ଆଇପିଏଲ୍‌ରେ ସର୍ବାଧିକ ଥର ଶୂନରେ ଆଉଟ୍‌ ହୋଇଛନ୍ତି ଏହି ଖେଳାଳି

ନୂଆଦିଲ୍ଲୀ, ୩୦।୮: ବିଶ୍ୱର ସବୁଠାରୁ ଶ୍ରେଷ୍ଠ ଟି୨୦ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଖେଳ ସହିତ ଏହାର ଅନନ୍ୟ ରେକର୍ଡ ପାଇଁ ମଧ୍ୟ ପରିଚିତ। ଆଇପିଏଲ୍‌ରେ ଏହିପରି ଅନେକ ରେକର୍ଡ ସୃଷ୍ଟି ହୋଇଛି, ଯାହାକୁ ଖେଳାଳିମାନେ ସର୍ବଦା ମନେ ରଖିଥାନ୍ତି। ସେହିଭଳି ଏଭଳି ମଧ୍ୟ କିଛି ଅଲୋଡ଼ା ରେକର୍ଡ ସୃଷ୍ଟି ହୁଏ ଯାହାକୁ ଖେଳାଳି ଭୁଲିଯିବାକୁ ଚାହଁାନ୍ତି। ଆଇପିଏଲ୍‌ରେ ବ୍ୟାଟିଂରେ ସେହିଭଳି ଏକ ଅଲୋଡ଼ା ରେକର୍ଡ ଉପରେ ନଜର ପକାଇବା। ଆଇପିଏଲ୍‌ରେ ସର୍ବାଧିକ ଥର ଶୂନରେ ଆଉଟ୍‌ ହୋଇଥିବା ବ୍ୟାଟ୍ସମ୍ୟାନ ତାଲିକା ଉପରେ ଯଦି ନଜର ପକାଇବା ତାହାଲେ ଚେନ୍ନାଇ ସୁପର୍‌ କିଙ୍ଗ୍ସର ହରଭଜନ ସିଂ ସର୍ବାଗ୍ରେ ରହିବେ। ହରଭଜନ ୧୩ଥର ଖାତା ଖୋଲିବା ପୂର୍ବରୁ ଆଉଟ୍‌ ହୋଇଛନ୍ତି। ତେବେ ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଉଛି ଆଉପିଏଲ୍‌ରେ ଶୂନରେ ଆଉଟ୍‌ ହୋଇଥିବା ବ୍ୟାଟ୍ସମ୍ୟାନ ତାଲିକାର ଶ୍ରେଷ୍ଠ-୫ ଜଣଙ୍କ ମଧ୍ୟରେ ଜଣେ ହେଲେ ବିଦେଶୀ ଖେଳାଳି ନାହାନ୍ତି। ଅର୍ଥାତ୍‌ ୫ଜଣ ଯାକ ଭାରତୀୟ ବ୍ୟାଟ୍ସମ୍ୟାନ। ହରଭଜନଙ୍କ ତଳକୁ ପାର୍ଥତ୍ବ ପଟେଲ (୧୩), ଗୌତମ ଗମ୍ଭୀର(୧୨), ରୋହିତ୍‌ ଶର୍ମା (୧୨) ଓ ମନୀଷ ପାଣ୍ଡେ (୧୨) ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପୂର୍ବରୁ ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିଲେ ଧୋନୀ, ଜାଣିଲେ…

ନୂଆଦିଲ୍ଲୀ,୨୦।୪: ମହେନ୍ଦ୍ର ସିଂ ଧୋନି ଆଜିକାଲି ଆଇପିଏଲ୨୦୨୪ରେ ଖେଳୁଥିବା ନଜର ଆସିଛନ୍ତି । ଧୋନୀ ଚଳିତ ସିଜନରେ ଚେନ୍ନାଇ ପାଇଁ ଅଧିନାୟକ ଭାବରେ ନୁହେଁ ବରଂ...

ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ...

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର...

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri