲ କରିବାରେ ଭାରତ ବିଶ୍ୱର ୪ର୍ଥ ମହାକାଶ ସଂସ୍ଥାରେ ପରିଣତ ହୋଇଛି। ପୂର୍ବରୁ ଆମେରିକା, ରୁଷିଆ, ଚାଇନା ଓ ୟୁରୋପୀୟ ମହାକାଶ ସଂସ୍ଥା ଏହି ସଫଳତା ହାସଲ କରିସାରିଛନ୍ତି।

 

ସୂଚନାଯୋଗ୍ୟ, ଇସ୍ରୋ ଗତ ଜୁଲାଇ ୧୪ରେ ଚନ୍ଦ୍ରୟାନ-୩କୁ ଚନ୍ଦ୍ରପୃଷ୍ଠକୁ ପଠାଇଥିଲା। ଏହା ପୂର୍ବରୁ ୨୦୦୮ରେ ଚନ୍ଦ୍ରୟାନ-୧ ଓ ୨୦୧୯ରେ ଚନ୍ଦ୍ରୟାନ-୨କୁ ମଧ୍ୟ ପ୍ରେରଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ…

ଶିଶୁ ଜନ୍ମ ହେଲେ ମୁଖ୍ୟମନ୍ତ୍ରୀ ଦେବେ ୧ ଗ୍ରାମର ସୁନା ମୁଦି, ରାଜ୍ୟ ସରକାରଙ୍କ ଖାସ୍ ସ୍କିମ୍…

ଚେନ୍ନାଇ,୨୭ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ନିଜର ଏକ ପ୍ରମୁଖ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ଏଣିକି ରାଜ୍ୟର ସମସ୍ତ ସରକାରୀ ମାତୃତ୍ୱ କେନ୍ଦ୍ର ଓ…

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ

ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର…

ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି।…

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ…

ଆମେରିକାର ବୈଦେଶିକ ସଚିବ ରୁବିଓଙ୍କ ବଡ଼ ଘୋଷଣା: ଭାରତ ଆସିବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୭।୬: ଭାରତ ଏବଂ ଆମେରିକା ମଧ୍ୟରେ ରଣନୈତିକ ଏବଂ ବାଣିଜ୍ୟିକ ସମ୍ପର୍କରେ ଏକ ନୂତନ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହା ଆମେରିକାର ବୈଦେଶିକ ସଚିବ ମାର୍କୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri