ଡ୍ରାଇଭର ଆନ୍ଦୋଳନ ପଛରେ ଏହି ଦଳର ହାତ: ମନ୍ତ୍ରୀ ଆଣିଲେ ଅଭିଯୋଗ

ଭୁବନେଶ୍ୱର,୧୧।୭: ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା ଶୁକ୍ରବାର ଡ୍ରାଇଭର ସଂଘ କର୍ମକର୍ତ୍ତାଙ୍କୁ ବଡ଼ ଆହ୍ବାନ ଦେଇଛନ୍ତି। ଡ୍ରାଇଭର ସଂଘକୁ ଆନ୍ଦୋଳନ ପ୍ରତ୍ୟାହାର କରିବାକୁ ମନ୍ତ୍ରୀ ଅନୁରୋଧ କରିଛନ୍ତି।

ମନ୍ତ୍ରୀ କହିଛନ୍ତି, ନୀରିହ ଡ୍ରାଇଭରମାନଙ୍କୁ ଭ୍ରମିତ କରି କଂଗ୍ରେସ ଏହି ସବୁ କରୁଛି। କାହା କଥାରେ ପଡ଼ି ପଥଭ୍ରଷ୍ଟ ନ ହେବା ପାଇଁ ଡ୍ରାଇଭର ସଂଘକୁ ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର ଧକ୍କାରେ ଜଣେ ମୃତ, ୭ ଗୁରୁତର : କ୍ଷତିପୂରଣ ଦାବିରେ

କୁଚିଣ୍ଡା,୧୪।୩(ବିରଞ୍ଚି ଦର୍କା):ସମ୍ବଲପୁର ଜିଲା ମହୁଲପାଲି ଥାନା ଅନ୍ତର୍ଗତ ଟାଇଁସର କଦୋପଡାଠାରେଶୁକ୍ରବାର ରାତିରେ ଯାତ୍ରା ଦେଖି ଘରକୁ ଫେରୁଥିବା ୮ଜଣଙ୍କୁ ଏକ ଦ୍ରୁତଗାମୀ କାର ଧକ୍କା ଦେଇଥିଲା। ସ୍ଥାନୀୟ…

ଗ୍ୟାସ ସିଲିଣ୍ଡର ବୁକ୍‌ କରିବା ହେଲା ସହଜ! WhatsAppଠାରୁ ମିସ୍ଡ କଲ ପର୍ଯ୍ୟନ୍ତ ଘରେ ବସି କରନ୍ତୁ…

ନୂଆଦିଲ୍ଲୀ,୧୪।୩: ଦେଶର ଲକ୍ଷ ଲକ୍ଷ LPG ଗ୍ରାହକଙ୍କ ପାଇଁ, ଗ୍ୟାସ ସିଲିଣ୍ଡର ବୁକିଂ ପୂର୍ବ ଅପେକ୍ଷା ଏବେ ସହଜ ହୋଇଯାଇଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ…

ଜାତୀୟ ଲୋକ ଅଦାଲତ: ୨୪୬ ମାମଲା ଫଇସଲା ସହ ଏତିକି ଟଙ୍କା ଜରିମାନା ଆଦାୟ

ଭଞ୍ଜନଗର,୧୪ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସିଭିଲ କୋର୍ଟ ପ୍ରାଙ୍ଗଣରେ ତାଲୁକ ଆଇନ ସେବା କମିଟି ଭଞ୍ଜନଗରଙ୍କ ପକ୍ଷରୁ ୨୦୨୬ ବର୍ଷର ପ୍ରଥମ ଜାତୀୟ ଲୋକ ଅଦାଲତ…

ଶ୍ରୀଲଙ୍କା ଛାଡିଲା ୮୪ ଇରାନୀ ନାବିକଙ୍କ ମୃତଦେହ ନେଇ ଯାଉଥିବା ତୁର୍କୀ ବିମାନ, ପ୍ରତିଶୋଧର ଶପଥ ନେଲା…

କଲମ୍ବୋ,୧୪।୩: ଭାରତ ମହାସାଗରରେ ଆମେରିକୀୟ ଆକ୍ରମଣର ଶିକାର ହୋଇଥିବା ଇରାନୀ ଯୁଦ୍ଧଜାହାଜ IRIS ଡେନା ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଶ୍ରୀଲଙ୍କା ଏହି ଆକ୍ରମଣରେ…

ସିଲିଣ୍ଡରର ବିକଳ୍ପ ହେବ କିରୋସିନ, ଓଡ଼ିଶାରେ ଆଜି ରେଟ୍‌ ଅଛି ଏତିକି, ଲିଟରେ କିଣିଲେ…

ଭୁବନେଶ୍ୱର,୧୪।୩: ବର୍ତ୍ତମାନ ସାରା ଦେଶରେ ଗ୍ୟାସ ସିଲିଣ୍ଡରକୁ ନେଇ ହଇଚଇ ସୃଷ୍ଟି ହୋଇଛିି। ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ସଂଘର୍ଷ ଭାରତୀୟ ରୋଷେଇ ଘରର ବଜେଟକୁ…

ନବ ନିର୍ମାଣ କୃଷକ ସଂଗଠନ ସଦସ୍ୟଙ୍କ ଭିତରେ ବିରାଟ ଫାଟ, ବୈଠକ ଆରମ୍ଭରୁ ସାମ୍ନାକୁ ଆସିଲା…

ଧର୍ମଶାଳା,୧୪ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଏକ ବୈଠକ ଗୋକର୍ଣ୍ଣେଶ୍ୱର ପୀଠରେ ଅନୁଷ୍ଠିତ ହେଉଥିବା ବେଳେ ସଂଗଠନ ମଧ୍ୟରେ ବିରାଟ…

ନବୀନଙ୍କ ପୋଲ୍‌ ଖୋଲିଲେ ପ୍ରତାପ ଷଡ଼ଙ୍ଗୀ, ଅତୀତରେ ମୋତେ ଅଫର ଦେଇଥିବା କହି…

ଭୁବନେଶ୍ୱର,୧୪ା୩: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ପୋଲ୍‌ ଖୋଲି ଦେଇଛନ୍ତି ଏମ୍‌ପି ପ୍ରତାପ ଷଡ଼ଙ୍ଗୀ(ନନା)। ସେ କହିଛନ୍ତି, ନବୀନ ଘୋଡ଼ା ବେପାରରେ ମାହିର। ଅତୀତରେ ମୋତେ…

LPG ସଙ୍କଟ ମଧ୍ୟରେ ଚାକିରି ହରାଇଲେଣି ବହୁ ଡେଲିଭରି ବୟ! ଅନେକ ପରିବାର ଉପବାସରେ, ସରକାରଙ୍କୁ ଗୁହାରି କଲେ…

ନୂଆଦିଲ୍ଲୀ,୧୪।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଯୋଗୁ ବିଶ୍ୱବ୍ୟାପୀ ଏଲପିଜି ଯୋଗାଣ ବାଧାପ୍ରାପ୍ତ ହୋଇଛି, ଯାହା ସିଧାସଳଖ ଭାରତର ଖାଦ୍ୟ ଯୋଗାଣ ଏବଂ ଗିଗ କର୍ମଚାରୀମାନଙ୍କୁ ପ୍ରଭାବିତ କରିଛି। ପୁଣେରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri