Posted inଜାତୀୟ

ମହଙ୍ଗା ଭତ୍ତା ବୃଦ୍ଧି ପରେ କେତେ ବଢିଯିବ ସରକାରୀ କର୍ମଚାରୀ ଦରମା, ଜାଣନ୍ତୁ…

ନୂଆଦିଲ୍ଲୀ,୮।୩: ହୋଲି ଆଉ କିଛି ଦିନ ବାକି ଅଛି। ହୋଲିର ଠିକ୍‌ ପୂର୍ବରୁ ପ୍ରଧାନମନ୍ତ୍ରରୀ ନରେନ୍ଦ୍ର ମୋଦି ସରକାର କେନ୍ଦ୍ରୀୟ କର୍ମଚାରୀମାନଙ୍କୁ ଏକ ବଡ ଉପହାର ଦେଇଛନ୍ତି। ଗୁରୁବାର ଅର୍ଥାତ୍‌ ମାର୍ଚ୍ଚ ୭ରେ କେନ୍ଦ୍ର ସରକାର କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି। କେନ୍ଦ୍ର ସରକାର କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪% ବୃଦ୍ଧି କରିଛନ୍ତି। ପୂର୍ବରୁ ମହଙ୍ଗା ଭତ୍ତା ୪୦% ରେ ଉପଲବ୍ଧ ଥିଲା। ବର୍ତ୍ତମାନ ଏହା ୫୦% କୁ ବୃଦ୍ଧି ପାଇବମହଙ୍ଗା ଭତ୍ତା ଏହା ସହିତ, ହାଉସ ଭଡା ଭତ୍ତା ଅର୍ଥାତ୍‌ କର୍ମଚାରୀଙ୍କ ଏଚଆରଏ ମଧ୍ୟ ବୃଦ୍ଧି କରାଯାଇଛି । ମହଙ୍ଗା ଭତ୍ତା ବୃଦ୍ଧି ହେତୁ କେନ୍ଦ୍ରୀୟ କର୍ମଚାରୀଙ୍କ ଦରମା କେତେ ବୃଦ୍ଧି ପାଇବ ତାହା ଆମେ ଆପଣଙ୍କୁ ଜଣାଇବୁ…

ଗତକାଲି ସରକାର ମହଙ୍ଗା ଭତ୍ତା ୪% ବୃଦ୍ଧି କରିଛନ୍ତି। ଏହି ବୃଦ୍ଧି ପରେ କେନ୍ଦ୍ରୀୟ କର୍ମଚାରୀଙ୍କ ଦରମା ବୃଦ୍ଧି ପାଇବ। ଯଦି ଜଣେ କେନ୍ଦ୍ରୀୟ କର୍ମଚାରୀ ବେତନରେ ମୌଳିକ ବେତନ ଭାବରେ ୩୬୦୦୦ପାଆନ୍ତି । ତେଣୁ ୪୬% ମହଙ୍ଗା ଭତ୍ତା ଅନୁଯାୟୀ ଏହା ୧୬୫୬୦ ଟଙ୍କା ହୋଇଯାଏ । ବର୍ତ୍ତମାନ ଯେତେବେଳେ ମହଙ୍ଗା ଭତ୍ତା ୫୦% ହେବା ପରେ ୧୬୫୬୦ ବଦଳରେ ଆପଣ ୧୮୦୦୦ ପାଇବେ। ଅର୍ଥାତ୍‌ ଡିଏ ବୃଦ୍ଧି ପରେ ଦରମା ୧୪୪୦ ଟଙ୍କା ବୃଦ୍ଧି ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…

ନୂଆଦିଲ୍ଲୀ,୧୫।୪:  ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା…

ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା

ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି ।…

ମୋକିମଙ୍କ ନୂଆ ଦଳରେ ସୋଫିଆ? ରାଜ୍ୟ ରାଜନୀତିରେ ଚହଳ

ଭୁବନେଶ୍ୱର,୧୫।୪: ନୂଆ ଆଞ୍ଚଳିକ ଦଳ ଲୋକାର୍ପଣ କଲେ ମହମ୍ମଦ ମୋକିମ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଏକ ବିରାଟ ସମାବେଶରେ ଲୋକାର୍ପଣ ହେଲା ନୂଆଦଳ। ମୋକିମଙ୍କ ନୂଆ ଦଳ…

ସମ୍ବଲପୁରରେ ବଡ଼ ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ : ଉଦ୍‌ଘାଟିତ ହେଲା ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ

ସମ୍ବଲପୁର,୧୫।୪(ପ୍ରମୋଦ ବହିଦାର): ସମ୍ବଲପୁରର ଐତିହାସିକ ଗୌରବକୁ ନୂଆ ପରିଚୟ ଦେବା ପାଇଁ ବୁଧବାର ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ଅବନୀତଙ୍କ ଗ୍ଲାମରସ୍‌ ଲୁକ୍‌କୁ ନେଇ ଉଠିଲା ପ୍ରଶ୍ନ

ଅଭିନେତ୍ରୀ ଅବନୀତ କୌର ଯେତିକି ଗ୍ଲାମରସ୍‌ ସେତିକି ଚର୍ଚ୍ଚିତ ମଧ୍ୟ। ନିଜ ଚମକଦାର ଲୁକ ପାଇଁ ପ୍ରାୟତଃ ପ୍ରଶଂସା ସାଉଁଟନ୍ତି। ନିକଟରେ ସେ ତାହା ତ୍ୱଚାରେ ବୋଟକ୍ସ…

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ସର୍ବନିମ୍ନ ମୌଳିକ ଦରମା…

ନୂଆଦିଲ୍ଲୀ,୧୫।୪: ଅଷ୍ଟମ ବେତନ କମିଶନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ବେତନ କମିଶନର ସରକାରୀ ୱେବସାଇଟ ମଧ୍ୟ ବିଭିନ୍ନ ସହରର ଅଂଶୀଦାରମାନଙ୍କ ସହିତ ଆଲୋଚନା ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri