ସୌନ୍ଦର୍ଯ୍ୟ ବୃଦ୍ଧି କରେ ଏହି ତେଲ

ଲବଙ୍ଗରେ ଅନେକ ଉପକାରୀ ଗୁଣ ରହିଛି। ଏହାକୁ ମସଲା ଭାବେ ବ୍ୟବହାର କରାଯିବା ସହ ଥଣ୍ଡାରୁ ମୁକ୍ତି ପାଇବା ଲାଗି ଚା’ରେ ପକାଯାଏ। ପାଟି ଦୁର୍ଗନ୍ଧ ମଧ୍ୟ ଦୂର କରେ। ଅନ୍ୟପକ୍ଷରେ ଏହାର ସୌନ୍ଦର୍ଯ୍ୟ ବୃଦ୍ଧି ଗୁଣ ରହିଛି। ଏହାର ତେଲକୁ ମୁହଁରେ ଲଗାଇଲେ ନାଲି ବ୍ରଣ ସମସ୍ୟାରୁ ମୁକ୍ତି ମିଳେ। ତେବେ ଜାଣନ୍ତୁ ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ କିପରି କରିବେ ଲବଙ୍ଗ ବ୍ୟବହାର।

– ୨ ବୁନ୍ଦା ଲବଙ୍ଗ ତେଲ ଓ ୫ ବୁନ୍ଦା ନଡ଼ିଆ ତେଲ ମିଶାଇ ମୁହଁରେ ମାଲିସ କଲେ ଚର୍ମ କୁଞ୍ଚନ ସମସ୍ୟା ଦୂର ହୋଇଥାଏ।

– ଯଦି ବ୍ରଣ ବା ନାଲି ଦାଗ ସମସ୍ୟା ନେଇ ଚିନ୍ତିତ ଥାଆନ୍ତି, ତେବେ ଏଥିରୁ ମୁକ୍ତି ପାଇବା ଲାଗି ଲବଙ୍ଗ ତେଲ ବ୍ୟବହାର କରନ୍ତୁ। ଏହାର ତେଲ ଶରୀରର ଶୁଷ୍କତାକୁ ଦୂର କରିଥାଏ।

ପ୍ରାକୃତିକ ଉଜ୍ଜ୍ୱଳ ତ୍ୱଚା ପାଇବା ପାଇଁ ଏହି ତେଲ ମୁହଁରେ ମାଲିସ କଲେ ଖୁବ୍‌ ଅଳ୍ପଦିନ ମଧ୍ୟରେ ଏହାର ପ୍ରଭାବ ପଡ଼ିବା ଆରମ୍ଭ ହୋଇଥାଏ।

ଏହାର ବ୍ୟବହାର
– ଲବଙ୍ଗ ତେଲ ଅଧିକ କଟୁ ହୋଇଥାଏ। ଯଦି ଏହାକୁ ବ୍ୟବହାର କରୁଛନ୍ତି, ତେବେ ବାଦାମ କିମ୍ବା ନଡ଼ିଆ ତେଲରେ ମିଶାଇ ବ୍ୟବହାର କରନ୍ତୁ। ନଚେତ ଖାଲି ୨ରୁ ୩ ବୁନ୍ଦା ବ୍ୟବହାର କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ ! ଶଯ୍ୟାରେ ବି ରହିଛନ୍ତି ରୋଗ ସୃଷ୍ଟିକାରୀ କୋଟି କୋଟି ସୂକ୍ଷ୍ମଜୀବ…

ଲଣ୍ଡନ,୧୭।୭: ଘରେ ଆମର ଶୋଇବା ଶଯ୍ୟା ମଧ୍ୟ ସୁରକ୍ଷିତ ନୁହେଁ। ଶଯ୍ୟାରେ କୋଟି କୋଟି ରୋଗସୃଷ୍ଟିକାରୀ ସୂକ୍ଷ୍ମଜୀବ ବାସ କରିଥାନ୍ତି। ତେଣୁ ଏନେଇ ସାବଧାନ ରହିବାର...

