ରିୟା ଚକ୍ରବର୍ତ୍ତୀଙ୍କ ଚରିତ୍ରରେ ନଜର ଆସିବେ ଏହି ଲୋକପ୍ରିୟ ଅଭିନେତ୍ରୀ, ଜାଣନ୍ତୁ ଏହା ଜାଣି କ’ଣ କହିଲେ ତାଙ୍କ ବାପା

ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ନିର୍ମାଣ ହେବାକୁ ଥିବା ଚଳଚ୍ଚିତ୍ରରେ ଉତ୍ତରପ୍ରଦେଶର ଝାନ୍ସିରେ ରହୁଥିବା ଶ୍ରେୟା ଶୁକ୍ଲା ନାୟିକା ଭୂମିକାରେ ନଜର ଆସିବେ। ଚଳଚ୍ଚିତ୍ରରେ ଶ୍ରେୟାଙ୍କୁ ରିୟା ଚକ୍ରବର୍ତ୍ତୀଙ୍କ ଚରିତ୍ରରେ ଦେଖିବାକୁ ମିଳିବ ।
ତେବେ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ରହସ୍ୟ ଏପର୍ଯ୍ୟନ୍ତ ଜଣାପଡିନାହିଁ। ଦେଶର ବଡ଼ ବଡ଼ ଏଜେନ୍ସିମାନେ ଏହାର ଅନୁସନ୍ଧାନ କରୁଛନ୍ତି। ଏଥି ସହିତ ସୁଶାନ୍ତଙ୍କ ମୃତ୍ୟୁ କାହାଣୀ ଉପରେ ଏକ ଫିଲ୍ମ ନିର୍ମାଣ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ସାରଳା ସାରାଗୋଇ ଏବଂ ରାହୁଲ ଶର୍ମାଙ୍କ ଦ୍ୱାରା ନିର୍ମିତ ନ୍ୟାୟ ଦ ଜଷ୍ଟିସ ଚଳଚ୍ଚିତ୍ରରେ ଶ୍ରେୟା ରିୟା ଚକ୍ରବର୍ତ୍ତୀ ଭୂମିକାରେ ଅଭିନୟ କରିବେ। ଶ୍ରେୟା ମିସ ଇଣ୍ଡିଆ ରନର୍‌ ଅପ ଏବଂ ମିସ୍‌ ଉତ୍ତରପ୍ରଦେଶ ଟାଇଟଲ ଜିତିଛନ୍ତି। ନିକଟରେ ତାଙ୍କୁ ଭାରତ ଗୌରବ ସମ୍ମାନରେ ମଧ୍ୟ ପୁରସ୍କୃତ କରାଯାଇଥିଲା।
ଖାତି ବାବା ବାସିନ୍ଦା ରେଳ ଇଞ୍ଜିନିୟର ନବୀନ ଶୁକ୍ଲାଙ୍କ ଝିଅ ଶ୍ରେୟା ମୁମ୍ବାଇର ଜଣେ ପ୍ରତିଷ୍ଠିତ ମଡେଲ ଏବଂ ଅଭିନେତ୍ରୀ। ସେ ମହିଳା ଅଫ ଦି ଇୟର ପୁରସ୍କାର, ଭାରତ ଗୌରବ ପୁରସ୍କାର, ମେଁ ହୁଁ ବେଟି ସମ୍ମାନ, ବୁନ୍ଦେଲଖଣ୍ଡ ଗୌରବ ସମ୍ମାନ ପାଇଛନ୍ତି। ନବୀନ ଶୁକ୍ଲା କହିଛନ୍ତି ଯେ, ଝିଇ ଏହି ଚଳଚ୍ଚିତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବାରୁ ଝାନ୍ସି ପାଇଁ ଗର୍ବ ବଢ଼ାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri