Posted inଫୁରସତ

ଏହି ଗ୍ରହ ହେଉଛି ପୃଥିବୀର ଭଉଣୀ, ସ୍ବଭାବ କିନ୍ତୁ ବିଲ୍‌କୁଲ ଅଲଗା…

ସୌରମଣ୍ଡଳରେ ଥିବା ଶୁକ୍ର ଏବଂ ପୃଥିବୀ ଗ୍ରହର ଆକାରରେ ବହୁତ ସମାନତା ରହିଛି। ଶୁକ୍ରର ଆକାର, ବ୍ୟାସ,ଘନତ୍ୱ ପୃଥିବୀ ସହ ସମାନ। ଏହା ପୃଥିବୀର ସବୁଠାରୁ ନିକଟତର ଗ୍ରହ। ଏଥିଯୋଗୁ ଶୁକ୍ରକୁ ପୃଥିବୀର ଭଉଣୀ ବୋଲି କୁହାଯାଏ। ଉଭୟଙ୍କ ସ୍ବଭାବ କିନ୍ତୁ ବହୁତ ଭିନ୍ନ । ପୃଥିବୀରେ ପାଣି, ପବନ ଏବଂ ବାସଯୋଗ୍ୟ ପରିସ୍ଥିତି ରହିଛି। ଶୁକ୍ରରେ କିନ୍ତୁ ପାଣି, ପବନ ଏବଂ ବାସସ୍ଥାନ ନାହିଁ। ଏହାଛଡ଼ା ଉଭୟ ଗ୍ରହରେ ଦିନର ଅବଧିରେ ଆକାଶ ପାତାଳ ଫରକ ରହିଛି। ପୃଥିବୀପୃଷ୍ଠରେ ୨୪ ଘଣ୍ଟାରେ ଗୋଟିଏ ଦିନ ହୋଇଥାଏ। ହେଲେ ଶୁକ୍ରରେ ଗୋଟିଏ ଦିନ ପୃଥିବୀର ୨୪୩ ଦିନ ସହ ସମାନ ହୋଇଥାଏ। ଏହା ସୌରମଣ୍ଡଳରେ ଅବସ୍ଥିତ ସବୁଠାରୁ ଉତପ୍ତ ଗ୍ରହ। ୭୦ ବର୍ଷ ପୂର୍ବେ ଏହା ରହିବା ଯୋଗ୍ୟ ଥାଇପାରେ ବୋଲି ବୈଜ୍ଞାନିକମାନେ ମତ ରଖନ୍ତି। ଏହା ଉପରେ ପ୍ରଥମେ ମହାସାଗର ଥାଇପାରେ ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…

‘ଗାଡ଼ି ଗଭୀର ଖାଲ ଆଡ଼କୁ ମାଡ଼ିଚାଲିଛି; ବ୍ରେକ ଲଗାଇବାର ସମୟ ଆସିଯାଇଛି’ AIକୁ ନେଇ ଆମେରିକୀୟ ଆଇନ ପ୍ରଣେତାଙ୍କ ଚେତାବନୀ

ଓ୍ବାଶିଂଟନ,୧୩।୯: ଆମେରିକାର ସିନେଟର ବର୍ନି ସାଣ୍ଡର୍ସ ରବିବାର କହିଛନ୍ତି ଯେ AI (କୃତ୍ରିମ ବୁଦ୍ଧିମତ୍ତା) ବିକାଶର ଗତି ମନ୍ଥର କରିବା ପାଇଁ ଡାରିଓ ଆମୋଡେଇ, ସାମ ଅଲ୍ଟମ୍ୟାନ…

ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…

ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି…

ଘର କାମ ସାରି ବାହାରେ ଥିବାବେଳେ ଯୁବକଙ୍କୁଦୁଇ ରାଉଣ୍ଡ ଗୁଳି

ସୋରଡ଼ା, ୧୩।୯ (ରଜନୀ ମହାପାତ୍ର): ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ…

ନୂଆଁଖାଇରେ ସମ୍ବଲପୁରୀ ଲୁଗାର କ୍ରେଜ୍‌, ବଢ଼ୁଛି ବେପାର: ବଜାରରେ ଜମୁଛି ଭିଡ଼

ଅମରପାଲି, ୧୩/୯ (ପୀତାମ୍ବର ସାହୁ): ନୂଆଁଖାଇ ପର୍ବକୁ ଆଉ କିଛି ଦିନ ବାକି ଥିବାବେଳେ ପଶ୍ଚିମ ଓଡ଼ିଶାର ବଜାରରେ ଦେଖାଦେଇଛି ଉତ୍ସବର ରଙ୍ଗ। ନୂଆଁଖାଇରେ ନୂଆ ପୋଷାକ…

ବିରଳ ପ୍ରଜାତିର ସବୁଜ ଶାମୁକା, ଏଥିରୁ ପ୍ରସ୍ତୁତ ହୁଏ ବିଭିନ୍ନ ରୋଗର ମହୌଷଧି

ମହାକାଳପଡ଼ା,୧୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ନୀଳ ଜଳରାଶିର ସାମୁଦ୍ରିକ ବିରଳ ସବୁଜ ଶାମୁକା ଅନ୍ୟତମ। ଗହୀରମଥା ଅଞ୍ଚଳର…

ଚାଲିଗଲେ ହରି ନନା, ହାଣ୍ଡିରେ ରହିଗଲା ସ୍ୱାଦ: ଆଉ ମିଳିବନି…

ବଡ଼ଗାଁ, ୧୩।୯ (ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଓ ଆଖପାଖ ଅଞ୍ଚଳରେ ସ୍ୱାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତି ପାଇଁ ବେଶ୍‌ ପରିଚିତ ରୋଷେୟା ହରିହର ବିଶି (୬୨)ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?