ଏସବୁ ଛୋଟ କଥା ପ୍ରତି ଦିଅନ୍ତୁ ଧ୍ୟାନ: କେବେ ଘରେ ଦେଖାଯିବ ନାହିଁ ଧନର ଅଭାବ

ଯେତେବେଳେ ଘରର  ଦିଗରେ  ବାସ୍ତୁ ଦୋଷ ଦେଖାଯାଏ ସେହି ସମୟରେ ଆର୍ଥିକ ସମସ୍ୟା ସମ୍ମୁଖୀନ ହେବାକୁ ପଡ଼ିଥାଏ। ଘରର ବାସ୍ତୁ ଦୋଷ ହଟାଇଲେ କୁବେର ଏବଂ...

ଗ୍ରହାଣୁ ସଂଘର୍ଷରୁ ପୃଥିବୀକୁ ସୁରକ୍ଷା

ସୌରଜଗତରେ ମଙ୍ଗଳ ଓ ବୃହସ୍ପତି ଗ୍ରହ କକ୍ଷ ମଝିରେ ଅନେକ କ୍ଷୁଦ୍ର ପିଣ୍ଡ ସୂର୍ଯ୍ୟଙ୍କୁ ପରିକ୍ରମା କରୁଛନ୍ତି। ପ୍ରତ୍ୟେକ ପିଣ୍ଡକୁ ‘ଗ୍ରହାଣୁ’ ବୋଲି କୁହାଯାଏ ଏବଂ...

ଗ୍ରୁମିଂ କିଟ

ନିଜକୁ ସବୁବେଳେ ଗ୍ରୁମିଂ ରଖିବା ଫଳରେ ମହିଳାମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ପାଇଥାଏ। ତେଣୁ ବାହାରକୁ ଯିବାବେଳେ ନିଜ ପାଖରେ ସବୁବେଳେ ରଖନ୍ତୁ ଗ୍ରୁମିଂ କିଟ୍‌। ତେବେ...

ଖରାପାଇଁ କାକୁଡି ଜୁସ୍‌

କାକୁଡ଼ିକୁ ଅନେକେ ସାଲାଡ୍‌ କରି ଖାଇବାକୁ ପସନ୍ଦ କରିଥାନ୍ତି। କାରଣ ଏହା ଶରୀରରେ ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି କରାଇବା ସହ ଖାଦ୍ୟକୁ ହଜମ କରାଇବାରେ ବିଶେଷ...

ସୁନ୍ଦର କେଶ ପାଇଁ ଘରୋଇ ଉପାୟ

କେଶ ନାରୀ ସୌନ୍ଦର୍ଯ୍ୟର ଅଭିନ୍ନ ଅଙ୍ଗ। ତେଣୁ ଏହାକୁ ଅଧିକ ଆକର୍ଷଣୀୟ କରିବାକୁ ସମସ୍ତେ ଚାହାନ୍ତି। ଯଦି ଆପଣ ବି ନିଜ କେଶକୁ ମଜଭୁତ ଏବଂ...

୨ ବର୍ଷର କମ୍‌ ଶିଶୁଙ୍କୁ ଫଳ ରସ ଦେଉଛନ୍ତି କି, ତାହେଲେ ହୋଇଯାଆନ୍ତୁ ସାବଧାନ

ଫଳ ରସ ପିଇବା ଛୋଟ ଛୁଆଙ୍କ ଠାରୁ ଆରମ୍ଭ କରି ବୃ୍‌ଦ୍ଧ ଯାଏଁ ସମସ୍ତଙ୍କୁ ଭଲ ଲାଗିଥାଏ। ଏହାଦ୍ୱାରା ଜରୁରୀ ପୋଷକ ତତ୍ତ୍ୱ ମିଳିବା ସହ...

ଆଦର୍ଶ ଦମ୍ପତି

ବିବାହ ପରେ ବାପଘର ଏରୁଣ୍ଡି ଡେଇଁ ଯେବେ ସ୍ବାମୀଙ୍କ ହାତଧରି ନାରୀଟିଏ ଶାଶୁଘରେ ପାଦ ଦିଏ, ସେଇଠୁ ଆରମ୍ଭ ହୁଏ ଦାମ୍ପତ୍ୟ ଜୀବନ। ଏହି ସମ୍ପର୍କ...

Advertisement
Archives

Model This Week