ସ୍ତ୍ରୀକୁ ଯେତିକି ଗାଡ଼ିକୁ ବି ସେତିକି ଭଲ ପାଆନ୍ତି ଏହି ଲୋକପ୍ରିୟ ଅଭିନେତା

ତେଲୁଗୁ ସୁପରଷ୍ଟାର ନାଗାଚୈତନ୍ୟ କେବଳ ତାଙ୍କ ଫିଲ୍ମ ପାଇଁ ଜଣାଶୁଣା ନୁହନ୍ତି ବରଂ ଯାନବାହନ ପ୍ରତି ତାଙ୍କର ଆଗ୍ରହ ତାଙ୍କୁ ତାଙ୍କ ପ୍ରଶଂସକଙ୍କ ମଧ୍ୟରେ ସ୍ବତନ୍ତ୍ର କରିଥାଏ। ନାଗା ତାଙ୍କ ସ୍ତ୍ରୀ ସମାନ୍ତାଙ୍କୁ ଯେତିକି ଭଲ ପାଆନ୍ତି, ସେତିକି ବାଇକ ଏବଂ କାର୍‌କୁ ମଧ୍ୟ ଭଲ ପାଆନ୍ତି। ସେ ସୋସିଆଲ ମିଡିଆ ତାଙ୍କର ପ୍ରିୟ କାର ଏବଂ ବାଇକର ଅନେକ ଫଟୋ ଶେୟାର କରିଛନ୍ତି।

ନିକଟରେ ନାଗା ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି, ଯେଉଁଥିରେ ଏକ କାର ଏବଂ କିଛି ବାଇକ ଦେଖିବାକୁ ମିଳୁଛି। ଏହି ଫଟୋ ସହିତ ନାଗା ଲେଖିଛନ୍ତି- ”ଟ୍ରପ୍‌, ଟ୍ରିପ୍‌, ଟ୍ରପିଂ … ଟିପେଶ୍ୱର ’ ବାସ୍ତବରେ, ନାଗା ତାଙ୍କ ବାଇକ୍‌ ପ୍ରେମୀ ସାଙ୍ଗମାନଙ୍କ ସହିତ ମହାରାଷ୍ଟ୍ରର ଟିପେଶ୍ୱର ଅଭିମୁଖେ ଯାତ୍ରା କରିଛନ୍ତି। କିଛି ଦିନ ପୂର୍ବରୁ ସେ ତାଙ୍କ ଫିଲ୍ମର ଶୁଟିଂ କରିବାକୁ ଯାଇଥିଲେ। ଏହା ବ୍ୟତୀତ ସ୍ତ୍ରୀଙ୍କ ସହ ଛୁଟି କାଟିବାକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚରୁଥିବାବେଳେ ବଜ୍ରପାତରେ ଜଳିଗଲେ ୧୨ ଛେଳି, କ୍ଷତିପୂରଣ ଦାବି କରି…

ଭଞ୍ଜନଗର,୧୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ବାରଦଣ୍ଡା ଗ୍ରାମରେ ବଜ୍ରପାତ ମାରିବାରୁ ରବିବାର ଅପରାହ୍ନରେ ୧୨ଟି ଛେଳିଙ୍କର ମୃତ୍ୟୁ ଘଟିଛି। ଏଥିରେ ଛେଳି ଚରାଳି…

Mobile Emergency Alert: ଆଉ ହଠାତ ଭାଇବ୍ରେଟ ହେବ ନାହିଁ ଆପଣଙ୍କ ମୋବାଇଲ, ଜାଣନ୍ତୁ କିଏ ବନ୍ଦ କଲା ଏହି ସେବା

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ ମୋବାଇଲ ଫୋନକୁ ଜରୁରୀକାଳୀନ ସତର୍କତା ପଠାଉଥିବା ସେଲ ବ୍ରଡକାଷ୍ଟ ସେବାକୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖାଯାଇଛି। ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (NDMA)…

ଓମାନ ଉପସାଗରରେ ବୁଡିଲା ୧୪ ଭାରତୀୟ ଯାତ୍ରା କରୁଥିବା ଡଙ୍ଗା, ଉଦ୍ଧାର କାର୍ଯ୍ୟରେ ସହାୟତା କଲା ଆମେରିକା

ମସ୍କଟ,୧୪।୬: ରବିବାର ଓମାନ ଉପକୂଳରେ ୧୪ ଜଣ ଭାରତୀୟ ନାଗରିକଙ୍କୁ ନେଇ ଏକ ଡଙ୍ଗା ବୁଡ଼ିବାକୁ ଆରମ୍ଭ କରିଥିଲା, ଏହି ସମୟରେ ଆମେରିକା ନୌସେନା, ଭାରତୀୟ ନୌସେନା…

ରଜରେ ଶିବମନ୍ଦିର ପରିସରରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

କୋରାପୁଟ,୧୪ା୬(ଅମିତାଭ ବେହେରା): କୋରାପୁଟ ସହର ଉପକଣ୍ଠ ବଡ଼ ଚିନ୍ଦ୍ରି ଗୋପନଗରସ୍ଥିତ ଚନ୍ଦ୍ରଶେଖର ଶିବମନ୍ଦିର ପରିସରରୁ ରବିବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ…

ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…

ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

ବିଜେଡିରେ ସାମିଲ ହେଲେ ଭାଜପା-କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ କର୍ମୀ

ଥୁଆମୂଳ ରାମପୁର,୧୪ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଖଣ୍ଡୁଆଳ ଖେଳ ପଡ଼ିଆଠାରେ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଏକ ଦିନିକିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ…

ରଜରେ ରକ୍ତପାତ: ଜନ୍ମକଲା ମା’କୁ ବୀଭତ୍ସ ଭାବେ ହତ୍ୟା କଲା ପୁଅ

ବନ୍ତ, ୧୪।୬ (କିଶୋର କୁମାର ସେଠୀ): ଭଦ୍ରକ ଜିଲାର ବନ୍ତ ଥାନା ଅଞ୍ଚଳରେ ରଜ ପର୍ବ ଅବସରରେ ଘଟିଛି ଏକ ହୃଦୟବିଦାରକ ଘଟଣା। ପାରିବାରିକ କଳହକୁ କେନ୍ଦ୍ର…

ଇରାନରେ ଆରାଘଚିଙ୍କ ବିରୋଧରେ ବିଶାଳ ପ୍ରତିବାଦ; ନିଜ ବିଦେଶ ମନ୍ତ୍ରୀଙ୍କ ବିରୋଧରେ ବିଦ୍ରୋହ କଲେଣି ଲୋକେ

ତେହରାନ,୧୪।୬: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ଖୁବ ଶୀଘ୍ର ହେବା ପରି ମନେ ହେଉଛି; ତଥାପି, ଇରାନ ଭିତରେ ବୈଦେଶିକ ମନ୍ତ୍ରୀ ସୟଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri