ଏହି ନୂଆବର୍ଷରେ ଘର ତିଆରି ହେବ ମହଙ୍ଗା, ବୃଦ୍ଧି ପାଇବ ସିମେଣ୍ଟ ଦର, ବ୍ୟାଗ୍‌ ପିଛା…

ନୂଆଦିଲ୍ଲୀ,୨ା୧: ନୂଆବର୍ଷ ଅବସରରେ ମୁଦ୍ରାସ୍ଫୀତି ସମ୍ପର୍କରେ ନିରାଶାଜନକ ଖବର ଆସିଛି। ପ୍ରକୃତରେ କମ୍ପାନୀଗୁଡ଼ିକ ସିମେଣ୍ଟର ମୂଲ୍ୟ ବୃଦ୍ଧି କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ସିମେଣ୍ଟ କମ୍ପାନୀଗୁଡ଼ିକ ଦକ୍ଷିଣ ଭାରତରେ ସିମେଣ୍ଟର ମୂଲ୍ୟ ବୃଦ୍ଧି କରିବେ। ଏଥିରେ ଆନ୍ଧ୍ର ପ୍ରଦେଶ ଏବଂ ତେଲେଙ୍ଗାନା ସମେତ ଅନ୍ୟାନ୍ୟ ରାଜ୍ୟ ଅନ୍ତର୍ଭୁକ୍ତ। କୁହାଯାଉଛି, ପ୍ରତି ବସ୍ତା ସିମେଣ୍ଟରେ ୨୦-୩୦ ଟଙ୍କା ବୃଦ୍ଧି ହୋଇପାରେ। ଫଳରେ ଘର ତିଆରି ପାଇଁ ମହଙ୍ଗା ହୋଇପାରେ।

ଏହା ପରେ ସିମେଣ୍ଟ ଷ୍ଟକ୍‌ରେ ବୃଦ୍ଧି ଦେଖାଯାଉଛି। JK ସିମେଣ୍ଟ, ଡାଲମିଆ ଭାରତ, ACC, JSW ସିମେଣ୍ଟ, ଇଣ୍ଡିଆ ସିମେଣ୍ଟ ଏବଂ ଷ୍ଟାର ସିମେଣ୍ଟର ଶେୟାର ୨ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି ପାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରୁ ଝଟକା ପରେ ଟ୍ରମ୍ପଙ୍କ ପ୍ରତିଶୋଧ! ବିଶ୍ବବ୍ୟାପୀ ୧୦% ଟାରିଫ୍ ଲଗାଇଲେ…

ନୂଆଦିଲ୍ଲୀ,୨୧।୨: ସୁପ୍ରିମକୋର୍ଟରେ ଟ୍ରମ୍ପଙ୍କ ପରାଜୟ ପରେ, ଆମେରିକା ରାଷ୍ଟ୍ରପତି ତାଙ୍କର ବାଣିଜ୍ୟ ନୀତିକୁ ଆହୁରି ତୀକ୍ଷ୍ଣ କରିଛନ୍ତି । ବିଦେଶୀ ସାମଗ୍ରୀ ଉପରେ ଟ୍ରମ୍ପ୍‌ଙ୍କ ୧୦% ନୂଆ…

ଫେବୃଆରୀ ୨୮ ସୁଦ୍ଧା ଧାନ ନ ଉଠିଲେ ଆନ୍ଦୋଳନ: ଧମକ ଦେଲେ ଚାଷୀ

ପଦ୍ମପୁର,୨୧ା୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୩ ମାସ ବିତିଯାଇଛି। ମାତ୍ର ଏବେ ବି ଚାଷୀ ମଣ୍ଡିରେ ଡେରାପକାଇ ସେମାନଙ୍କ ଧାନ କେବେ ଉଠିବ ସେହି ଚିନ୍ତାରେ…

ଆଗ ଥଇଥାନ, ପରେ ଉଚ୍ଛେଦ: ଜବରଦଖଲ ଉଚ୍ଛେଦକୁ ନେଇ ବଢିଲା ଅସନ୍ତୋଷ

ବରଗଡ଼,୨୧।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦ ଅଧୀନ ବିଭିନ୍ନ ୱାର୍ଡରେ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଏହି ଉଚ୍ଛେଦ ପ୍ରକ୍ରିୟାରେ ବଡ଼ବଡ଼ିଆଙ୍କଠାରୁ ଅଧୀକ ଗରିବ ଶ୍ରେଣୀର ଲୋକେ…

ଖୋଲା ଦେହରେ ଯୁବ କଂଗ୍ରେସର ବିକ୍ଷୋଭ

ନୂଆଦିଲ୍ଲୀ,୨୧ା୨: ଦିଲ୍ଲୀ ଭାରତ ମଣ୍ଡପମ୍‌ଠାରେ ଚାଲିଥିବା ଇଣ୍ଡିଆ ଏଆଇ ସମିଟ୍‌ ସ୍ଥଳରେ ଶୁକ୍ରବାର ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯାଇଛି । ଶନିବାର ଏହି ସମିଟ୍‌ର ଶେଷ…

ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୪୮ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର, ୨୧ା୨ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୪୮ ଘଣ୍ଟାରେ ଏହାର ସ୍ଥିତି ଓ ପ୍ରଭାବ ସ୍ପଷ୍ଟ ହେବ। ଏବେ ରାଜ୍ୟରେ ପାଗ ମୁଖ୍ୟତଃ…

ଝିଅର ଟିକ୍‌ଟକ୍‌ ନିଶା, ୫୧ ଲକ୍ଷର ବିଲ୍‌ ଗଣିଲେ ଦମ୍ପତି

ଲଣ୍ଡନ,୨୧।୨: ମୋବାଇଲ ଫୋନ୍‌ରେ ଟିକ୍‌ଟକ୍‌ ଦେଖିବାକୁ ୫୧ ଲକ୍ଷ ଟଙ୍କାର ବିଲ୍‌ ଭରିବା କଥା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବେ। ଏଭଳି କଥା ଆଶ୍ଚର୍ଯ୍ୟ ଲାଗୁ ଥିଲେ…

ସୁପ୍ରିମକୋର୍ଟଙ୍କ ଉପରେ ବର୍ଷିଲେ ଟ୍ରମ୍ପ, କହିଲେ ବ୍ୟାକଅପ୍ ପ୍ଲାନ ପ୍ରସ୍ତୁତ…

ନୂଆଦିଲ୍ଲୀ,୨୧।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକାର ସୁପ୍ରିମକୋର୍ଟଙ୍କ ଶୁଳ୍କ ଉପରେ ନିଷ୍ପତ୍ତିକୁ କଡ଼ା ସମାଲୋଚନା କରିଛନ୍ତି । ଟ୍ରମ୍ପ କହିଛନ୍ତି ଯେ କୋର୍ଟଙ୍କ ନିଷ୍ପତ୍ତି ନିରାଶାଜନକ।…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri