ସୌନ୍ଦର୍ଯ୍ୟ ବୃଦ୍ଧି କରେ ଏହି ତେଲ

ଲବଙ୍ଗରେ ଅନେକ ଉପକାରୀ ଗୁଣ ରହିଛି। ଏହାକୁ ମସଲା ଭାବେ ବ୍ୟବହାର କରାଯିବା ସହ ଥଣ୍ଡାରୁ ମୁକ୍ତି ପାଇବା ଲାଗି ଚା’ରେ ପକାଯାଏ। ପାଟି ଦୁର୍ଗନ୍ଧ ମଧ୍ୟ ଦୂର କରେ। ଅନ୍ୟପକ୍ଷରେ ଏହାର ସୌନ୍ଦର୍ଯ୍ୟ ବୃଦ୍ଧି ଗୁଣ ରହିଛି। ଏହାର ତେଲକୁ ମୁହଁରେ ଲଗାଇଲେ ନାଲି ବ୍ରଣ ସମସ୍ୟାରୁ ମୁକ୍ତି ମିଳେ। ତେବେ ଜାଣନ୍ତୁ ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ କିପରି କରିବେ ଲବଙ୍ଗ ବ୍ୟବହାର।

-ପ୍ରାକୃତିକ ଉଜ୍ଜ୍ୱଳ ତ୍ୱଚା ପାଇବା ପାଇଁ ଏହି ତେଲ ମୁହଁରେ ମାଲିସ କଲେ ଖୁବ୍‌ ଅଳ୍ପଦିନ ମଧ୍ୟରେ ଏହାର ପ୍ରଭାବ ପଡ଼ିବା ଆରମ୍ଭ ହୋଇଥାଏ।

– ଲବଙ୍ଗରେ ଆଣ୍ଟିସେଫ୍ଟି, ଭିଟାମିନ୍‌ ସି, ଭିଟାମିନ୍‌ ଇ, ଆଣ୍ଟି ବ୍ୟାକ୍ଟେରିଆଲ ଗୁଣ ରହିଥାଏ। ଏହା ତ୍ୱଚା ଭିତରକୁ ଯାଇ ଅନେକ ସମସ୍ୟା ଦୂର କରିଥାଏ।

– ଯଦି ବ୍ରଣ ବା ନାଲି ଦାଗ ସମସ୍ୟା ନେଇ ଚିନ୍ତିତ ଥାଆନ୍ତି, ତେବେ ଏଥିରୁ ମୁକ୍ତି ପାଇବା ଲାଗି ଲବଙ୍ଗ ତେଲ ବ୍ୟବହାର କରନ୍ତୁ। ଏହାର ତେଲ ଶରୀରର ଶୁଷ୍କତାକୁ ଦୂର କରିଥାଏ।

 

ଏହାର ବ୍ୟବହାର
– ଲବଙ୍ଗ ତେଲ ଅଧିକ କଟୁ ହୋଇଥାଏ। ଯଦି ଏହାକୁ ବ୍ୟବହାର କରୁଛନ୍ତି, ତେବେ ବାଦାମ କିମ୍ବା ନଡ଼ିଆ ତେଲରେ ମିଶାଇ ବ୍ୟବହାର କରନ୍ତୁ। ନଚେତ ଖାଲି ୨ରୁ ୩ ବୁନ୍ଦା ବ୍ୟବହାର କରନ୍ତୁ।

– ୨ ବୁନ୍ଦା ଲବଙ୍ଗ ତେଲ ଓ ୫ ବୁନ୍ଦା ନଡ଼ିଆ ତେଲ ମିଶାଇ ମୁହଁରେ ମାଲିସ କଲେ ଚର୍ମ କୁଞ୍ଚନ ସମସ୍ୟା ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍‌…

ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri