ଦିଲ୍ଲୀ ଆନ୍ଦୋଳନ ସମୟରେ ଅଭିଜିତ ଦୀପ୍‌କେଙ୍କ ଘରୁ ଆସିଲା ଏହି ଦୁଃଖଦ ଖବର, ଭାଙ୍ଗିପଡ଼ିଛନ୍ତି ପୂରା ପରିବାର

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀର ଜନ୍ତରମନ୍ତରଠାରେ କକ୍ରୋଚ୍ ଜନତା ପାର୍ଟି (ସିଜେପି ) ପକ୍ଷରୁ ଚାଲିଥିବା ଆନ୍ଦୋଳନ ଏବଂ ଗିରଫଦାରୀ ମଧ୍ୟରେ ସିଜେପି ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେଙ୍କ ପରିବାରରୁ ଏକ ଦୁଃଖଦ ଖବର ଆସିଛି। ଆନ୍ଦୋଳନର ନେତୃତ୍ୱ ନେଉଥିବା ବେଳେ ଅଭିଜିତଙ୍କ ଜେଜେମା’ ସାବିତ୍ରୀବାଇ ଶଙ୍କର ଦୀପ୍‌କେ (୮୫)ଙ୍କର ପରଲୋକ ହୋଇଛି। ମହାରାଷ୍ଟ୍ରର ହିଙ୍ଗୋଲି ଜିଲ୍ଲାସ୍ଥ ସନ୍ତୁକ ପିମ୍ପରି ଗ୍ରାମରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡ଼ିଛି। ଗୋଟେପଟେ ଦିଲ୍ଲୀରେ ଆନ୍ଦୋଳନ ଓ ପୋଲିସ ହେପାଜତ ଏବଂ ଅନ୍ୟପଟେ ଏହି ଦୁଃଖଦ ଖବରରେ ସମଗ୍ର ପରିବାର ଭାଙ୍ଗିପଡ଼ିଛନ୍ତି।

ଅନ୍ୟପକ୍ଷରେ, ସମ୍ଭାବ୍ୟ ଗିରଫଦାରୀ ଓ ପରିସ୍ଥିତିକୁ ଦୃଷ୍ଟିରେ ରଖି ଅଭିଜିତ ଦୀପ୍‌କେ, ସୌରଭ ଦାସ ଏବଂ ଆଶୁତୋଷ ରାଙ୍କା ପୂର୍ବରୁ ହିଁ ଭିଡିଓ ଜରିଆରେ ବାର୍ତ୍ତା ରଖିଥିଲେ। ସେମାନେ ହେପାଜତରେ ରହିବା ସମୟରେ ଜନ୍ତରମନ୍ତର ପ୍ରତିବାଦର ମଙ୍ଗ ସିଜେପି ପ୍ରଭାରୀ ଅଜିଙ୍କ୍ୟ ସିନ୍ଦେ ଧରିବେ ବୋଲି ସଂଗଠନ ପକ୍ଷରୁ ସ୍ପଷ୍ଟ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁହଁ ଖୋଲିଲେ ଦୀପକେଙ୍କ ମାଆ, ସିଧା କହିଲେ ଦେଖିନେବି…

ନୂଆଦିଲ୍ଲୀ,୧୦।୧୦: କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖାଯିବା ଘଟଣାକୁ ନେଇ ତାଙ୍କ ପିତାମାତା ସରକାରଙ୍କ ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛନ୍ତି।…

ସିଜେପି ଆନ୍ଦୋଳନକୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ, CJI କହିଲେ…

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ କକରୋଚ ଜନତା ପାର୍ଟି(ସିଜେପି)ର ପ୍ରଦର୍ଶନକୁ ମିଳିଛି ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ।ଫଳରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ ବିରୋଧରେ ଜାରି ଆନ୍ଦୋଳନ ଆହୁରି ତୀବ୍ର…

