Posted inଫୁରସତ

ସୁନାର ବର୍ଗର

ବର୍ଗର ଆଜିକାଲି ପିଲାଙ୍କର ଖୁବ୍ ପସନ୍ଦ । ବିଶ୍ୱରେ ଏମିତିବି କେତେ ଲୋକ ଅଛନ୍ତି ଯେଉଁମାନଙ୍କର ବର୍ଗର ସବୁଠାରୁ ଅଧିକ ପସନ୍ଦ । ତେବେ ଭାରତରେ ଏହି ବର୍ଗର ୧୦ରୁ ୫୦୦ ଟଙ୍କା ମଧ୍ୟରେ ମିଳି ଯାଇଥାଏ । ହେଲେ ୪,୩୩୦ ଟଙ୍କାର ବର୍ଗର କଥା ଶୁଣିଲେ କାନକୁ ଟିକେ ଅଡୁଆ ଲାଗୁଛି ନା । ତେବେ ଏହି ଦାମୀ ବର୍ଗର ମିଳୁଛି ଆମେରିକାରେ । ସେଠାରେ ଥିବା ଏକ ରେସ୍ତାରାଁରେ ଏହି ବର୍ଗରର ଦାମ୍ ରହିଛି ୫୯ ଆମେରକୀୟ ଡଲାର ବା ୪,୩୩୦ ଟଙ୍କା । ଅସଲ କଥା ହେଲା ଏହି ବର୍ଗରରେ ସୁନାର ଏକ କୋଟିଂ ଦିଆଯାଇଛି । ଯାହାକୁ ଗୋଲଡେନ୍ ବର୍ଗର ବା ୨୪ କ୍ୟାରେଟ ବର୍ଗର ବୋଲି କୁହାଯାଉଛି । କଲମ୍ବିଆର ବୋଗୋଟାରେ ଏକ ରେସ୍ତୋରାଁରେ ଏହି ବର୍ଗର ବିକ୍ରି କରାଯାଉଛି । ଏହା ବ୍ୟତୀତ ଏହି ରେସ୍ତୋରାଁରେ ବିଶ୍ୱର ବିଭିନ୍ନ ପ୍ରକାର ସ୍ୱାଦିଷ୍ଟ ଖାଦ୍ୟ ମିଳିଥାଏ । ଗ୍ରାହକଙ୍କୁ ଅକୃଷ୍ଟ କରିବା ଲାଗି ସେଠାରେ ଏହି ସୁନା ବର୍ଗର ବିକ୍ରି କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

Read more

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri