Posted inଖେଳ

ସ୍ବଦେଶ ଫେରିଗଲେ ନ୍ୟୁଜିଲାଣ୍ଡର ଏହି ପେସ୍‌ ବୋଲର, ଜାଣନ୍ତୁ…

କଲମ୍ବୋ,୨୭ା୨: ନ୍ୟୁଜିଲାଣ୍ଡ ପେସ୍‌ ବୋଲର ମ୍ୟାଟ୍‌ ହେନ୍‌ରୀଙ୍କୁ ପୈତୃକ ଛୁଟି ମିଳିଛି। ତାଙ୍କ ସ୍ତ୍ରୀ ଦ୍ୱିତୀୟ ସନ୍ତାନର ଜଜନୀ ହେବାକୁ ଯାଉଥିବାରୁ ଇଂଲଣ୍ଡ ବିପକ୍ଷ ଟି୨୦ ବିଶ୍ୱକପ୍‌ ସୁପର-୮ ମ୍ୟାଚ୍‌ ପରେ ଶୁକ୍ରବାର ରାତିରେ ସେ ସ୍ବଦେଶ ଫେରିଛନ୍ତି।

ନ୍ୟୁଜିଲାଣ୍ଡ ଯଦି ଅଗ୍ରଗତି କରେ ତେବେ ହେନ୍‌ରୀ ଟୁର୍ନାମେଣ୍ଟକୁ ଫେରିପାରନ୍ତି ବୋଲି ନ୍ୟୁଜିଲାଣ୍ଡ କ୍ରିକେଟ (ଏନ୍‌ଜେଡ୍‌ସି) କହିଛି। ମୁଖ୍ୟ କୋଚ୍‌ ରବ୍‌ ଓ୍ବାଲ୍ଟର ହେନ୍‌ରୀଙ୍କୁ ଛୁଟି ମଞ୍ଜୁର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମହିଳା ଆଥଲେଟ୍‌ଙ୍କ ହେବ ଏସ୍‌ଆରଓ୍ବାଇ ଜେନେ ଟେଷ୍ଟ, ଜାଣନ୍ତୁ…

ନୂଆଦିଲ୍ଲୀ,୨୭ା୨: ଜାତୀୟସ୍ତର ମହିଳା ପ୍ରତିଯୋଗିତାଗୁଡ଼ିକରେ ଯେପରି କେବଳ ବାୟୋଲଜିକାଲ ମହିଳାମାନେ ଅଂଶଗ୍ରହଣ କରିପାରିବେ ତାହାକୁ ନଜରରେ ରଖି ଆଥଲେଟିକ୍‌ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ) ପକ୍ଷରୁ ଚଳିତବର୍ଷ…

ସେମିଫାଇନାଲରେ କେଉଁ ଦଳ ସହିତ ମୁକାବିଲା କରିବ ଭାରତ? ସମ୍ପୂର୍ଣ୍ଣ ସମୀକରଣ ଜାଣନ୍ତୁ…

ନୂଆଦିଲ୍ଲୀ,୨୭।୨: ଭାରତୀୟ ଦଳ ମାର୍ଚ୍ଚ ୧ ତାରିଖରେ ଜିମ୍ବାୱେ ବିପକ୍ଷରେ ଟି-୨୦ ବିଶ୍ୱକପ ୨୦୨୬ ସୁପର ୮ରେ ତାର ଶେଷ ମ୍ୟାଚ ଖେଳିବ। ଯଦି ଭାରତୀୟ ଦଳ…

ବାପାଙ୍କ ମୃତ୍ୟୁ ପରେ ରିଙ୍କୁ ସିଂ ପରବର୍ତ୍ତୀ ମ୍ୟାଚ ଖେଳିବେ ନା ନାହିଁ? BCCI ଦେଲା ବଡ଼ ସୂଚନା