CJPର ଦିଲ୍ଲୀ ବିକ୍ଷୋଭରେ କାହିଁକି ଯୋଗ ଦେଲେ ନାହଁ ସୋନମ ୱାଙ୍ଗଚୁକ ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୦।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଶନିବାର (୧୦ ଅକ୍ଟୋବର, ୨୦୨୬) ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଛି। ନିର୍ବାଚନ…

CJPକୁ ନେଇ ବଡ଼ ବୟାନ ଦେଲେ ଚିରାଗ ପାସୱାନ, କହିଲେ କେହି ଅଟକାଇ ପାରିବେ ନାହିଁ…

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଶୁକ୍ରବାର କହିଛନ୍ତି ଯେ ଟ୍ରେନ ବାତିଲ କରି ଭାରତର ଯୁବପିଢ଼ିଙ୍କୁ ଅଟକାଯାଇ ପାରିବ ନାହିଁ। ସେ ନିର୍ୱାଚନ ଆୟୋଗ ବିରୋଧରେ ବିକ୍ଷୋଭ…

ନିଜ ପତ୍ନୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ ତେଜ ପ୍ରତାପ ଯାଦବ, କହିଲେ, ‘ପୂର୍ବତନ ପ୍ରେମିକଙ୍କୁ ଦେଉଥିଲେ…’

ପାଟନା,୧୦।୧୦: ବିହାରର ପୂର୍ବତନ ମନ୍ତ୍ରୀ ତଥା ‘ଜନ ଶକ୍ତି ଜନତା ଦଳ’ (JJD)ର ଜାତୀୟ ସଭାପତି ତେଜ ପ୍ରତାପ ଯାଦବ ନିଜ ପତ୍ନୀ ଐଶ୍ୱର୍ଯ୍ୟା ରାୟଙ୍କ ବିରୁଦ୍ଧରେ…

୨ ଅଧିନାୟକଙ୍କ ସାଇଲେଣ୍ଟ ୱାର୍‌: କ୍ରିକେଟ ମହଲରେ ଚର୍ଚ୍ଚା ଜୋରଦାର

ନୂଆଦିଲ୍ଲୀ,୧୦।୧୦: କ୍ରିକେଟ ପଡ଼ିଆରେ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ସାଧାରଣତଃ ବାକ୍‌ଯୁଦ୍ଧ କିମ୍ବା ସ୍ଲେଜିଂ ଦେଖିବାକୁ ମିଳେନାହିଁ। କିନ୍ତୁ ଚଳିତ ଗସ୍ତକୁ ନେଇ ଦୁଇ ଦଳର ଅଧିନାୟକଙ୍କ…

ପ୍ରସିଦ୍ଧ ୟୁଟ୍ୟୁବର୍‌ ଧ୍ରୁବ ରାଠୀ ଅଟକ: ଜନ୍ତରମନ୍ତରରେ CJPର ପ୍ରତିବାଦ ଆରମ୍ଭ

ନୂଆଦିଲ୍ଲୀ,୧୦।୧୦: SIR ଏବଂ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜି ଦିଲ୍ଲୀର ଜନ୍ତରମନ୍ତରଠାରେ କକରୋଚ ଜନତା ପାର୍ଟି (CJP) ପକ୍ଷରୁ ପ୍ରତିବାଦ…

ହାରିବା ସତ୍ତ୍ୱେ ୩ ବଡ଼ ରେକର୍ଡ ଭାଙ୍ଗିଲା ଟିମ୍‌ ଇଣ୍ଡିଆ: ୩ ବ୍ୟାଟ୍‌ରଙ୍କ ବିସ୍ଫୋରକ ଇନିଂସ

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଦମ୍‌ଦାର ବ୍ୟାଟିଂ କରିଥିଲେ ମଧ୍ୟ ପରାଜୟବରଣ କରିଛି। ଭାରତୀୟ ବ୍ୟାଟରମାନେ ଚୌକା ଓ ଛକା ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?