Posted inଜାତୀୟ

ଇଣ୍ଡିଆ ମେଣ୍ଟର ଏହି ବ୍ୟକ୍ତି ହେବେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ, ରାହୁଲ କଲେ ଘୋଷଣା

ନୂଆଦିଲ୍ଲୀ,୫।୪: ମୁଣ୍ଡ ଉପରେ ନିର୍ବାଚନ। ତେବେ ନିର୍ବାଚନ ପୂର୍ବରୁ ବିରୋଧୀ ଗୋଷ୍ଠୀଙ୍କ ଆଗରେ ଗୋଟିଏ ବଡ଼ ପ୍ରଶ୍ନ ଉଭା ହୋଇଛି। ବିରୋଧୀ ଇଣ୍ଡିଆ ମେଣ୍ଟଙ୍କ ତରଫରୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କିଏ ହେବେ ଏନେଇ ଅନେକ କଳ୍ପନା ଜଳ୍ପନା ଲାଗି ରହିଛି। ତେବେ ଏହି ପ୍ରଶ୍ନର ଆଜି ଗଣମାଧ୍ୟମରେ ପ୍ରତିକ୍ରିୟର ରଖିଛନ୍ତି ଖୋଦ୍‌ କଂଗ୍ରେସ ନେତା ରାହୁଲ ଗାନ୍ଧୀ। କଂଗ୍ରେସ ଲୋକ ସଭା ନିର୍ବାଚନ ପାଇଁ ଆଜି ଘୋଷଣା ପତ୍ର ଜାରି କରିଛି। ଏହି ସମୟରେ ବିରୋଧୀ ମେଣ୍ଟ ତରଫରୁ କିଏ ପ୍ରଧାନମନ୍ତ୍ରୀ ଚେହେରା ହେବ ଏନେଇ ପ୍ରଶ୍ନ ପଚରାଯାଇଥିଲା। ଯାହାର ଉତ୍ତର ରଖିଛନ୍ତି ରାହୁଲ।

ତେବେ ଗଣମାଧ୍ୟମ ପ୍ରଶ୍ନରେ ରାହୁଲ କହିଛନ୍ତି, ବିରୋଧି ଇଣ୍ଡିଆ ମେଣ୍ଟ ନିଷ୍ପତ୍ତି ନେଇଛନ୍ତି କି, ସମସ୍ତେ ବିଚାରଧାରାକୁ ନେଇ ନିର୍ବାଚନ ଲଢୁଛୁ। ଏଥିପାଇଁ ପ୍ରଧାନମନ୍ତ୍ରୀ ପଦ ପାଇଁ ପ୍ରାର୍ଥୀ ଘୋଷଣା ଆମେ ନିର୍ବାଚନ ପରେ କରିବୁ। ଗଣମାଧ୍ୟମକୁ ସମ୍ବୋଧନ କରି ରାହୁଲ ଆହୁରି କହିଛନ୍ତି, ଲୋକତନ୍ତ୍ରର ସୁରକ୍ଷା ପାଇଁ ଆମେ ଏହି ନିର୍ବାଚନ ଲଢୁଛୁ। ସମ୍ବିଧାନ ଓ ଲୋକତନ୍ତ୍ର ନଷ୍ଟ କରୁଥିବା ଲୋକଙ୍କ ଠାରୁ ଦେଶକୁ ବଞ୍ଚାଇବାକୁ ହେଲେ ଏହି ନିର୍ବାଚନ ଜିତିବା ଗୁରୁତ୍ୱପୂର୍ଣ୍ଣ।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri