ଦ୍ରୁତ ବେଗରେ ପୃଥିବୀ ଆଡ଼କୁ ମୁହାଁଉଛି ଏହି ସାଟେଲାଇଟ୍‌, ଜାଣନ୍ତୁ କେଉଁଠାରେ ଖସିବ

ବ୍ରୁଶ୍‌ଲେସ୍‌,୩୦ା୮: ୟୁରୋପୀୟ ସ୍ପେସ୍‌ ଏଜେନ୍ସି (ESA)ର ଏକ ପୁରୁଣା ସାଟେଲାଇଟ୍‌ ବା ଉପଗ୍ରହ ପୃଥିବୀ ଆଡ଼କୁ ଗତି କରୁଛି। ଏହି ପୁରୁଣା ଉପଗ୍ରହର ପୃଥିବୀ ବାୟୁମଣ୍ଡଳରେ ପୁନଃ ପ୍ରବେଶ ୨୦ ସେପ୍ଟେମ୍ବର ୨୦୨୪ରେ ହେବ। ଏହି ଉପଗ୍ରହ ପୃଥିବୀର ବାୟୁମଣ୍ଡଳରେ ପ୍ରବେଶ କରିବା ମାତ୍ରେ ଜଳିବା ଆରମ୍ଭ କରିବ। ଏହି କାରଣରୁ ସ୍ପେସ ଏଜେନ୍ସି ଏହାକୁ ନିୟନ୍ତ୍ରିତ ଢଙ୍ଗରେ ପକାଇବାକୁ ଚେଷ୍ଟା କରୁଛି, ଯାହା ଦ୍ୱାରା ଅଳିଆ ଆବର୍ଜନା ବିସ୍ତାର ପଡ଼ିବ ନାହିଁ। ୟୁରୋପୀୟ ସ୍ପେସ୍‌ ଏଜେନ୍ସି ଏହି ଉପଗ୍ରହକୁ ଦକ୍ଷିଣ ପ୍ରଶାନ୍ତ ମହାସାଗରରେ ପକାଇବାକୁ ଚେଷ୍ଟା କରୁଛି।

ଯଦି ସବୁ ଠିକ ହୁଏ ତେବେ ଏହି ଉପଗ୍ରହ ପ୍ରଶାନ୍ତ ମହାସାଗରରେ ପଡ଼ିବ। ପ୍ରାୟ ୧.୩୦ ଲକ୍ଷ କିଲୋମିଟର ଦୂରତା ଅତିକ୍ରମ କରିବା ପରେ ସାଲସା ଉପଗ୍ରହ ପୃଥିବୀରେ ପହଞ୍ଚିବ। ଗତ ବର୍ଷ ମଧ୍ୟ ସମାନ ଏଜେନ୍ସି ପୃଥିବୀରେ ଆଇଓଲସ ପାଣିପାଗ ଉପଗ୍ରହକୁ ନିୟନ୍ତ୍ରିତ ଢଙ୍ଗରେ ପକାଇ ଦେଇଥିଲା। ଗାଇଡ ରି-ଏଣ୍ଟ୍ରି ହେଉଛି ଏକ ଉପଗ୍ରହକୁ ନିୟନ୍ତ୍ରିତ ଢଙ୍ଗରେ ପୃଥିବୀକୁ ଆଣିବାର ପ୍ରକ୍ରିୟା, ଯାହା ଦ୍ୱାରା ଏହା ଜନବହୁଳ ଅଞ୍ଚଳରେ ପଡ଼ିବ ନାହିଁ ।

ୟୁରୋପୀୟ ସ୍ପେସ୍‌ ଏଜେନ୍ସି ୨୦୦୦ରୁ ଚାରିଟି ସମାନ ଉପଗ୍ରହକୁ ମହାକାଶକୁ ପଠାଇଥିଲା। ସେଗୁଡ଼ିକ ହେଲା ସାଲ୍‌ସା, ରାମ୍ବା, ଟାଙ୍ଗୋ ଏବଂ ସାମ୍ବା। ଏହି ନାମଗୁଡିକ ଡ୍ୟାନ୍ସ ଫର୍ମରେ ରଖାଯାଇଥିଲା। ପୃଥିବୀର ଚୁମ୍ବକୀୟ କ୍ଷେତ୍ର ଉପରେ ନଜର ରଖିବା ଏହି ଉପଗ୍ରହଗୁଡ଼ିକର କାର୍ଯ୍ୟ ଥିଲା। ମହାକାଶରେ ଏହି ଚାରିଟିର ଏକ କ୍ଲଷ୍ଟର ଗଠନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?