ନୂଆଦିଲ୍ଲୀ,୨୭।୨: ଟିମ ଇଣ୍ଡିଆର ଷ୍ଟାର ଖେଳାଳି ରିଙ୍କୁ ସିଂଙ୍କ ପିତା ଖାନଚାନ୍ଦ ସିଂଙ୍କ ପରଲୋକ ହୋଇଯାଇଛି। ସେ ଦୀର୍ଘ ଦିନ ଧରି କର୍କଟ ରୋଗରେ ପୀଡିତ ଥିଲେ।…

ଜିମ୍ବାଓ୍ବେ ବିପକ୍ଷର ବିଜୟ ପଡିଲା ଫିକା? ଟିମ ଇଣ୍ଡିଆର ଏହି ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ,୨୭।୨: ICC T20 ବିଶ୍ୱକପ ୨୦୨୬ର ସୁପର ୮ ମ୍ୟାଚରେ ଭାରତ ଜିମ୍ବାୱେକୁ ୭୨ ରନରେ ପରାସ୍ତ କରି ସେମିଫାଇନାଲରେ ପହଞ୍ଚିବାର ଆଶାକୁ ପୁନର୍ଜୀବିତ କରିଛି। ଏହି…

ଜିମ୍ବାୱେ ବିପକ୍ଷରେ ଟିମ୍‌ ଇଣ୍ଡିଆର ବିଶ୍ୱ ରେକର୍ଡ, ଜାଣନ୍ତୁ କ’ଣ

ନୂଆଦିଲ୍ଲୀ,୨୭।୨: ଜିମ୍ବାୱେ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଏକ ଚମତ୍କାର ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଟିମ୍‌ ଇଣ୍ଡିଆ ICC T20 ବିଶ୍ୱକପ 2026ର ଦ୍ୱିତୀୟ ସୁପର-୮ମ୍ୟାଚରେ…

ପିତାଙ୍କ ଅସମୟରେ ଦେହାନ୍ତ, ଘୁଞ୍ଚିଯିବକି ରିଙ୍କୁ-ପ୍ରିୟାଙ୍କ ବିବାହ? ଜାଣନ୍ତୁ କେବେ ହାତକୁ ଦି ହାତ ହୋଇଥାଆନ୍ତେ କ୍ରିକେଟର

ନୂଆଦିଲ୍ଲୀ,୨୭।୨: ଭାରତୀୟ କ୍ରିକେଟର ରିଙ୍କୁ ସିଂହ ଏବଂ ତାଙ୍କ ଭାବି ପତ୍ନୀ ପ୍ରିୟା ସରୋଜଙ୍କ ପରିବାର ବର୍ତ୍ତମାନ ଏକ ଦୁଃଖଦ ଘଟଣା ପାଇଁ ଦୁଃଖରେ ଅଛନ୍ତି। ୨୭…

ଭାରତ-ୱେଷ୍ଟଇଣ୍ଡିଜ ମ୍ୟାଚ ଯଦି ବର୍ଷା ଯୋଗୁ ହୁଏ ବାତିଲ: ସେମିଫାଇନାଲକୁ ଯିବ କିଏ, ଜାଣନ୍ତୁ ସମ୍ପୂର୍ଣ୍ଣ ନିୟମ

ନୂଆଦିଲ୍ଲୀ,୨୭।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ମ୍ୟାଚ ଏବେ କର ବା ମର ପ୍ରତିଯୋଗିତାରେ ପରିଣତ ହୋଇଛି। ୧…

ବିଜୟ ସତ୍ତ୍ୱେ ଭାରତକୁ ମିଳିଲାନି ଫାଇଦା: ଏବେ ବି ଟେନ୍‌ସନ୍‌ରେ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୨୭।୨: ଭାରତ ୨୦୨୬ ଟି-୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟରେ ଜିମ୍ବାୱେକୁ ପରାସ୍ତ କରି ସେମିଫାଇନାଲ ସ୍ଥାନ ପାଇଁ ଆଶା ଉଜ୍ଜୀବିତ ରଖିଛି। ଚେନ୍ନାଇର ଏମଏ ଚିଦାମ୍ବରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri