ଦିଗପହଣ୍ଡି,୨୦ା୪(ଅଶେଷ ନାଥ ମିଶ୍ର): ଭାରତୀୟ କମ୍ୟୁନିଷ୍ଟ ପାର୍ଟି ସିପିଆଇର ପୂର୍ବତନ ରାଜ୍ୟ ସମ୍ପାଦକ ଦିବାକର ନାୟକଙ୍କ ବିୟୋଗରେ ଭାରତୀୟ ଆଇନଜୀବୀ ସଂଘର ଜାତୀୟ ପରିଷଦ ସଭ୍ୟ ହରପ୍ରସାଦ ରଥ ଶୋକ ପ୍ରକାଶ କରି ଦିବାକର ନାୟକଙ୍କ ବିୟୋଗ ବାମପନ୍ଥୀ ଲଢେଇ ତଥା ପ୍ରଗତିଶୀଳ ବିକାଶରେ ଏକ ଶୂନ୍ୟସ୍ଥାନ ସୃଷ୍ଟି କରିଥିବା କହିଛନ୍ତି। ସେହିଭଳି ସିପିଆଇ ଗଞ୍ଜାମ ଜିଲା କାର୍ଯ୍ୟକାରୀ କମିଟି ସଦସ୍ୟ ତଥା ଶ୍ରମିକ ସଙ୍ଗଠନ ଏଆଇଟିୟୁସିର ସାଧାରଣ ସମ୍ପାଦକ ଅଳକ ନାଥ ମିଶ୍ର, ସିପିଆଇ ବଡ଼ଖେମୁଣ୍ଡି ଜୋନାଲ ସମ୍ପାଦକ କିଶୋର କୁମାର ଶତପଥୀ, ଦିଗପହଣ୍ଡି ଶାଖା ସମ୍ପାଦକ ତପନ କୁମାର ମିଶ୍ର, ଏସ. ଦୈତାରି ରେଡ୍ଡୀ, କବି ବୃନ୍ଦାବନ ପଣ୍ଡା, କୃଷକ ନେତା ଶମ୍ଭୁ ପଣ୍ଡା, ପ୍ରକାଶ ଚନ୍ଦ୍ର ସେଠୀ, ପୁରୁଷୋତ୍ତମ ବେହେରା, ସିପିଏମ୍ ଗଞ୍ଜାମ ଜିଲା କମିଟି ପ୍ରାକ୍ତନ ସମ୍ପାଦକ କୈଳାସ ଚନ୍ଦ୍ର ଷଡ଼ଙ୍ଗୀ, ଆଇନଜୀବି କୁରେଶୁ ପଣ୍ଡା ପ୍ରମୁଖ ମଧ୍ୟ ଗଭୀର ଶୋକ ପ୍ରକାଶ କରିଛନ୍ତି।
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍ର ପ୍ରଥମ ବିଜୟ
କୋଲକାତା,୨ା୪: ହେନରିଚ୍ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍(ଏସ୍ଆର୍ଏଚ୍) ୬୫ ରନରେ କୋଲକାତା ନାଇଟ୍ ରାଇଡର୍ସ (କେକେଆର)କୁ ପରାସ୍ତ…
ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?
ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…
ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ
ବୋକାଜାନ୍,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…
‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…
ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ
ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…
ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…
ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…
ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…
ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’
ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…
Archives

